Latest Odisha News

BREAKING NEWS

Browsing Tag

shivsena

ନୀତୀଶଙ୍କ ପରେ ଏନଡିଏ ମୁହାଁ ଉଦ୍ଧବ ଠାକରେ!

ମୁମ୍ବାଇ: ନୀତୀଶ କୁମାରଙ୍କ ଆୟା ରାମ୍ ଗୟା ରାମ୍ ନୀତି କାହାକୁ ଅଛପା ନାହିଁ। ଇଣ୍ଡିଆ ମେଣ୍ଟରୁ ଓହରିବା ଓ ଏନଡିଏ ସହ ମିଶିବା ତାଙ୍କ ଦଳ ଡିଆଁ ନୀତିକୁ ବେଶ୍ ସ୍ପଷ୍ଟ କରିଦେଇଛି। ତେବେ ଏହି ଟ୍ରେଣ୍ଡରେ ସାମିଲ୍ ହେବେ କି ଇଣ୍ଡିଆ ଗଠବନ୍ଧନର ଆଉ ଜଣେ ଟାଣୁଆ ନେତା? ରାଜନୈତିକ ଉଡ଼ା ମହଲରେ…

ଲୋକସଭାରେ ଲଢ଼ିବା ପାଇଁ ଏନଡିଏରେ ଲାଗିଲାଣି ଯୁଦ୍ଧ !

ଭୁବନେଶ୍ୱର: ମହାରାଷ୍ଟ୍ରର ଶାସକ ମେଣ୍ଟ ସହଯୋଗୀଙ୍କ ମଧ୍ୟରେ ଲଢେ଼ଇ ଆରମ୍ଭ ହୋଇଗଲାଣି। ଗୋଟିଏ ପଟେ ସିନ୍ଦେ ଗୋଷ୍ଠୀ ବିଧାୟକଙ୍କ ଅଯୋଗ୍ୟ ଘୋଷଣା ସମ୍ପର୍କିତ ନିଷ୍ପତ୍ତି ଉପରେ ସମସ୍ତଙ୍କର ନଜର ଥିବାବେଳେ ସିନ୍ଦେ, ବିଜେପି, ଅଜିତ ସରକାରରେ ନିଜ ନିଜ ମଧ୍ୟରେ ଲଢେ଼ଇ ତୀଵ୍ର ହେବାରେ ଲାଗିଛି।…

ବିଦା ହେବେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ସିନ୍ଦେ, ବିଜେପି କହୁଛି ଯେମିତି ହେଲେ ରଖିବୁ!

ଭୁବନେଶ୍ୱର: ସିନ୍ଦେ ଗୋଷ୍ଠୀ ବିଧାୟକଙ୍କ ଅଯୋଗ୍ୟ ଘୋଷଣା ସମ୍ପର୍କିତ ନିଷ୍ପତ୍ତି ଶୁଣାଣି ପ୍ରସଙ୍ଗକୁ ନେଇ ରାଜନୀତି ଥମିବାର ନାଁ ନେଉନି। ଏହି ଶୁଣାଣିରେ ବହୁ ବିଳମ୍ବକୁ ନେଇ ସୁପ୍ରିମକୋର୍ଟ ମହାରାଷ୍ଟ୍ର ବାଚସ୍ପତିଙ୍କୁ କଡା ସମାଲୋଚନା କରିଥିବା ବେଳେ ତୁରନ୍ତ ଏହି ମାମଲାର ଫଇସଲା କରିବାକୁ…

ମହାରାଷ୍ଟ୍ରରେ ପୁଣିଥରେ ଏମଭିଏ ସରକାର !

ଭୁବନେଶ୍ୱର: ମହାରଷ୍ଟ୍ର ରାଜନୀତି କେତେବେଳେ କେଉଁ ମୋଡ଼ ନେବ ତାକୁ ନେଇ ଭିନ୍ନ ଭିନ୍ନ ଚର୍ଚ୍ଚା ମୁଣ୍ଡ ଟେକୁଛି। ପ୍ରତ୍ୟେକ ଦିନ ବଡ଼ ନେତାମାନେ ଭିନ୍ନ ଭିନ୍ନ ମନ୍ତବ୍ୟ ଦେଉଛନ୍ତି। ଏନସିପି ନେତା ତଥା ମହାରଷ୍ଟ୍ର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର ନିଜ ସମର୍ଥିତ ପ୍ରାୟ ୪୦ ଜଣ…

‘ମହାରାଷ୍ଟ୍ର ରାଜନୀତି’ ସିନ୍ଦେ ଆଉଟ ପାୱାର ଇନ !

ଭୁବନେଶ୍ୱର: ମହାରାଷ୍ଟ୍ର ରାଜନୀତିରେ ଘଡିକେ ଘୋଡା ଛୁଟୁଛି। ନିର୍ବାଚନ ପରେ ବିଜେପି ଶିବସେନା ସରକାର ଗଢିବାର ଥିଲେ ମଧ୍ୟ ଶେଷ ମୁହୂର୍ତ୍ତରେ ମହା ବିକାଶ ଅଘାଡି ମେଣ୍ଟ ସରକାର ହୋଇଥିଲା। ଶିବସେନା, କଂଗ୍ରେସ ଓ ଏନସିପି ମିଳିତ ସରକାର ଗଢ଼ିଥିଲେ। ଏହା ପରେ ଶିବସେନାର ଏକନାଥ ସିନ୍ଦେଙ୍କ…

ଦଳୀୟ ନାଁ ଓ ସଙ୍କେତ କିଣିବା ଘଟଣାକୁ ନେଇ ବଡ ଖୁଲାସା: ୨୦୦୦ ‌କୋଟି ଟଙ୍କାର ଚୁକ୍ତି ହୋଇଥିବା କହିଲେ ସଞ୍ଜୟ ରାଉତ

ମ୍ବାଇ: ନିର୍ବାଚନୀ ଚିହ୍ନ ଏବଂ ଦଳର ନାମକୁ ନେଇ ଏବେ ମହାରାଷ୍ଟ୍ର ରାଜନୀତି ପଡୁଛି ଉଠୁଛି । ଏହାକୁ ନେଇ ଉଦ୍ଧବ ଠାକରେ ଏବଂ ଏକନାଥ ସିନ୍ଧେ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି । ଶିବସେନା ନିର୍ବାଚନ ଚିହ୍ନ ଧନୁତୀରକୁ ନେଇ  ଉଦ୍ଧବ ବାଲାସାହେବ ଠାକ୍‌ରେ ଗୋଷ୍ଠୀର ନେତା  ସଞ୍ଜୟ ରାଉତ ରବିବାର…

ମହାସଙ୍କଟରେ ‘ଅଘାଡ଼ି’ ସରକାର, ରାଜ୍ୟପାଳଙ୍କ ଭୂମିକା କ’ଣ ରହିବ ?

ମୁମ୍ବାଇ: ମହାବିକାଶ ଅଘାଡି ସରକାରର ନେତୃତ୍ୱ ନେଉଥିବା ଶିବସେନାରେ ବିଦ୍ରୋହ ପରେ ଏବେ ସମସ୍ତଙ୍କ ନଜର ରହିଛି ରାଜ୍ୟପାଳଙ୍କ ଭୂମିକା ଉପରେ । କାରଣ ଦଳର ସୁପ୍ରିମୋ ଉଦ୍ଧବ ଠାକରେଙ୍କ ପାଖରେ ଅଳ୍ପ ସଂଖ୍ୟକ ବିଧାୟକ ରହିଥିବା ବେଳେ ଏକନାଥ ସିନ୍ଦେଙ୍କ ପାଖରେ ରହିଛି ସର୍ବାଧିକ ବିଧାୟକଙ୍କ…

ଫଡନାଭିସଙ୍କ ମିଶନ 45, ଶିବସେନାକୁ ଟକ୍କର ଦେବ ବିଜେପି!

ମୁମ୍ବାଇ:  ମହାରାଷ୍ଟ୍ରରେ ବିଜେପି ଠିଆ ହେବ ନିଜ ଗୋଡରେ । ସେଥିପାଇଁ ରାତିଦିନ ପରିଶ୍ରମ କରୁଛି ବିଜେପି ।  ନିଜ ଗୋଡ଼ରେ ଠିଆ ହେବା ପାଇଁ ଉଦ୍ୟମ ଆରମ୍ଭ କରିଛନ୍ତି ଫଡନାଭିସ । ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଆଗାମୀ 2024 ନିର୍ବାଚନ ପାଇଁ ମିଶନ 45 ଲକ୍ଷ୍ୟ…

ମହାରାଷ୍ଟ୍ର ରାଜନୀତିରେ ଟ୍ୱିଷ୍ଟ: ଫଡନାବିସ୍‌ଙ୍କୁ ସଂଜୟ ଭେଟିଲେ କାହିଁକି ?

ନୂଆଦିଲ୍ଲୀ: ମହାରାଷ୍ଟ୍ର ରାଜନୀତିରେ ଆସିଛି ବଡ ଟ୍ୱିଷ୍ଟ । ବରିଷ୍ଠ ବିଜେପି ନେତା ତଥା ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ପଡନାବିସଙ୍କୁ ଭେଟିଛନ୍ତି ଶିବସେନା ମୁଖପାତ୍ର ସଂଜୟ ରାଉତ । ଏହାପରେ ମହାରାଷ୍ଟ୍ର ରାଜନୀତିରେ ଅଦଳବଦଳ ହେବା ନେଇ ଚର୍ଚ୍ଚା ଜୋର ଧରିଛି । …

ମୁମ୍ବାଇ ଛାଡିଲେ କଙ୍ଗନା

ମୁମ୍ବାଇ: ଶେଷରେ ମୁମ୍ବାଇ ଛାଡିଲେ ବଲିଉଡ କଂଟ୍ରଭର୍ସି କୁଇନ୍ କଙ୍ଗନା । ମନଦୁଃଖରେ ସେ ଆଜି ନିଜ ହୋମ ଟାଉନ୍ ମନାଲୀକୁ ଫେରିଛନ୍ତି । ଯେଉଁଠି ତାଙ୍କ ପରିବାର ରହନ୍ତି । ତେବେ ମୁମ୍ବାଇ ଛାଡିବା ପୂର୍ବରୁ ସେ ଏକ ଟ୍ୱିଟ୍ କରିଛନ୍ତି । ଏଥିରେ ସେ ଭାରାକ୍ରାନ୍ତ ମନରେ ମୁମ୍ବାଇ ଛାଡି…