ସ୍ୱଳ୍ପ ଗଳ୍ପ : ଗଧର ପିଠିରେ ରକ୍ତଦାଗ
ଜ୍ୟୋତି ନନ୍ଦଙ୍କ ନିୟମିତ ସ୍ତମ୍ଭ ‘ସ୍ୱଳ୍ପ ଗଳ୍ପ’ ଭାଗ : ୬୫
ଗଧର ପିଠିରେ ରକ୍ତଦାଗ
ସେ ଇଜିପ୍ଟର ଖଲିଫା। ନାଆଁ ଅଲ-ହକିମ୍ ବି-ଅମର ।
ତାଙ୍କର ମୁଣ୍ଡଦୋଷ ଥିଲା। ଆଉ ସେଇଥିପାଇଁ ଲୋକେ ତାଙ୍କୁ ପରୋକ୍ଷରେ କହୁଥିଲେ ହକିମ୍ ପାଗଳା।
ହକିମ କହିଲେ ବୈଦ୍ୟଙ୍କୁ ବୁଝାଏ । ମାତ୍ର…