Latest Odisha News
Browsing Tag

Shot

[ଭିଡିଓ] ବିଜେପି ନେତାଙ୍କ ଉତ୍ସବରେ ଗୁଳିମାଡ !

ଉତ୍ତରପ୍ରଦେଶ: ଚାଲିଥିଲା ଜନ୍ମଦିନ ଉତ୍ସବ ପାଳନ । ଗୀତ ଗାଉଥିଲେ ଜଣେ ନାମୀ ଗାୟକ । ହେଲେ ହଠାତ୍ ଛାତିରେ ବାଜିଥିଲା ଗୁଳି । ଲାଇଭ୍ ସୋ'ରେ ଟଳିପଡିଥିଲେ ଗାୟକ । ଗୁଳିମାଡ କେମିତି ଓ କାହିଁକି ହୋଇଥିଲା ସେ ନେଇ ଚାଲିଛି ପୋଲିସର ତଦନ୍ତ । ହେଲେ ଏଭଳି ଏକ ଘଟଣାକୁ ନେଇ ବଲିଆ ଜିଲ୍ଲାରେ ପୋଲିସ…

ରାଜଧାନୀରେ ଚାଞ୍ଚଲ୍ୟ; ଦିନ ଦ୍ୱିପ୍ରହରରେ ଛାତ୍ରୀଙ୍କୁ ଗୁଳିମାଡ

ଭୁବନେଶ୍ୱର: ଭୁବନେଶ୍ୱରର ଇନଫୋସିଟି ଅଞ୍ଚଳରେ ସୋମବାର ଦିନ ପାଖାପାଖି ୨ ଜଣ ଦୁବୃର୍ତ୍ତ ଜଣେ ଯୁବତୀଙ୍କୁ ଗୁଳିମାଡ଼ କରିଥିବା ଅଭିଯୋଗ ହୋଇଛି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି । ମିଳିଥିବା ସୂଚନାନୁଯାୟୀ ଭୁବନେଶ୍ୱରର ଏକ ଘରୋଇ ଇଞ୍ଜିନିୟରିଂ କଲେଜରେ ପଢୁଥିବା…

ପୁରୀରେ ପେଟ୍ରୋଲ୍ ପମ୍ପ ମାଲିକଙ୍କୁ ଗୁଳିମାଡ

ପୁରୀ: ପୁରୀ ଜିଲ୍ଲା ସାକ୍ଷୀଗୋପାଳ ସ୍ଥିତ ପୁରୁଣା ସୋମେଶ୍ୱର ଛକ ନିକଟରେ କେହି ଦୁବୃର୍ତ୍ତ ଜଣେ ପେଟ୍ରୋଲ୍ ପମ୍ପ ମାଲିଙ୍କୁ ଗୁଳିମାଡ କରିବା ନେଇ ଅଭିଯୋଗ ହୋଇଛି । ଆହତ ମାଲିକ ଜଣକ ଶ୍ରୀକାନ୍ତ ରଥ ଏବଂ ତାଙ୍କୁ ଗୁରୁତର ଅବସ୍ଥାରେ ଭୁବନେଶ୍ୱରସ୍ଥିତ ଏମ୍ସ ମେଡିକାଲରେ ଭର୍ତ୍ତି…

ଖୋର୍ଦ୍ଧା କ୍ଲିନିକର ଗୁଳିକାଣ୍ଡ ପଛରେ ସୁପାରି କିଲରର ହାତ: ପୋଲିସ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାର ଏକ ଘରୋଇ କ୍ଲିନିକ୍ ଉପରେ ହୋଇଥିବା ଗୁଳିମାଡ ଘଟଣା ପଛରେ ସୁପାରି କିଲରର ହାତଥିବା ନେଇ ମଙ୍ଗଳବାର ଦିନ ପୋଲିସ ପକ୍ଷରୁ ଦାବି କରାଯାଇଛି । ପ୍ରାପ୍ତ ସୂଚନାନୁଯାୟୀ ଦୁଇ ଦିନ ତଳେ ଖୋର୍ଦ୍ଧାରେ ଥିବା ଏହି କ୍ଲିନିକରେ ଜଣେ ଡାକ୍ତର ଓ ଔଷଧ ଦୋକାନୀ…

କନ୍ଧମାଳରେ ସୂଚନା ଅଧିକାର କର୍ମୀଙ୍କୁ ଦୁର୍ବୃତ୍ତଙ୍କ ଗୁଳିମାଡ

କନ୍ଧମାଳ: କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ଅନ୍ତର୍ଗତ ପାତ୍ରସାହି ଅଞ୍ଚଳରେ କିଛି ଦୁର୍ବୃତ୍ତଙ୍କ ଗୁଳିମାଡରେ ଜଣେ ସୂଚନା ଅଧିକାର କର୍ମୀଙ୍କ ମୃତ୍ୟୁ ଘଟିଛି । ମୃତ ସୂଚନା ଅଧିକାରୀଙ୍କ ନାମ ଅଭିମନ୍ୟୁ ପଣ୍ଡା ବୋଲି ସୁତ୍ରରୁ ପ୍ରକାଶ । ପ୍ରାପ୍ତ ସୂଚନାନୁଯାୟୀ ଅଭିମନ୍ୟୁ ଆଜି ସକାଳେ…

ବ୍ରହ୍ମପୁରରେ ଦୋକାନୀ ମାଲିକଙ୍କୁ ଗୁଳିମାଡ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଛତ୍ରପୁର ଥାନା ଅନ୍ତର୍ଗତ ସିଙ୍ଗିପୁର ଗ୍ରାମ ନିକଟରେ ଜଣେ ଦୋକାନୀଙ୍କ ଉପରକୁ କେହି ବ୍ୟକ୍ତି ଗୁଳିମାଡ କରିଛି । ଉକ୍ତ ଦୋକାନୀଙ୍କ ନାମ ସୁଶାନ୍ତ ପାତ୍ର ବୋଲି ଜଣାପଡିଛି । ପ୍ରାପ୍ତ ସୂଚନାନୁଯାୟୀ ସ୍ଥାନୀୟ ଅଞ୍ଚଳରେ ସୁଶାନ୍ତଙ୍କର ଏକ ତେଜରାତି ଦୋକାନୀ…

କଟକରେ ଯୁବକଙ୍କୁ ଗୁଳିମାଡ ଅଭିଯୋଗ

କଟକ: କଟକ ଜିଲ୍ଲା ବାଙ୍କି ଅନ୍ତର୍ଗତ ମଧୁଆପଲ୍ଲି ରାସ୍ତା ନିକଟରେ କେହି ଦୁବୃର୍ତ୍ତ ଜଣେ ଯୁବକଙ୍କୁ ଗୁଳିମାଡ କରିବା ଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ସ୍ଥାନୀୟ ମଣିପୁର ଗ୍ରାମର ଅର୍ଜୁନ ବୋଲି ଜଣାପଡିଛି । ପ୍ରାପ୍ତ ସୂଚନାନୁଯାୟୀ ଗତକାଲି ବିଳମ୍ବିତ…