Latest Odisha News

BREAKING NEWS

Browsing Tag

Shreejagannath

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ : ସର୍ବବ୍ୟାପି ଶ୍ରୀଜଗନ୍ନାଥ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ,ପରଂବ୍ରହ୍ମ ଶ୍ରୀଜଗନ୍ନାଥ ଯେଭଳି ସର୍ବବ୍ୟାପୀ, ସେଭଳି ସର୍ବନାମ ମଧ୍ୟ । ତେଣୁ ସମୟ ସମୟରେ, ନାରାୟଣ, ଗୋବିନ୍ଦ, ବାସୁଦେବ, ହୃଷିକେଶ, ବିଷ୍ଣୁ, ହରି ଓ ସର୍ବୋପରି ଜଗନ୍ନାଥ, ଜଗମୋହନ, ଜଗଦୀଶ,…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ : ସର୍ବମନ୍ତ୍ରମୟ ସ୍ଵରୂପ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା  ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ଗୁପ୍ତ ଅଣସର ସେବା ଚାଲିଛି ଆଜି ଏତିକି କହିବି ଯେ ମହାପ୍ରଭୁ ରୂପ ଓ ଅରୂପ ର ସମନ୍ୱୟ ବିଗ୍ରହ । ସେ ସର୍ବମନ୍ତ୍ରମୟ ସ୍ୱରୂପ। ତାଙ୍କର ଶରୀରର ଉପଚାର ଚାଲିଛି।…

ବିଶ୍ୱ ଦରବାରରେ ଶ୍ରୀଜଗନ୍ନାଥ

ଲକ୍ଷ୍ମଣ ସାହୁଙ୍କ ନିୟମିତ ସ୍ତମ୍ଭ କେଉଁ ଅନାଦି କାଳରୁ ସମଗ୍ର ବିଶ୍ଵରେ ଶ୍ରୀଜଗନ୍ନାଥ ଐକ୍ୟ, ସାମ୍ୟ, ସମନ୍ୱୟ ଓ ଉଦାରତାର ଦେବତା ଭାବେ ପୂଜା ପାଇ ଆସୁଛନ୍ତି । ଓଡ଼ିଆ ଜାତିର ଏହି ମହାନ୍ ଦେବତା ଭାରତୀୟ ମହାଜାତିର ଓ ବିଶ୍ୱ ପ୍ରେମର ସର୍ବ ଶ୍ରେଷ୍ଠ ଦେବତା ଭାବେ ଗୃହୀତ । ଶ୍ରୀଜଗନ୍ନାଥ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ : ପରମବ୍ରହ୍ମ ତତ୍ତ୍ୱ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା    ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ପରମବ୍ରହ୍ମ ତତ୍ତ୍ୱର ଆଲୋଚନା ଜାରି ରଖିବା, ଏହି କ୍ରମରେ ପ୍ରଥମେ ୮ . ଅନ୍ତର୍ଯ୍ୟାମୀ -ଆକ୍ଷରିକ ଭାବରେ କହିଲେ ଯେ ଅନ୍ତର କଥା ଜାଣନ୍ତି ସେ ଅନ୍ତର୍ଯ୍ୟାମୀ ।…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୨୧୮  ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ଅଣସର ନୀତି ସରି ଯାଇଛି । ବନକ ଲାଗି ପରେ ଶ୍ରୀଜୀଉମାନେ ଅମାବାସ୍ୟା ସକାଳୁ ପ୍ରସ୍ତୁତ ହୋଇ ବସିଛନ୍ତି ନିଜର ନବ ଯୌବନ ବେଶରେ ଦର୍ଶନ ଦେବା ପାଇଁ। ଏହି…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୨୧୨  ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ମହିମା ବର୍ଣ୍ଣନା ପାଇଁ ଆମେ “ଗଜ ଉଦ୍ଧାରଣ “ପ୍ରସଙ୍ଗ ଆଲୋଚନା ଭିତରେ ଆଜି କବି ନାରାୟଣ ଦାସ ସଂକ୍ଷେପରେ ଅଚ୍ୟୁତାନନ୍ଦ ଙ୍କ ରଚିତ “ହରିବଂଶ ” କୁ ସାତ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୨୧୧ ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପୁରୁଷୋତ୍ତମ ଶ୍ରୀଜଗନ୍ନାଥଙ୍କଠାରେ ଅନୁରାଗ ପ୍ରକାଶ କରିବା ହିଁ ଭକ୍ତି, ଏକଥା କହିବା ମାତ୍ରେ ସମସ୍ତେ କହିବେ। ଏହାତ ସ୍ୱାଭାବିକ କଥା । ଆରାଧ୍ୟ ଶ୍ରୀଜଗନ୍ନାଥଙ୍କ ପାଖରେ କାହାର…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୨୧୦ ଜୟ ଜଗନ୍ନାଥ ଓଁ ନମୋ ଭଗବତେ ବାସୁଦେବାୟ । ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କୁ ସାକାର ଓ ନିରାକାର, ସଗୁଣ ଓ ନିର୍ଗୁଣ, ସବିଶେଷ ଓ ନିର୍ବିଶେଷ, ବ୍ୟକ୍ତ ଓ ଅବ୍ୟକ୍ତ, ନିତ୍ୟ ଓ ଅନିତ୍ୟ ଏଭଳି ଅନେକ ଭାବରେ ଆମେ ଜାଣିବାକୁ ଚେଷ୍ଟା…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୨୦୯  ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ "କେଶବ "ନାମର ବ୍ୟାଖ୍ୟା ଅମରକୋଷରେ ମଧ୍ୟ ରହିଛି। ଯଥା ବିଷ୍ଣୁ ନାରାୟଣଃ କୃଷ୍ଣ ବୈକୁଣ୍ଠ ବିଷ୍ଟରଶ୍ରବା, ଦାମୋଦର ହୃଷିକେଶ କେଶବ ମାଧବସ୍ୱ ଭୂ ",…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୨୦୮  ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କୁ ଆଜି ପ୍ରଥମେ "ଭକ୍ତି ସର୍ବସ୍ୱ" "ମତରେ ପାର୍ଥନା କରିବା । ଯଥା - "ଗୋବିନ୍ଦ -କେଶବ -ଜନାର୍ଦ୍ଦନ -ବାସୁଦେବ -ବିଶ୍ୱେଶ -ବିଷ୍ଣୁ -ମଧୁସୂଦନ…