ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ
ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୨୮
ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ଦାରୁ ବ୍ରହ୍ମ ଶ୍ରୀଜଗନ୍ନାଥ ସ୍କନ୍ଦ ପୁରାଣ ଅନୁସାରେ ମହାରାଜ ଇନ୍ଦ୍ରଦ୍ୟୁମ୍ନଙ୍କ ଦ୍ୱାରା ଚତୁର୍ଦ୍ଧା ମୂର୍ତ୍ତି ରୂପେ ପ୍ରତିଷ୍ଠିତ ହେବା କଥା ଆମେ ଜାଣିଲେ । କିନ୍ତୁ ବର୍ତ୍ତମାନ…