ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ
ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୧୧
ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ଆତ୍ମା ସ୍ୱରୂପ ଶ୍ରୀ ଜଗନ୍ନାଥ । ଆଜି ପର୍ଯ୍ୟନ୍ତ ଆମେ ଆଲୋଚନା କଲେ ମୁଖ୍ୟତଃ ଶ୍ରୀମନ୍ଦିରରେ ବିରାଜିତ ଶ୍ରୀଜଗନ୍ନାଥଙ୍କ ବିଷୟରେ । ଏଠି ଗୋଟିଏ ଭାଗବତ ଉକ୍ତି ମନେପଡୁଛି :
"ସକଳ…