ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ
ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୧୫୦
ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ବାଳମୁକୁନ୍ଦ ରୁପ ଧରି ବଟ ପତ୍ରରେ ଶୟନ ଓ ପ୍ରଳୟ ଜଳରେ ଭାସି ଆସୁଥିବା ମାର୍କଣ୍ଡେୟ ଋଷିଙ୍କୁ ଉଦ୍ଧାର କରି ନିଜ ଉଦର ମଧ୍ୟରେ ପ୍ରବେଶ କରାଇ…