ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ
ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୧୪୦
ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ରତ୍ନବେଦୀ ପାର୍ଶ୍ଵରେ ପହଞ୍ଚି ସାରିଲେ ଶରୀରର ଆନନ୍ଦମୟ କୋଷ ଜାଗ୍ରତ ହୋଇ ଦେହlତୀତ ଭାବ ସହ ସୁକ୍ଷ୍ମ ଶରୀରର ଅନୁଭୂତି ଆସେ। ସାଧକ ଓ ଯୋଗୀ ଋଷି…