ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ
ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୧୧୨
ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥ ଏଠାରେ (ରତ୍ନ ସିଂହାସନରେ )ସପ୍ତାବରଣ ଯୁକ୍ତ ଯଥା ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ମା ସୁଭଦ୍ରା ସୁଦର୍ଶନ, ଶ୍ରୀଦେବୀ, ଭୁଦେବୀ, ମାଧବ ବା ହ୍ରସ୍ୱ ନୀଳମାଧଵ.…