ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ
ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୧୦୧
ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କୁ ବେଦାନ୍ତ ଦର୍ଶନ ଅନୁସାରେ ଏକ ଓ ଅଦ୍ବୟ ବୋଲି ବିବେଚନା କରାଯାଏ। ଜଗଦଗୁରୁ ଶଙ୍କରାଚାର୍ଯ୍ୟ ଭାଷାରେ - "ବେଦାନ୍ତ ସିଦ୍ଧାନ୍ତ ନିରୁକ୍ତିରେଷl,…