ଅକ୍ଷୟ ତୃତୀୟା ଓ ଚନ୍ଦନଯାତ୍ରା ବିଧି ଶ୍ରୀମନ୍ଦିର ବେଢା ମଧ୍ୟରେ କରିବାକୁ ଶଙ୍କରାଚାର୍ଯ୍ୟଙ୍କ ପରାମର୍ଶ
ପୁରୀ: କରୋନା ସଂକ୍ରମଣ ରୋକିବା ପାଇଁ ଦେଶବ୍ୟାପୀ ଲକଡାଉନ ଜାରି ହୋଇଥିବାରୁ ଅକ୍ଷୟ ତୃତୀୟାରେ ଜଗନ୍ନାଥଙ୍କ ରଥକାଠ ଅନୁକୂଳ ବିଧି ଶ୍ରୀମନ୍ଦିର ବେଢା ମଧ୍ୟରେ କରାଯିବ ।
ପୁରୀ ଶଙ୍କରାଚାର୍ଯ୍ୟ ସ୍ୱାମୀ ନିଶ୍ଚଳାନନ୍ଦ ସରସ୍ୱତୀଙ୍କ ସହ ସାକ୍ଷାତ ଆଲୋଚନା ପରେ ଶଙ୍କରାଚାର୍ଯ୍ୟ ଉଭୟ ଅକ୍ଷୟ…