Latest Odisha News

BREAKING NEWS

Browsing Tag

Shrijagannath

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ : ସଗୁଣ ଉପାସନା

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା  ଜୟ ଜଗନ୍ନାଥ ଓଁ ନମୋ ଭଗବତେ ବାସୁଦେବାୟ । ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କୁ ସାକାର ଓ ନିରାକାର, ସଗୁଣ ଓ ନିର୍ଗୁଣ, ସବିଶେଷ ଓ ନିର୍ବିଶେଷ, ବ୍ୟକ୍ତ ଓ ଅବ୍ୟକ୍ତ, ନିତ୍ୟ ଓ ଅନିତ୍ୟ ଏଭଳି ଅନେକ ଭାବରେ ଆମେ ଜାଣିବାକୁ ଚେଷ୍ଟା କରିଛେ।…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୨୨୨ ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପୁରୁଷୋତ୍ତମ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିର ଚୂଡ଼ାରେ ଶୋଭା ପାଉଥିବା ନୀଳଚକ୍ରଙ୍କ ସ୍ୱରୂପ ଆମେ ଜାଣିଲେ । ଆଗରୁ ଆମେ ନୀଳଚକ୍ରଙ୍କୁ ଚକ୍ରନାରାୟଣ ହିସାବରେ ଜାଣିଛେ । ଏହି ନାରାୟଣଙ୍କ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୨୧୯ ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ପବିତ୍ର ଘୋଷଯାତ୍ରା ବା ପୃଥବୀ ପ୍ରସିଦ୍ଧ ରଥଯାତ୍ରା ଆରମ୍ଭ ହେବାକୁ ଯାଉଛି। ଶ୍ରୀଜୀଉମାନେ ସମ୍ପୁର୍ଣ୍ଣ ସୁସ୍ଥ ହୋଇ ଭକ୍ତମାନଙ୍କୁ ନବଯୌବନ ଦର୍ଶନ ଦେଇ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୨୧୬  ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥ ଶ୍ରୀକ୍ଷେତ୍ରରେ ବିରାଜମାନ କରିଛନ୍ତି ପତିତ ଉଦ୍ଧାର ପାଇଁ। ସେଥିପାଇଁ ଶ୍ରୀମନ୍ଦିର ଶୀର୍ଷରେ ନୀଳଚକ୍ର ଉପରେ ଫର ଫର ହୋଇ ଉଡ଼ୁଛି ପତିତପାବନ ବାନା, କବି…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୨୧୩ ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ମହିମାର ଅପୂର୍ବ ଗାଥା "ମୃଗୁଣୀ ଉଦ୍ଧାର ", ସେହି ପ୍ରସଙ୍ଗରେ ଆମେ ଚର୍ଚ୍ଚା କରିଥିଲେ । ସୁବାହୁ ବନରେ ନିଜର ଦୁଇ ଶାବକଙ୍କ ସହ ତୃଣ ଭୋଜନରେ ଲିପ୍ତ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୧୫୭  ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ନାମ ମହାତ୍ମା ଅବା ଭଗବାନଙ୍କ ନାମ ସଂକୀର୍ତ୍ତନର ଉପାଦେୟତା ବିଷୟରେ ଅନେକ ମତ ଦେଖିବାକୁ ମିଳେ। ସେଥିମଧ୍ୟରୁ କବି ଜଗନ୍ନାଥ ଦାସଙ୍କ ଓଡ଼ିଆ ଭାଗବତ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୧୫୫   ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ସାକାର ବିଗ୍ରହ ଉପାସନା କରିବା ବେଳେ ଆମେ ଲକ୍ଷ୍ୟ କରୁ ଜଣେ ସାଧାରଣ ମଣିଷ ପରି ସମସ୍ତ କ୍ରିୟାରେ ପ୍ରଭୁ ଲିପ୍ତ ରହନ୍ତି। ଯାହାକୁ ଶାସ୍ତ୍ର…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୧୫୩ ଜୟ ଜଗନ୍ନାଥ ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ନିର୍ଗୁଣ ନିରାକାର ସ୍ୱରୂପ ଆରାଧନା ବିଷୟ ଆମେ ଆଲୋଚନା କରିବା ପରିପ୍ରେକ୍ଷୀରେ କିଛି ବିଶେଷଣର ପ୍ରୟୋଗ କରିଥିଲେ । ଆଜି ତାର ସଠିକ ବିଶ୍ଳେଷଣ କରିବା ।…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୧୫୧ ଜୟ ଜଗନ୍ନାଥ ଓଁ ନମୋ ଭଗବତେ ବାସୁଦେବାୟ । ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କୁ ସାକାର, ଓ ନିରାକାର, ସଗୁଣ ଓ ନିର୍ଗୁଣ, ସବିଶେଷ ଓ ନିର୍ବିଶେଷ, ବ୍ୟକ୍ତ ଓ ଅବ୍ୟକ୍ତ, ନିତ୍ୟ ଓ ଅନିତ୍ୟ ଏଭଳି ଅନେକ ଭାବରେ ଆମେ ଜାଣିବାକୁ ଚେଷ୍ଟା କରିଛେ।…