ରାଜ୍ୟର ସବୁ ସହରାଞ୍ଚଳ ସପ୍ତାହାନ୍ତ ସଟଡାଉନ୍, ଜରୁରୀ କାମ ନଥାଇ ବାହାରିଲେ ଧରୁଛି ପୋଲିସ
ଭୁବନେଶ୍ୱର: କରୋନା ଚେନ୍ ଭାଙ୍ଗିବା ପାଇଁ ଆଜିଠୁ ରାଜ୍ୟର ସବୁ ସହରାଞ୍ଚଳ ସଟଡାଉନ୍ । ଆଜି ଓ ଆସନ୍ତାକାଲି ଦୁଇ ଦିନ ଦୋକାନବଜାର, ଗାଡ଼ିମୋଟର ଚଳାଚଳ ଓ ବ୍ୟବସାୟିକ ପ୍ରତିଷ୍ଠାନ ବନ୍ଦ । ସୋମବାର ସକାଳ ୫ଟା ଯାଏ ସଟଡାଉନ କଟକଣା ବଳବତ୍ତର ରହିବ । ଏହି ସମୟରେ ଜାରି ରହିବ କେବଳ ଅତ୍ୟାବଶ୍ୟକ…