Latest Odisha News

BREAKING NEWS

Browsing Tag

Shutdown

ଜୁଲାଇ ୩୧ ଯାଏଁ ବୌଦ୍ଧ ଜିଲ୍ଲା ସଟଡାଉନ

ବୌଦ୍ଧ: ବୌଦ୍ଧ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ସଂକ୍ରମଣ ବଢୁଥିବାରୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାକୁ ଆଗାମୀ ଜୁଲାଇ ୩୧ ତାରିଖ ଯାଏଁ ସଟଡାଉନ୍ ଘୋଷଣା କରାଯାଇଛି । ଏନେଇ ସୂଚନା ଦେଇଛନ୍ତି ବୌଦ୍ଧ ଜିଲ୍ଲାପାଳ । ଆଜିଠାରୁ ଜୁଲାଇ ୩୧ ପର୍ଯ୍ୟନ୍ତ ସଟଡାଉନ୍…

ଆଜିଠୁ ସମ୍ବଲପୁରରେ ଦ୍ୱିତୀୟ ପର୍ଯ୍ୟାୟ ସଟଡାଉନ୍

ସମ୍ବଲପୁର: ସମ୍ବଲପୁରରେ ଆଜିଠାରୁ ଆରମ୍ଭ ହେଉଛି ସଟଡାଉନର ଦ୍ୱିତୀୟ ପର୍ଯ୍ୟାୟ । ୨୬ ତାରିଖରୁ ୩୧ ତାରିଖ ଯାଏଁ ଏହି କଟକଣା ଜାରି ରହିବା ନେଇ ସୂଚନା ମିଳିଛି । ଏହି ଦ୍ଵିତୀୟ ପର୍ଯ୍ୟାୟରେ ପ୍ରଥମ ପର୍ଯ୍ୟାୟର କଟକଣା କିଛିଟା କୋହଳ କରାଯାଇଛି । ମିଳିଥିବା ସୂଚନା ଅନୁଯାୟୀ, ଏଠାରେ…

ମାଲକାନଗିିରି ମ୍ୟୁନିସିପାଲଟି ଓ ବାଲିମେଳା ଏନ୍‌ଏସି ସଟ୍‌ଡାଉନ୍‌

ମାଲକାନଗିରି: ମାଲକାନଗିରି ମ୍ୟୁନିସିପାଲିଟି ଓ ବାଲିମେଳା ଏନ୍‌ଏସିକୁ ସମ୍ପୂର୍ଣ୍ଣ ଭାବେ ସଟ୍‌ଡାଉନ୍‌ କରାଯାଇଛି। ଆସନ୍ତାକାଲି ମଧ୍ୟରାତ୍ରରୁ ୧୯ ତାରିଖ ମଧ୍ୟରାତ୍ର ପର୍ଯ୍ୟନ୍ତ ସଟ୍‌ଡାଉନ୍‌ ନେଇ ଘୋଷଣା ହୋଇଛି। ଆଜି ଜିଲ୍ଲାରୁ ୩୬ କରୋନା ଆକ୍ରାନ୍ତ ଚିହ୍ନଟ ପରେ ପ୍ରଶାସନ ପକ୍ଷରୁ ଏଭଳି…

୩ ଦିନ ପାଇଁ ସଟଡାଉନ ଘୋଷଣା ହେଲା ପାରଳାଖେମୁଣ୍ଡି

ପାରଳାଖେମୁଣ୍ଡି: ଦିନକୁ ଦିନ ଭୟଙ୍କର ହେଉଛି କରୋନା। ବଢୁଥିବା ସଂକ୍ରମଣକୁ ଦୃଷ୍ଟିରେ ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସହରକୁ ୩ଦିନିଆ ସଟଡାଉନ ଘୋଷଣା କରିଛି ଜିଲ୍ଲା ପ୍ରଶାସନ। ଶୁକ୍ରବାର ଠାରୁ ଆସନ୍ତା ୩ ଦିନ ପାଇଁ ଏହି ସଟଡାଉନ କଟକଣା ବଳବତ୍ତର ରହିବ । ଏହି ସମୟରେ ପାରଳାଖେମୁଣ୍ଡିକୁ…

୩ ଦିନ ପାଇଁ ପାରଳାଖେମୁଣ୍ଡି ସଟଡାଉନ୍

ଗଜପତି: ରାଜ୍ୟରେ ହୁ ହୁ ବଢ଼ୁଛି କରୋନା ସଂକ୍ରମଣ । ଏହାକୁ ଦୃଷ୍ଟିରେ ରଖି ଆଗାମୀ ୩ ଦିନ ପାଇଁ ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସହରକୁ ସଟଡାଉନ୍ କରାଯାଇଛି । ଜିଲ୍ଲାପାଳ ଅନୁପମ୍‌ ଶାହା ଏପରି ପଦକ୍ଷେପ ନେଇଛନ୍ତି। ଆସନ୍ତା ଶୁକ୍ର, ଶନି ଓ ରବିବାର ସଟ୍‌ଡାଉନ୍‌ ସମୟରେ ସମସ୍ତ ଜରୁରୀକାଳିନ…

୯ରୁ ୧୩ ଗଞ୍ଜାମର ସବୁ ସହରାଞ୍ଚଳ ସଟ୍‌ଡାଉନ୍‌

ବ୍ରହ୍ମପୁର: ରାଜ୍ୟରେ ଜାରି ରହିଛି କରୋନାର ଆତଙ୍କ । କରୋନାରେ ସବୁଠୁ ଅଧିକ ପ୍ରଭାବିତ ହୋଇଛି ଗଂଜାମ ଜିଲ୍ଲା । ତେଣୁ ଜୁଲାଇ ୯ରୁ ୧୩ ଯାଏଁ ଗଂଜାମର ସବୁ ସହରାଞ୍ଚଳ ସଟ୍‌ଡାଉନ୍ ରହିବ । ଏନେଇ ଗଂଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ଘୋଷଣା କରିଛନ୍ତି । ୫ଟି ବ୍ଲକ ସଦର ମହକୁମା ଓ ୧୭ଟି…

ଜିଲ୍ଳାପାଳଙ୍କ କ୍ଷମତା ପ୍ରୟୋଗ କଲେ ସରପଂଚ, ୭ ଦିନ ପାଇଁ ମଥୁରା ପଂଚାୟତ ସଟଡାଉନ୍

ଗଞ୍ଜାମ: ପୋଲସରା ବ୍ଲକ ମଥୁରା ପଂଚାୟତକୁ  ଏକ ସପ୍ତାହ ଧରି ସଟଡାଉନ ଘୋଷଣା କଲେ  ସରପଂଚ । ସୋମବାର ରାତି ୧୦ଟାରୁ ଜୁଲାଇ ୧୩ ତାରିଖ ଯାଏଁ ସଟଡାଉନ ଘୋଷଣା ହୋଇଛି । ପୋଲସରା ଅଂଚଳରେ ପଜିଟିଭ ସଂଖ୍ୟା ବଢୁଥିବାରୁ ସରପଂଚ ଜିଲ୍ଲାପାଳ କ୍ଷମତା ପ୍ରୟୋଗ କରି ଏହି ପଦକ୍ଷେପ ଗ୍ରହଣ କରିଛନ୍ତି ।…

ଜୁଲାଇ ୮ ଯାଏଁ କଟକ ସଟଡାଉନ୍‌

କଟକ: ଆସନ୍ତା ଜୁଲାଇ ୮ ତାରିଖ ଯାଏଁ ସଟଡାଉନ୍ ରହିବ କଟକ ସହ । ବଢ଼ୁଥିବା କରୋନା ସଂକମ୍ରିତଙ୍କ ସଂଖ୍ୟାକୁ ଦେଖି ସିଏମ୍‌ସି ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଛି । ଜୁଲାଇ ୮ ତାରିଖ ରାତି ୧୨ ଟା ଯାଏଁ କଟକ ସହର ସଟ୍‌ଡାଉନ୍ ରହିବ । କେବଳ ସଉଦା, କ୍ଷୀର ଓ ପରିବା ଦୋକାନ ଖୋଲା ରହିବ । ସକାଳ…

ରାଜ୍ୟର ଏହିସବୁ ଜିଲ୍ଲାରେ ଆଜି ଓ କାଲି ସଟ୍‌ଡ଼ାଉନ୍‌

ଭୁବନେଶ୍ୱର: ରାଜ୍ୟ ସରକାର ପ୍ରତି ଶନିବାର ଓ ରବିବାର ଦିନ ଯେଉଁସବୁ ଜିଲ୍ଲା ଗୁଡ଼ିକରେ ସଟ୍‌ଡ଼ାଉନ୍ ବଳବତ୍ତର ରହିବା ନେଇ ନିଷ୍ପତ୍ତି ଗ୍ରହଣ କରିଥିଲେ ସେହିସବୁ ଜିଲ୍ଲା ଗୁଡ଼ିକରେ ଜିଲ୍ଲା ପ୍ରଶାସନ ପକ୍ଷରୁ ସଟ୍‌ଡ଼ାଉନ୍ କରାଯାଇଛି । ଆଜି ଓ କାଲି ଏହିସବୁ ଜିଲ୍ଲାରେ ବଳବତ୍ତର ରହିବ ସଟ୍‌ଡ଼ାଉନ…

ସାପ୍ତାହିକ ସଟଡ଼ାଉନରେ ସାମିଲ୍ ହେଲା ଆଉ ଏକ ଜିଲ୍ଲା

ରାୟଗଡ଼ା: ବଲାଙ୍ଗୀର ଓ କେନ୍ଦ୍ରାପଡ଼ା ପରେ ରାୟଗଡ଼ା ଜିଲ୍ଲା ପ୍ରଶାସନ ଜୁଲାଇ ମାସରେ ସାପ୍ତାହିକ ସଟଡ଼ାଉନ କରିବା ନେଇ ଗୁରୁବାର ଦିନ ନିଷ୍ପତ୍ତି ଗ୍ରହଣ କରିଛନ୍ତି । କରୋନା ସଂକ୍ରମଣ ରୋକିବା ଲାଗି ସାମାଜିକ ଦୂରତା ଓ ସଂଗରୋଧ ଜରୁରୀ ହୋଇପଡ଼ିଛି ଏବଂ ଏହି କାରଣରୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି…