ନଦୀ ସୁରକ୍ଷା କାନ୍ଥ ସଟର ପ୍ଲେଟ ବାହାର ବେଳେ ଅଘଟଣ, ଶ୍ରମିକଙ୍କ ମୃତ୍ୟୁ
ରାୟଗଡ଼ା: ଠିକା କାମ ବେଳେ ଶ୍ରମିକଙ୍କ ସୁରକ୍ଷାକୁ ଗୁରୁତ୍ୱ ଦିଆଯାଉନି । ଫଳରେ ଶ୍ରମିକଙ୍କ ଜୀବନ ଯାଉଛି । କଲ୍ୟାଣସିଂହପୁର ସଦର କଲ୍ୟାଣୀ ନଦୀର ସୁରକ୍ଷା କାନ୍ଥର ସଟର ପ୍ଲେଟ ବାହାର କରିବା ବେଳେ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ମୃତ ଶ୍ରମିକ କାଶୀପୁର ବ୍ଲକ ସିଙ୍ଗାରୀ ଖଡ଼କା ଗାଁର…