ସମ୍ ଅଲ୍ଟିମେଟ ମେଡିକେୟାରରେ ପ୍ରଥମ ଥର ପାଇଁ ସିଆଲୋ ଏଣ୍ଡୋସ୍କୋପିକ ପ୍ରକ୍ରିୟା ଆରମ୍ଭ
ଭୁବନେଶ୍ବର : ଓଡ଼ିଶାରେ ପ୍ରଥମ ଥର ପାଇଁ ସମ୍ ଅଲ୍ଟିମେଟ ମେଡିକେୟାରରେ ଅତ୍ୟାଧୁନିକ ସିଆଲୋ ଏଣ୍ଡୋସ୍କୋପିକ ପ୍ରକ୍ରିୟାରେ ଆରମ୍ଭ ହୋଇଛି ଚିକିତ୍ସା । ଏହା ଏକ ଅଭିନବ ଓ ଅତ୍ୟାଧୁନିକ ପଦ୍ଧତି । ଯାହା ସାହାଯ୍ୟରେ ମଣିଷର ଲାଳ ଗ୍ରନ୍ଥିରେ ଉପୁଜୁଥିବା ବିଭିନ୍ନ ପ୍ରକାର ସ୍ୱାସ୍ଥ୍ୟଗତ ସମସ୍ୟାର…