Latest Odisha News

BREAKING NEWS

Browsing Tag

siddaramaiah

କର୍ଣ୍ଣାଟକ ରାଜ୍ୟପାଳଙ୍କୁ ଭେଟିଲେ ସିଦ୍ଧରମୈୟା, ମେ ୨୦ରେ ଶପଥ ଗ୍ରହଣ ସମାରୋହ

ବେଙ୍ଗଳୁରୁ: ସିଦ୍ଧରମୈୟା କଂଗ୍ରେସ ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି । ସିଦ୍ଧରମୈୟା ଓ ଡିକେ ଶିବକୁମାର ଗୁରୁବାର ବେଙ୍ଗଳୁରୁ ପହଞ୍ଚିବା ପରେ କଂଗ୍ରେସ ବିଧାୟକ ଦଳ ବୈଠକ ବସିଥିଲା । ଯେଉଁଥିରେ ସିଦ୍ଧରମୈୟାଙ୍କୁ ବିଧାୟକ ଦଳ ନେତା ବଛା ଯାଇଥିଲା । ଏହାପରେ ସିଦ୍ଧରମୈୟା ସରକାର ଗଠନ…

କଂଗ୍ରେସର ଦୁଇ ତିନି ଫର୍ମୁଲା, ସିଦ୍ଦରମୈୟା ହେବେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ !

ଭୁବନେଶ୍ୱର: କର୍ଣ୍ଣାଟକରେ କଂଗ୍ରେସର ମୁଖ୍ୟମନ୍ତ୍ରୀ ଅଙ୍କ ଛିଡୁନି। ଯାହାକୁ ନେଇ କର୍ଣ୍ଣାଟକ ସମେତ ଦେଶବ୍ୟାପୀ ଚର୍ଚ୍ଚା। ବିଭିନ୍ନ ରାଜ୍ୟରେ କଂଗ୍ରେସର ଏଭଳି ସ୍ଥିତି ପାଇଁ ଦଳ ବହୁ ସମସ୍ୟାର ସମ୍ମୁଖୀନ ହେଉଛି। ଯେଉଁ କାରଣ ପାଇଁ ମଧ୍ୟପ୍ରଦେଶରେ ଜିତି ସରକାର ଗଢ଼ିଥିଲେ ମଧ୍ୟ…

ସିଦ୍ଧରମୈୟାଙ୍କ କୋଭିଡ୍ ରିପୋର୍ଟ ନେଗେଟିଭ୍, କାଲି ହେବେ ଡିସଚାର୍ଜ

ବେଙ୍ଗାଳୁରୁ: କରୋନାକୁ ହରାଇଛନ୍ତି କର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା । ସେ ସୁସ୍ଥ ହୋଇଛନ୍ତି । କୋଭିଡ୍ ରିପୋର୍ଟ ନେଗେଟିଭ୍ ଆସିଛି । ଏନେଇ ତାଙ୍କ କାର‌୍ୟ୍ୟାଳୟ ପକ୍ଷରୁ ସୂଚନା ମିଳିଛି । ଆସନ୍ତାକାଲି ହସ୍ପିଟାଲରୁ ଡିସଚାର୍ଜ ହେବେ ସିଦ୍ଧରମୈୟା । ବର୍ତ୍ତମାନ…

କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧରମୟା କରୋନା ପଜିଟିଭ୍‌

ବେଙ୍ଗାଳୁରୁ: କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀଙ୍କ ପରେ କରୋନା ଆକ୍ରାନ୍ତ ଚିହ୍ନଟ ହେଲେ କର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ସିଦ୍ଧରମୟା । । ଏ ନେଇ ସେ ଟ୍ୱିଟ୍ କରିଛନ୍ତି । ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ସେ ସୂଚନା ଦେଇଛନ୍ତି । I have…

ସହଯୋଗୀଙ୍କୁ ଚାପୁଡା ମାରିଲେ କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା, ଭିଡିଓ ଭାଇରାଲ

ବାଙ୍ଗାଲୁରୁ: କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ସିଦ୍ଧରମୈୟା ବୁଧବାର ଦିନ ନିଜର ସହଯୋଗୀଙ୍କୁ ମାଡ ମାରୁଥିବା ବେଳର ଏକ ଭିଡିଓ ଭାଇରାଲ ହେବାପରେ ଚର୍ଚ୍ଚା ଜୋର୍ ଧରିଛି । ଏନେଇ ଏକ ଜାତୀୟ ଗଣମାଧ୍ୟମ ରିପୋର୍ଟରୁ ଜଣାପଡିଛି ।…