Latest Odisha News

BREAKING NEWS

Browsing Tag

sidharth malhotra

ବାହାଘରର ପ୍ରଥମ ଫଟୋ ଶେୟାର କରି କହିଲେ ଆମେ ହୋଇଗଲୁ ପରମାନେଣ୍ଟ ବୁକିଂ

ନୂଆଦିଲ୍ଲୀ : ସବୁ ଅପେକ୍ଷାର ଘଟିଲା ଅନ୍ତ । ବିବାହ ବନ୍ଧନରେ ବାନ୍ଧି ହେଲେ ସିଦ୍ଧାର୍ଥ-କିଆରା । ଶେଷରେ ଏହି ଯୋଡ଼ି ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି । ଦୀର୍ଘ ଦିନ ଧରି ଉଭୟ ପରସ୍ପରକୁ ଡେଟ୍‌ କରୁଥିଲେ। ଉଭୟ ରାଜସ୍ଥାନର ଜୈସଲମେରର ସୂର୍ଯଗଡ଼ ପ୍ୟାଲେସରେ ବିବାହ କରିଛନ୍ତି। ଉଭୟଙ୍କ…

ରାଜକୀୟ ଠାଣିରେ କିଆରା ଓ ସିଦ୍ଧାର୍ଥଙ୍କ ବିବାହ, ମେନୁରେ ରହିଛି ୧୦୦ରୁ ଅଧିକ ବ୍ୟଞ୍ଜନ

ଜୟପୁର : ଆଜି ବିବାହ ବନ୍ଧନରେ ବାନ୍ଧି ହେବେ ବଲିଉଡ ଅଭିନେତ୍ରୀ କିଆରା ଆଡଭାନୀ ଓ ଅଭିନେତା ସିଦ୍ଧାର୍ଥ ମାଲହୋତ୍ରା  । ଉଭୟଙ୍କ ବିବାହକୁ ନେଇ ଚର୍ଚ୍ଚା ଜୋର ଧରିଛି।  ଦୁହିଁଙ୍କ ବିବାହ ମୁହୁର୍ତ୍ତକୁ ତାଙ୍କ ଫ୍ଯାନ୍ସ ମାନେ ଉତ୍ସାହ ସହକାରେ ଅପେକ୍ଷା କରି ରହିଥିଲେ । ଶେଷରେ ଫ୍ୟାନ୍ସଙ୍କ…

କିଆରା-ସିଦ୍ଧାର୍ଥଙ୍କ ବିବାହକୁ ନେଇ ବଡ଼ ଅପଡେଟ୍, ଆଜି ନୁହେଁ କାଲି ପଡ଼ିବ ହାତଗଣ୍ଠି

ମୁମ୍ବାଇ : କିଆରା-ସିଦ୍ଧାର୍ଥଙ୍କ ବିବାହକୁ ନେଇ ଆସିଲା ବଡ଼ ଖବର  । ଆଜି ନୁହେଁ କାଲି ସିଦ୍ଧାର୍ଥ ଓ କିଆରାଙ୍କ ବିବାହ । ବାହାଘର ପାଇଁ ସଜେଇ ହୋଇଛି ରାଜସ୍ଥାନର ଜୈସଲମେର୍‌ ପ୍ରସିଦ୍ଧ ପ୍ୟାଲେସ ସୂର୍ଯ୍ୟଗଡ। ପୂର୍ବରୁ ପ୍ରି ୱେଡିଂ ଉତ୍ସବ ଆରମ୍ଭ ହୋଇଯାଇଛି। ଲୋକପ୍ରିୟ ମେହେନ୍ଦୀ ଆର୍ଟିଷ୍ଟ…

ବିବାହ ବନ୍ଧନରେ ବାନ୍ଧି ହେବେ କିଆରା-ସିଦ୍ଧାର୍ଥ

ମୁମ୍ବାଇ: ବି-ଟାଉନ୍‌ର ଚର୍ଚ୍ଚିତ ଯୋଡ଼ି ସିଦ୍ଧାର୍ଥ ମଲହୋତ୍ରା ଓ କିଆରା ଆଡଭାନୀ । ସାତ ଜନ୍ମର ସାଥି ହେବେ ସିଦ୍ଧାର୍ଥ-କିଆରା । ୬ ଫେବୃୟାରୀରେ ବିବାହ କରିବାକୁ ଯାଉଛନ୍ତି ଏହି କପଲ୍‌ । ଦୁହିଁଙ୍କ ବିବାହକୁ ନେଇ ପ୍ରଶଂସକଙ୍କ ମନରେ ଭରି ରହିଛି ଉତ୍ସାହ  ।  ରାଜସ୍ଥାନର ଜୈସଲମେରର ପାଞ୍ଚ…

ଲିଭ୍ ଇନ୍‌ରେ ରହିବେ ଦୁଇ ପ୍ରେମ ପକ୍ଷୀ କିଆରା-ସିଦ୍ଧାର୍ଥ, ଖୋଜୁଛନ୍ତି ନୂଆ ଠିକଣା

ମୁମ୍ବାଇ: ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି ବି-ଟାଉନର ଚର୍ଚ୍ଚିତ ଯୋଡ଼ି କିଆରା ଏବଂ ସିଦ୍ଧାର୍ଥ । ଏକାଠୀ ରହିବେ ଦୁଇ ପ୍ରେମ ପକ୍ଷୀ । ଖୋଜୁଛନ୍ତି ନୂଆ ଠିକଣା । ଆର ବର୍ଷ ପତିପତ୍ନୀ ସାଜିଲେ ବି ଆଉ ଦୂରେଇ ରହିବାକୁ ପସନ୍ଦ କରୁ ନାହାନ୍ତି ଏହି ପ୍ରେମ ପକ୍ଷୀ । ତେବେ ଏହା…

ବିବାହ ବନ୍ଧନରେ ଆବଦ୍ଧ ହେବେ କିଆରା ଓ ସିଦ୍ଧାର୍ଥ, ଚାଲିଛି ସମସ୍ତ ପ୍ରସ୍ତୁତି

ନୂଆଦିଲ୍ଲୀ : ପୁଣି ଥରେ ବି ଟାଉନର ଚର୍ଚ୍ଚିତ ଯୋଡି ବାହାହେବାକୁ ଯାଉଥିବା ଖବର ମିଳିଛି।  ଖୁବଶୀଘ୍ର କିଆରା ଆଡଭାନୀ ଏବଂ ସିଦ୍ଧାର୍ଥ ମଲହୋତ୍ରା ହାତକୁ ଦି ହାତ ହେବେ ବୋଲି ଜଣାପଡ଼ିଛି  । ସିଦ୍ଧାର୍ଥ ଏବଂ କିଆରା ୨୦୨୩ରେ ବିବାହ କରିବାକୁ ଯାଉଛନ୍ତି। ଫିଲ୍ମ ‘ଶେରଶାହା’ରେ ଦୁହିଁଙ୍କ…

କରନ ଜୋହରଙ୍କ ପାଇଁ ଯୋଦ୍ଧା ସାଜିଲେ ଅଭିନେତା ସିଦ୍ଧାର୍ଥ ମଲହୋତ୍ରା

ମୁମ୍ବାଇ: ସବୁବେଳେ ଫ୍ୟାମିଲି ଡ୍ରାମା ଓ ଲଭ ରୋମାଣ୍ଟିକ୍ ମୁଭି ପ୍ରସ୍ତୁତ କରୁଥିବା କରନ ଜୋହର ଏବେ ଆକ୍ସନ୍ ମୁହାଁ ହୋଇଛନ୍ତି । ଆଗାମୀ ଦିନରେ ଖୁବଶୀଘ୍ର କରନ ଜୋହରଙ୍କ ଧର୍ମା ପ୍ରଡକ୍ସନ ବ୍ୟାନର ତଳେ ରିଲିଜ ହେବାକୁ ଯାଉଛି ଆକ୍ସନ ପ୍ୟାକ୍‌ଡ ମୁଭି ୟୋଦ୍ଧା । କରନଙ୍କ ଫିଲ୍ମରେ ଯୋଦ୍ଧା…