ସିଦ୍ଧୁଙ୍କ କାର୍ଯ୍ୟକ୍ରମକୁ ଯାଉଥିବା ବେଳେ ଦୁର୍ଘଟଣାରେ ୩ କଂଗ୍ରେସ କର୍ମୀଙ୍କ ମୃତ୍ୟୁ
ନୂଆଦିଲ୍ଲୀ: ଶୁକ୍ରବାର ଦିନ ମୋଗା ଜିଲ୍ଲାରେ ଦୁଇଟି ବସ୍ ଧକ୍କା ହେବା ଯୋଗୁ ଭୟଙ୍କର ସଡକ ଦୁର୍ଘଟଣା ହୋଇଛି। ସଡକ ଦୁର୍ଘଟଣାରେ ୩ ଜଣ କଂଗ୍ରେସ କର୍ମୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୋଗା ଜିଲ୍ଲାର ଲୋହରା ଗ୍ରାମ ନିକଟରେ ଏହି ଦୁର୍ଘଟଣା ଘଟିଥିବା ପୋଲିସ କହିଛି।
ସୂଚନା ଅନୁଯାୟୀ…