Latest Odisha News

BREAKING NEWS

Browsing Tag

Similipal forest fire

ଶିମିଳିପାଳ ଜଙ୍ଗଲରେ ନିଆଁ ଲଗାଉଥିବା ଶିକାରୀ ଗିରଫ, ବନ୍ଧୁକ ଜବତ

ବାରିପଦା: ଶିମିଳିପାଳ ପୋଡ଼ାଡିହା ରେଞ୍ଜରେ ନିଆଁ ଲଗାଉଥିବା ବେଳେ ଜଣେ ଶିକାରୀ ଗିରଫ । ତାକୁ ଧରିଛି ବନ ବିଭାଗ ଟିମ୍ । ଗିରଫ ଶିକାରୀଙ୍କ ନାଁ ଅନ୍ତରା ସିଂ । ତାଙକ୍ ନିକଟରୁ ୭ କିଲୋ ଝିଙ୍କ ମାଂସ ସହ ଏକ ଦେଶୀ ବନ୍ଧୁକ ଓ କୁରାଢ଼ୀ ଜବତ ହୋଇଛି । ନିଆଁ ଲଗାଉଥିବା ବେଳେ ତାଙ୍କୁ ଧରିଛି ବନ…

ଜଙ୍ଗଲ ନିଆଁକୁ ନେଇ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା

କଟକ: ଶିମିଳିପାଳ ସମେତ ରାଜ୍ୟର ବିଭିନ୍ନ ଜଙ୍ଗଲ ଜଳୁଛି । ନିଆଁ ଲିଭାଇବା କାମରେ ଲାଗିଛନ୍ତି ବନ ବିଭାଗ, ଅଗ୍ନିଶମ ବାହିନୀ ସହ ଓଡ୍ରାଫ ଟିମ୍ । ଜଙ୍ଗଲରେ ଅଗ୍ନିକାଣ୍ଡ ନେଇ ହାଇକୋର୍ଟରେ ଦାୟର ହୋଇଛି ଜନସ୍ୱାର୍ଥ ମାମଲା । ଭାରତୀୟ ବିକାଶ ପରିଷଦ ପକ୍ଷରୁ ଜନସ୍ୱାର୍ଥ ମାମଲା ଦାଏର ହୋଇଛି ।…

୧୦ ଦିନ ପରେ ବି ଜଳୁଛି ଶିମିଳିପାଳ, ୩୦ଟି ସ୍ଥାନରେ ଲାଗିଛି ନିଆଁ

ବାରିପଦା: ୧୦ ଦିନ ପରେ ବି ଜଳୁଛି ଶିମିଳିପାଳ । ଲିଭୁନି ନିଆଁ । ନିଆଁ ଆୟତ୍ତ କରିବାକୁ ବନ ବିଭାଗ ଉଦ୍ୟମ କରୁଛି । ଗୋଟିଏ ଅଞ୍ଚଳରେ ନିଆଁ ଲିଭିବା ବେଳକୁ ଅନ୍ୟ ଅଞ୍ଚଳରେ ଲାଗି ଯାଉଛି । ଯାହାକୁ ଆୟତ୍ତ କରିବା ଲାଗି ବନ ବିଭାଗ ଓ ଅଗ୍ନିଶମ ବାହିନୀ ନାକଦେମ୍ ହେଲାଣି । ୨ ହଜାର ୭୫୦ ବର୍ଗ…