ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଶିମିଳିପାଳ ଜାତୀୟ ଉଦ୍ୟାନ
ମୟୂରଭଞ୍ଜ : ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର । ଖୋଲିଲା ଶିମିଳିପାଳ ଜାତୀୟ ଉଦ୍ୟାନ । ଆଜି ସକାଳୁ ଖୋଲିଛି ଶିମିଳିପାଳ । ଶିମିଳିପାଳ ଅଭୟାରଣ୍ୟକୁ କେବଳ ପରିଭ୍ରମଣ କରି ଫେରିବାକୁ ଚାହୁଁଥିବା ପର୍ଯ୍ୟଟକମାନେ ଉଭୟ ଲୁଲୁଙ୍ଗ ଏବଂ ଯଶୀପୁର ଫାଟକ ଦେଇ ଅନୁମତି ପାଶ ନେଇ ଯାଇପାରିବେ । ସେହିପରି…