Latest Odisha News

BREAKING NEWS

Browsing Tag

sisir saras mela

ଉଦଯାପିତ ହେଲା ଶିଶିର ସରସ ମେଳା

ଭୁବନେଶ୍ୱର : ପଞ୍ଚାୟତିରାଜ ଏବଂ ପାନୀୟ ଜଳ ବିଭାଗ ଅଧୀନସ୍ତ ଓରମାସ ଦ୍ୱାରା ଆୟୋଜିତ ଶିଶିର ସରସ ମେଳା-୨୦୧୪ ସୋମବାର ଉଦଯାପିତ ହୋଇଯାଇଛି । ଏହି ଅବସରରେ ଓରମାସ ତରଫରୁ ପ୍ରସ୍ତୁତ ମନ୍ଥନ ପୁସ୍ତିକାର ଉନ୍ମୋଚନ ମଧ୍ୟ କରାଯାଇଥିଲା। ଉଦଯାପନୀ କାର୍ଯ୍ୟକ୍ରମରେ ମହିଳା ଓ ଶିଶୁ ବିକାଶ ଏବଂ…

ଜାଣନ୍ତୁ ଶିଶିର ସରସ ମେଳାରେ କ’ଣ ଉପଲବ୍ଧ

ଭୁବନେଶ୍ବର : ରାଜଧାନୀ ଭୁବନେଶ୍ବରର ବରମୁଣ୍ଡା ଖେଳ ପଡ଼ିଆରେ ଆରମ୍ଭ ହୋଇଛି ଶିଶିର ସରସ ମେଳା । ଯାହା ଫଳରେ କନ୍ଧମାଳର ହଳଦି, ନୟାଗଡ଼ର ଡାଲି, ମୟୂରଭଞ୍ଜର ସବାଇଘାସରେ ତିଆରି ବିଭିନ୍ନ ସାମଗ୍ରୀ ବର୍ତ୍ତମାନ ମିଳୁଛି ଗୋଟିଏ ସ୍ଥାନରେ। ଏହି ମେଳାରେ ପଡ଼ିଥିବା ପ୍ରତ୍ୟେକ ଷ୍ଟଲରେ ରହିଛି…