Latest Odisha News

BREAKING NEWS

Browsing Tag

smart school

ଗଞ୍ଜାମରେ ୧୫୦ଟି ସ୍ମାର୍ଟ ହାଇସ୍କୁଲରେ ସୌରଚାଳିତ ଇନଭର୍ଟର ସ୍ଥାପନ ପାଇଁ ଚୁକ୍ତିନାମା

ବ୍ରହ୍ମପୁର: ଗୁଣାତ୍ମକ ଶିକ୍ଷାର ବୃଦ୍ଧି ଓ ଛାତ୍ରଛାତ୍ରୀଙ୍କୁ ଡିଜିଟାଲ ମାଧ୍ୟମରେ ଶିକ୍ଷାର ଅଭିବୃଦ୍ଧି ଲାଗି ରାଜ୍ୟ ସରକାରଙ୍କ ୫-ଟି ସ୍କୁଲ ରୂପାନ୍ତରୀକରଣ କାର୍ଯ୍ୟକ୍ରମ ମାଧ୍ୟମରେ ଗଞ୍ଜାମ ଜିଲାରେ ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟରେ ୩୬୬ଟି ହାଇସ୍କୁଲ ‘ସ୍ମାର୍ଟସ୍କୁଲ’ରେ ପରିଣତ…

୫ଟି ଜିଲ୍ଲାର ୧୪୨ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଆଜିଠାରୁ ଆରମ୍ଭ ହେଲା ସ୍କୁଲ ରୂପାନ୍ତର ପର୍ବ । 5T ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମରେ ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୩୦ଟି ଜିଲ୍ଲାର ୧୦୭୫ଟି ସ୍କୁଲର ରୂପାନ୍ତର କାର୍ଯ୍ୟ ଶେଷ ହୋଇଛି । ସାତ ଦିନ ଧରି ଚାଲିବାକୁ ଥିବା ଏହି ପର୍ବର ପ୍ରଥମ ଦିନରେ ଆଜି ସୁନ୍ଦରଗଡ, କଟକ,…

ଗଞ୍ଜାମ ଜିଲ୍ଲାରେ ଆଉ ୧୦ଟି ରୂପାନ୍ତର ବିଦ୍ୟାଳୟର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଗଞ୍ଜାମ : ପଞ୍ଚମ ତଥା ଶେଷ ପର୍ଯ୍ୟାୟରେ ଗଞ୍ଜାମ ଜିଲ୍ଲାରେ ୧୦ଟି ରୂପାନ୍ତର ବିଦ୍ୟାଳୟର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିଡିଓ କନଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ଏହି ସ୍କୁଲର ଉଦଘାଟନ କରିଛନ୍ତି । ରୁପାନ୍ତର ସ୍କୁଲରେ ଶ୍ରେଣୀ ଗୃହ ସାଙ୍ଗକୁ ଇ-ଲାଇବ୍ରେରୀ ନିର୍ମାଣ…

ଦ୍ବିତୀୟ ପର୍ଯ୍ୟାୟରେ ହିଞ୍ଜିଳିର ଆଉ ୧୦ ସ୍କୁଲକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ହିଞ୍ଜିଳିରେ ଆଜି ଦ୍ବିତୀୟ ପର୍ଯ୍ୟାୟରେ ଲୋକାର୍ପିତ ହୋଇଛି ଆଉ ୧୦ଟି ରୂପାନ୍ତରିତ ସ୍କୁଲ । ଭିଡିଓ କନଫରେନ୍ସ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସ୍କୁଲକୁ ଲୋକାର୍ପିତ କରିଛନ୍ତି । ଗତ ୨୧ ତାରିଖରେ ରାଜ୍ୟ ସରକାରଙ୍କ ଉଚ୍ଚାକାଂକ୍ଷୀ ସ୍କୁଲ ରୂପାନ୍ତରଣ କାର୍ଯ୍ୟ…

ସ୍ମାର୍ଟ ସ୍କୁଲ ଯୋଜନାରେ ସାମିଲ କରିବାକୁ ଦାବି

ପୁରୀ : ପୁରୀ ସଦର ବାସୁଦେବପୁର ଅନ୍ତର୍ଗତ କନକଦୂର୍ଗା ହାଇସ୍କୁଲ । ସ୍କୁଲରେ ପାଠପଢି ଅନେକ ରାଜ୍ୟ,ଜାତୀୟ ତଥା ଅନ୍ତର୍ଜାତୀୟ ସ୍ତରରେ ପ୍ରତିଷ୍ଠିତ ହୋଇପାରିଛନ୍ତି । ସ୍ମାର୍ଟ ସ୍କୁଲର ସମସ୍ତ ମାପିକାଠି ପୂରଣ କରୁଥିବା ଏହି ସ୍କୁଲ କିନ୍ତୁ ସ୍ମାର୍ଟ ସ୍କୁଲ ଯୋଜନାରେ ସ୍ଥାନ ପାଇପାରିନାହିଁ ।…