Latest Odisha News

BREAKING NEWS

Browsing Tag

smartphone

ବଜାରକୁ ଆସୁଛି ଦୁନିଆର ସବୁଠାରୁ ପତଳା ସ୍ମାର୍ଟଫୋନ୍ !

ନୂଆଦିଲ୍ଲୀ: ଓପୋର ଆଗାମୀ ସ୍ମାର୍ଟଫୋନ୍ 'Oppo Find N5' କିଛି ଦିନ ହେବ ଖବରରେ ରହିଛି । ନିକଟରେ କମ୍ପାନୀ ସ୍ସଷ୍ଟ କରିଛି ଯେ,  ଫେବୃଆରୀରେ ଚାଇନାରେ ଏହା ଲଞ୍ଚ କରିବ। ଓପୋ ଦାବି କରିଛି ଯେ, Oppo Find N5 ଦୁନିଆର ସବୁଠାରୁ ପତଳା ଫୋଲଡେବଲ୍ ଫୋନ୍ ହେବ । ମନେକରାଯାଉଛି ଯେ ଫୋନକୁ…

ଗେମିଙ୍ଗ ସ୍ମାର୍ଟଫୋନ୍ କିଣିବାକୁ ପ୍ଲାନ କରୁଛନ୍ତି, ଏହି ଦିଗରେ ଧ୍ୟାନ ଦିଅନ୍ତୁ..

ଭୁବନେଶ୍ବର: ଯଦି ଆପଣ ଗେମିଙ୍ଗ ସ୍ମାର୍ଟଫୋନ୍ କିଣିବାକୁ ଯୋଜନା କରୁଛନ୍ତି ତେବେ ଆପଣଙ୍କୁ କିଛି ବିଶେଷ ଜିନିଷ ପ୍ରତି ଧ୍ୟାନ ଦେବା ଆବଶ୍ୟକ । ଯାହା ଦ୍ବାରା ଆପଣ ଏକ ଫୋନ୍ ବାଛିପାରିବେ ଯାହା ଆପଣଙ୍କର ଗେମିଂ ଅଭିଜ୍ଞତାକୁ ଉନ୍ନତ କରିଥାଏ । ଆସନ୍ତୁ ଏହିସବୁ ବିଷୟରେ ଜାଣିବା.. -ଗେମିଙ୍ଗ…

୧ ଜାନୁଆରୀରୁ ହ୍ବାଟ୍ସଆପ୍ ଏହି ସ୍ମାର୍ଟଫୋନରେ କରିବନି କାମ, ଥରେ ଚେକ୍ କରନ୍ତୁ ତାଲିକା..

ନୂଆଦିଲ୍ଲୀ: ଯଦି ଆପଣ ଏକ ଆଣ୍ଡ୍ରଏଡ୍ ସ୍ମାର୍ଟଫୋନ୍ ବ୍ୟବହାର କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ବିଶେଷ ଅଟେ | ହ୍ବାଟ୍ସଆପ୍ ଏକ ନିଷ୍ପତ୍ତି ନେଇଛି ଯାହା ଆଣ୍ଡ୍ରଏଡ୍ (Android) ଫୋନ୍ ଚଳାଉଥିବା ଉପଭୋକ୍ତାଙ୍କୁ ପ୍ରଭାବିତ କରିବ। ବାସ୍ତବରେ, ଜାନୁଆରୀ ୧, ୨୦୨୫ରୁ କିଛି ଆଣ୍ଡ୍ରଏଡ୍…

ଛୋଟ ପିଲାମାନଙ୍କୁ ସ୍ମାର୍ଟଫୋନ୍‌ ଦେଉଛନ୍ତି କି ?

ବର୍ତ୍ତମାନ ସ୍ମାର୍ଟଫୋନର ବ୍ୟବହାର ଅଧିକ ମାତ୍ରାରେ ହେଉଛି । ଛୋଟ ପିଲାଙ୍କ ଠାରୁ ଆରମ୍ଭ କରି ବୟସ୍କ ବ୍ୟକ୍ତି ପର୍ଯ୍ୟନ୍ତ ସମସ୍ତେ ସ୍ମାର୍ଟଫୋନର ବ୍ୟବହାର କରିଥାଆନ୍ତି । କିନ୍ତୁ ଛୋଟ ପିଲାମାନଙ୍କ ସ୍ମାର୍ଟଫୋନ୍ ବ୍ୟବହାର ତାଙ୍କ ଉପରେ ଖରାପ ପ୍ରଭାବ ପକାଇପାରେ । ତେବେ…

ବିପଦରେ ଲକ୍ଷ ଲକ୍ଷ ଏଣ୍ଡ୍ରୟଡ୍ ମୋବାଇଲ୍ ବ୍ୟବହାରକାରୀଙ୍କ ତଥ୍ୟ

ନୂଆଦିଲ୍ଲୀ: ଭାରତରେ 5G ଆରମ୍ଭ ସହ ସ୍ମାର୍ଟଫୋନ୍ ବ୍ୟବହାର ବଢ଼ୁଛି । ସ୍ମାର୍ଟଫୋନ୍ ବ୍ୟବହାରକାରୀଙ୍କ ସଂଖ୍ୟା ବଢ଼ୁଥିବା ବେଳେ କେନ୍ଦ୍ର ସରକାରଙ୍କ ସଂସ୍ଥା ଚେତାବନୀ ଦେଇଛି । ସାମସଙ୍ଗ ଗାଲାକ୍ସି, ୱାନ୍ ପ୍ଲସ୍, ଅପୋ, ଭିଭୋ, ସାଓମି ଭଳି ସ୍ମାର୍ଟଫୋନ୍ ସାମିଲ୍ ରହିଛି । ଏସବୁ ଫୋନ୍…

ବାଇଆ କଲା ସ୍ମାର୍ଟ ଫୋନ୍‌, ଭାଇରାଲ ହେଲା ଭିଡିଓ

ନୂଆଦିଲ୍ଲୀ: ପିଲାରୁ ବୁଢ଼ା ସମସ୍ତଙ୍କୁ ଘାରିଛି ଇଣ୍ଟରନେଣ୍ଟର ନିଶା  । ସବୁଠି ଦେଖିବାକୁ ମିଳୁଛି ଇଣ୍ଟରନେଟର ଜଲଓ୍ୱା । ତେବେ ସ୍ମାର୍ଟଫୋନ୍ ଯୁଗରେ ମଣିଷଙ୍କ ସହ ପଶୁ ମଧ୍ୟ ସ୍ମାର୍ଟଫୋନ୍‌ ନିଶାରେ ହେଉଛନ୍ତି ବାଇଆ.. ।  ଯାହା ଆମେ ସବୁ କ୍ଷେତ୍ରରେ ନିଜେ ଅନୁଭବ କରିପାରିଛେ। ତେବେ…

ଇଣ୍ଟରନେଟ ମାୟାରେ ବାୟା ହେଲା ମାଙ୍କଡ, ଭିଡିଓ ଭାଇରାଲ

ଭୁବନେଶ୍ୱର: ଦେଶରେ ଇଣ୍ଟରନେଟର ବହୁଳ ପ୍ରସାର ହେଉଛି । ୪ଜି ପରେ ୫ଜି ଆସିଛି । ଗାଁ ଗାଁ ଘରେ ଘରେ ଇଣ୍ଟରନେଟର ପ୍ରସାର ପାଇଁ ସରକାର ଉଦ୍ୟମ କରୁଛନ୍ତି । ଗୋଟିଏ ବାକ୍ୟରେ କହିଲେ ଆଜିର ଯୁଗରେ ଇଣ୍ଟରନେଟ ଆଉ ସ୍ମାର୍ଟ ଫୋନ ବିନା ଜୀବନ ଯେମିତି ଅଧାବାଟରେ ଅଟକି ଯାଉଛି । ତେଣୁ ସମସ୍ତଙ୍କ…

୧୦ ହଜାର ଟଙ୍କାରୁ କମରେ ପାଇବେ ଏହି 5G ଫୋନ୍

ଭୁବନେଶ୍ୱର: ଟେକ୍ନୋଲୋଜି ବଦଳିବା ସହ ଖର୍ଚ୍ଚ ବଢ଼ୁଛି । 4G ପରେ ଏବେ ବଜାରକୁ 5G ଆସି ସାରିଛି । ଦେଶର ଅନେକ ସ୍ଥାନରେ 5G ସେବା ମଧ୍ୟ ଆରମ୍ଭ ହୋଇ ସାରିଛି । ଅନେକ ତାଙ୍କ ପୁରୁଣା ଫୋନରେ 5G ଚାଲିବ କି ନାହିଁ ତାକୁ ନେଇ ଦ୍ୱନ୍ଦ୍ୱରେ ଅଛନ୍ତି । ବଢ଼ୁଥିବା ଦାମ, ବିଗୁଡ଼ୁଥିବା ବଜେଟ୍ ଭିତରେ…

ଶ୍ରୀମନ୍ଦିରରେ ଡ୍ୟୁଟି ବେଳେ ପୋଲିସକୁ ମନା ସ୍ମାର୍ଟଫୋନ୍

ପୁରୀ: ଶ୍ରୀମନ୍ଦିରରେ ଡ୍ୟୁଟି ବେଳେ କୌଣସି ପୋଲିସ କର୍ମଚାରୀ ସ୍ମାର୍ଟଫୋନ୍ ଧରିବେ ନାହିଁ । ଏନେଇ ଆଜି ପୁରୀ ଏସପି କନୱର ବିଶାଲ ସିଂ ସୂଚନା ଦେଇଛନ୍ତି । କୌଣସି ପୋଲିସ ଅଧିକାରୀ ମଧ୍ୟ ଶ୍ରୀମନ୍ଦିରରେ ଡ୍ୟୁଟି ବେଳେ ସ୍ମାର୍ଟଫୋନ୍ ଧରିବେ ନାହିଁ । ହୋମ୍‌ଗାର୍ଡ, OSAP ଯବାନଙ୍କ ସହ…

ଭୁବନେଶ୍ୱରରୁ ୫୩ଟି ଚୋରା ସ୍ମାର୍ଟଫୋନ୍ ଜବତ

ଭୁବନେଶ୍ୱର: ୫୩ଟି ସ୍ମାର୍ଟଫୋନକୁ ନେଇ ମଙ୍ଗଳବାର ଦିନ ଜଣେ ବ୍ୟକ୍ତି କୋଲକାତା ଯାଉଥିବା ବେ‌ଳେ କମିଶନରେଟ୍ ପୋଲିସର କ୍ବିକ୍ ଆକ୍ସନ୍ ଟିମ୍ ଏହାକୁ ଜବତ କରିଥିବା ଜଣାପଡିଛି। ଏନେଇ ପୋଲିସ କମିଶନର ସୁଧାଂଶୁ ଷଡଙ୍ଗୀ ଟୁଇଟ୍ କରି ସୂଚନା ଦେଇଛନ୍ତି। ଉକ୍ତ ସ୍ମାର୍ଟଫୋନ୍ ଗୁଡିକ ଭୁବନେଶ୍ୱରରୁ…