ଡାଇବେଟିସ୍ଠୁ ଦୁରେଇ ରହିବାର ସହଜ ଉପାୟ
ନୂଆଦିଲ୍ଲୀ: ଡାଇବେଟିସ୍ ହେବା ଆଜିକାଲି ଏକ ସାଧାରଣ କଥା ହୋଇଗଲାଣି। ଏହି ରୋଗ ହେବା ଆରମ୍ଭରୁ ଶରୀରରେ ବିଭିନ୍ନ ସମସ୍ୟା ମଧ୍ୟ ଦେଖା ଦେଇଥାଏ । ମୁଖ୍ୟତଃ ରୋଗୀଙ୍କର ଆଖିରେ ଅଧିକ ସମସ୍ୟା ଦେଖା ଦେଇଥାଏ। ଏବଂ ଅଧିକ ମାତ୍ରାରେ ଡାଇବେଟିସ୍ ଥିବା ଲୋକଙ୍କ ଦୃଷ୍ଟିଶକ୍ତି ଶୀଘ୍ର ଦୁର୍ବଳ…