Latest Odisha News
Browsing Tag

snake

ଜଙ୍ଗଲ ମନ୍ତ୍ରୀଙ୍କ କ୍ୱାର୍ଟରରେ ସାପ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ୟୁନିଟ୍ ୬ରେ ଜଙ୍ଗଲ ମନ୍ତ୍ରୀଙ୍କୁ ଆବଣ୍ଟିତ ନୂଆ ସରକାରୀ ବାସଭବନ ଏସିଆ ୨ ରେ ବର୍ତ୍ତମାନ ରିନୋଭେସନ୍ କାମ ଚାଲୁ ଅଛି। ସୂଚନା ଅନୁଯାୟୀ, ଆଜି ସକାଳେକର୍ମଚାରୀ ମାନେ କବାଟ ଖୋଲିବା ବେଳକୁ ଏକ ବଡ ସାପ କବାଟ ପାଖରେ ଦେଖି ଭୟଭୀତ ହୋଇ ଯାଇଥିଲେ। ପରେ ଏନେଇ…

ଯାଜପୁରରେ ୨୨ ଛୁଆ ଜନ୍ମ କଲା ଲାଉଡଙ୍କିଆ ସାପ.. 

ଯାଜପୁର: ଯାଜପୁର ରୋଡ୍ ଡାକବଙ୍ଗଳା ଛକରେ ଥିବା ରେଲୱେ କଲୋନୀରେ ଏକ ସଜନା ଗଛରେ ଲାଉଡଙ୍କିଆ ସାପ ଦେଖିବାକୁ ମିଳିଥିଲା। ସ୍ଥାନୀୟ ଲୋକେ ସାପକୁ ଦେଖି ଉଦ୍ଧାର କରିବା ପାଇଁ ସ୍ନେକ୍ ହେଲ୍ପ ଲାଇନ ସଦସ୍ୟ ମଣିଭଦ୍ର ମଲ୍ଲିକଙ୍କୁ ଡାକିଥିଲେ। ମଣିଭଦ୍ର ଘଟଣା ସ୍ଥଳରେ ପହଞ୍ଚି ସାପଟିକୁ ଗଛରୁ…

ବିହାରରେ ଅଜବ ଘଟଣା, ଯୁବକଙ୍କ କାମୁଡାରେ ସାପ ମୃତ

ପାଟଣା: ବିହାରରେ ଘଟିଛି ଅଜବ ଘଟଣା। ଯୁବକଙ୍କ କାମୁଡାରେ ସାପର ମୃତ୍ୟୁ ଘଟିଛି। ବିହାରରୁ ଏପରି ଘଟଣା ସାମ୍ନାକୁ ଆସିଛି। ଜଣେ ୩୫ ବର୍ଷୀୟ ବ୍ୟକ୍ତି ଘଟାଇଛନ୍ତି ଅଜବ କାଣ୍ଡ। ରେଳ ବିଭାଗରେ କାମ କରୁଥିବା କର୍ମଚାରୀଙ୍କ ନାଁ ସନ୍ତୋଷ ଲୋହର। ବିହାରର ନାଭଡାରେ ରହୁଥିବା ସନ୍ତୋଷ ଲୋହାର…

୪୫ ଦିନରେ ୫ଥର କାମୁଡିଲାଣି ସାପ, ତଥାପି ଜୀବିତ ବ୍ୟକ୍ତି…

ଫତେହପୁର: ୪୫ ଦିନରେ ୫ଥର କାମୁଡିଲାଣି ସାପ। ଏଭଳି ଜଣ‌େ ବ୍ୟକ୍ତି ହେଉଛନ୍ତି ଉତ୍ତରପ୍ରଦେଶର ଫତେହପୁରରେ ରହୁଥିବା ବିକାଶ ଦୁବେ। ତାଙ୍କ ସହ କ’ଣ ପାଇଁ ଏଭଳି ଘଟୁଛି, ଡାକ୍ତରମାନେ ମଧ୍ୟ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ସ୍ଥିତି ଏଭଳି ହ‌ୋଇଥିଲା ଯେ, ସାପ କାମୁଡାରୁ ରକ୍ଷା ପାଇବା ପାଇଁ…

କଂଗ୍ରେସର ସାପ ମନ୍ତବ୍ୟକୁ ପିଏମ୍ ମୋଦିଙ୍କ କାଉଣ୍ଟର, କହିଲେ ‘ଶିବଙ୍କ ଗଳାରେ ଶୋଭାପାଏ ସାପ’  

ବେଙ୍ଗଳୁରୁ: ପ୍ରଧାନମନ୍ତ୍ରୀ ମୋଦିଙ୍କୁ କଂଗ୍ରେସ ସାପ ସମ୍ବୋଧନ କରିବା ପରେ କର୍ଣ୍ଣାଟକରେ ମୋଦି କାଉଣ୍ଟର କରିଛନ୍ତି । କୋଲାରରେ ଏକ ଜନସଭାକୁ ସମ୍ବୋଧନ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ ଉପରେ ବର୍ଷିଛନ୍ତି । ଖଡ଼ଗେଙ୍କ ବିଷାକ୍ତ ସାପ ବୟାନକୁ କାଉଣ୍ଟର କରିବା ନାଁ ନନେଇ…

ଏଟିଏମ୍ ଭିତରେ ପଶିଲା ନାଗ, ଦେଢ ଘଣ୍ଟା ଟଙ୍କା ଉଠାଣ ବନ୍ଦ

ଭୁବନେଶ୍ୱର: ଏଟିଏମରେ ପଶିଲା ନାଗ । ଦେଢ ଘଣ୍ଟା ଧରି ଲୋକେ ଟଙ୍କା ଉଠାଇନପାରି ହଇରାଣ ହୋଇଥିଲେ । ଗତକାଲି ସନ୍ଧ୍ୟା ୭ ଟାରେ ଭୁବନେଶ୍ଵର ଫର୍ଚ୍ୟୁନ୍ ଟାୱାର ନିକଟରେ ଥିବା ଷ୍ଟେଟ ବ୍ୟାଙ୍କ୍ ଅଫ ଇଣ୍ଡିଆ ଏଟିଏମ୍ ଭିତରେ ରାଜେଶ୍ ହାଁସଦା ନାମକ ବ୍ୟକ୍ତି ଟଙ୍କା ଉଠାଇବା ବେଳେ ସାପଟିକୁ…

ମାଛ ଧରିବା ପାଇଁ ବନିଶି ପକାଇଥିଲେ, ପଡ଼ିଲା ବିରଳ ଧଣ୍ଡ ସାପ

ଜଗତସିଂହପୁର : ବିରଳ ଲିୟୁସିଷ୍ଟିକ୍‌ ଧଣ୍ଡ ସାପ ଉଦ୍ଧାର । ଏହି ବିରଳ ସାପଟି ବନିଶିରେ ପଡ଼ିଥିଲା  । ଜଗତସିଂହପୁର ଜିଲ୍ଲା ବିରିଡ଼ି ଅନ୍ତର୍ଗତ କୁଳକଇଜଙ୍ଗା ଗ୍ରାମରୁ ଉଦ୍ଧାର ହୋଇଛି ଏହି ବିରଳ ସାପ  । ଖୋକନ ସେଠୀ ବନିଶିରେ ଥୋପ ଗୁନ୍ଥି ରାତିରେ ପୋଖରୀ ହୁଡ଼ାରେ ପୋତି ଦେଇ ଆସିଥିଲେ ।…

ଆମେରିକୀୟ ବିମାନରେ ସାପ ଦେଖି ଭୟଭୀତ ହେଲେ ଯାତ୍ରୀ

ନୂଆଦିଲ୍ଲୀ: ‘ୟୁନାଇଟେଡ୍‌ ଏୟାର୍‌ଲାଇନ୍‌ସ୍‌’ ୨୦୩୮ ବିମାନରେ ସାପ ଦେଖି ଚିତ୍କାର କଲେ ଯାତ୍ରୀ। ଫ୍ଲୋରିଡାର ଟାମ୍ପାରୁ ନିଉଜର୍ସି ଅଭିମୁଖେ ଯାଉଥିଲା ‘ୟୁନାଇଟେଡ୍‌ ଏୟାର୍‌ଲାଇନ୍‌ସ୍‌’। ଏନେଇ ରିପୋର୍ଟ ପ୍ରଦାନ କରିଛି ‘ରଏଟର୍ସ’। ତେବେ ଯାତ୍ରୀମାନଙ୍କ ଠାରୁ ଅବଗତ ହେବା ପରେ ବିମାନ…

ମାଛ ଜାଲରେ ଫସିଲା ରଣା ସାପ

ପୁରୀ : ମାଛ ଜାଲରେ ଫସିଲା ରଣା । ପିପିଲ ମଙ୍ଗଳପୁର ଅଞ୍ଚଳରେ ଧାନ ବିଲରୁ ମାଛ ଧରିବା ପାଇଁ ଜାଲ ବସାଯାଇଥିଲା। ଏହି ଜାଲରେ ୫ ଫୁଟ ଲମ୍ବର ରଣା ସାପ ପଡ଼ିଯାଇଥିବା ଦେଖିବାକୁ ମଳିଥିଲା। ସକାଳୁ ଆଲୋକ ଜେନା ନାମକ ଜଣେ ବ୍ୟକ୍ତି ରଣା ସାପଟିକୁ ବିଲରେ ଛଟପଟ ହେଉଥିବା ଦେଖିଥିଲେ।ପରେ ସ୍ନେକ ହେଲପ…

ଜୋତା ଭିତରେ ଲୁଚିଥିଲା ନାଗ

ଭୁବନେଶ୍ୱର : ଜୋତା ଭତରେ ଲୁଚିଥିଲା ନାଗ ସାପ । ଚନ୍ଦ୍ରଶେଖରପୁର ହାଉସିଂବୋର୍ଡ କଲୋନୀରେ ଜୋତା ଭିତରୁ ୨ ଫୁଟ ଲମ୍ବର ନାଗ ସାପକୁ ଉଦ୍ଧାର କରାଯାଇଛି । ରବୀନ୍ଦ୍ର ସ୍ୱାଇଁ ନାମକ ଜଣେ ବ୍ୟକ୍ତିଙ୍କ ଜୋତା ଷ୍ଟାଣ୍ଡ ତଳେ ଏକ ସାପ ପଶିଥିଲା । ପରେ ସାପଟି ଯାଇ ଯୋତା ଭିତରେ ରହିଯାଇଥିଲା ।…