ମାଛ ଧରିବା ପାଇଁ ବନିଶି ପକାଇଥିଲେ, ପଡ଼ିଲା ବିରଳ ଧଣ୍ଡ ସାପ
ଜଗତସିଂହପୁର : ବିରଳ ଲିୟୁସିଷ୍ଟିକ୍ ଧଣ୍ଡ ସାପ ଉଦ୍ଧାର । ଏହି ବିରଳ ସାପଟି ବନିଶିରେ ପଡ଼ିଥିଲା । ଜଗତସିଂହପୁର ଜିଲ୍ଲା ବିରିଡ଼ି ଅନ୍ତର୍ଗତ କୁଳକଇଜଙ୍ଗା ଗ୍ରାମରୁ ଉଦ୍ଧାର ହୋଇଛି ଏହି ବିରଳ ସାପ । ଖୋକନ ସେଠୀ ବନିଶିରେ ଥୋପ ଗୁନ୍ଥି ରାତିରେ ପୋଖରୀ ହୁଡ଼ାରେ ପୋତି ଦେଇ ଆସିଥିଲେ ।…