Latest Odisha News
Browsing Tag

Snake in Papaya Tree

ଅମୃତଭଣ୍ଡା ଗଛରେ ଫଣା ଟେକିଥିଲା ନାଗ ସାପ

ଭୁବନେଶ୍ୱର: ଅମୃତଭଣ୍ଡା ଗଛରେ ଫଣା ଟେକିଛି ନାଗ ସାପ । ଗୋଡ଼େଇ ହୋଇ ଗଛରେ ରହିଥିଲା । ଏଦୃଶ୍ୟ ହେଉଛି ଭୁବନେଶ୍ୱର ଭୀମପୁର ଅଞ୍ଚଳ । ସକାଳୁ ସକାଳୁ ଅମୃତଭଣ୍ଡା ଗଛରେ ସାପ ଥିଲା ଲୋକ ଦେଖିଥିଲେ । ଫୁଲ ତୋଳିବାକୁ ଯାଇଥିବା ବେଳେ କିଛି ଲୋକ ଅମୃତଭଣ୍ଡା ଗଛରେ ସାପ ଚଢ଼ିଥିବା ଦେଖିଥିଲେ । ଏହି…