Latest Odisha News

BREAKING NEWS

Browsing Tag

snana Jatra

ସ୍ନାନମଣ୍ଡପରେ ବିଜେ ହେଲେ ମହାପ୍ରଭୁ

ପୁରୀ : ରତ୍ନ ବେଦି ଛାଡି ସ୍ନାନ ବେଦୀରେ ମହାପ୍ରଭୁ । ଭକ୍ତମାନଙ୍କୁ ଦର୍ଶନ ଦେବା ପାଇଁ ଅତି ସୁନ୍ଦର ଭାବେ ଲୀଳା କରି ସ୍ନାନବେଦିକୁ ଆସିଛନ୍ତି ଚତୁର୍ଧାମୂରତି । ଦୁଇ ବର୍ଷ ପରେ ମହାପ୍ରଭୁଙ୍କ ସ୍ନାନ ଯାତ୍ରାରେ ଭକ୍ତମାନେ ସାମିଲ ହୋଇଛନ୍ତି । ମହାପ୍ରଭୁ ଆଜି 108 ଗରା ଜଳରେ ସ୍ନାନ କରିବେ…

ଭକ୍ତଙ୍କ ପାଇଁ ଖୁସିଖବର: ଏଥର ମହାପ୍ରଭୁଙ୍କ ସ୍ନାନଯାତ୍ରାରେ ସାମିଲ ହେବେ ଭକ୍ତ, ଜୟ ଜଗନ୍ନାଥ

ପୁରୀ :  ଭକ୍ତଙ୍କ ଗହଣରେ ହେବ ମହାପ୍ରଭୁଙ୍କ ସ୍ନାନଯାତ୍ରା । ସ୍ନାନବେଦୀରେ ସାଆନ୍ତେଙ୍କୁ ଦର୍ଶନ କରିବେ ଭକ୍ତ, କିନ୍ତୁ ସ୍ପର୍ଶ କରିପାରିବେ ନାହିଁ ।  ଚଳିତ ବର୍ଷ ଭକ୍ତଙ୍କ ଗହଣରେ ହେବ ସ୍ନାନ ଯାତ୍ରା । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ ଦଇତାପତି ନିଯୋଗ ବୈଠକ ପରେ ଏହି ସୂଚନା ଦିଆଯାଇଛି।…

ବିନା ଭକ୍ତରେ ସ୍ନାନ ଯାତ୍ରା

ପୁରୀ : ବିନା ଭକ୍ତରେ ସ୍ନାନ ଯାତ୍ରା । ଚଳିତମାସ ୨୪ ତାରିଖରେ ଅନୁଷ୍ଠିତ ହେବ ଶ୍ରୀଜୀଉଙ୍କ ସ୍ନାନଯାତ୍ରା । କରୋନା କଟକଣା ଭିତରେ ଗତବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବିନା ଭକ୍ତରେ ଅନୁଷ୍ଠିତ ହେବ ଦାରୁ ବ୍ରହ୍ମଙ୍କ ସ୍ନାନଯାତ୍ରା । ପୁରୀ ଜିଲ୍ଲାପାଳ ତଥା ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ…

ସ୍ନାନଯାତ୍ରାରେ ସେବାୟତ ମାସ୍କ ନପିନ୍ଧିବା ନେଇ ହାଇକୋର୍ଟରେ ମାମଲା

କଟକ: ସ୍ନାନଯାତ୍ରାରେ ସେବାୟତ ମାସ୍କ ନପିନ୍ଧିବା ନେଇ ହାଇକୋର୍ଟରେ ମାମଲା ହୋଇଛି । ଆଇନଜୀବୀ ଦିଲ୍ଲୀପ ରାୟ ଏନେଇ ଏକ ହାଇକୋର୍ଟରେ ଏକ ମାମଲା ରୁଜୁ କରିଛନ୍ତି । ମୁଖ୍ୟଶାସନ ସଚିବ, ମନ୍ଦିର ପ୍ରଶାସନଙ୍କ ସମେତ ୪ ଜଣଙ୍କୁ ମାମଲାରେ ପକ୍ଷଭୁକ୍ତ କରାଯାଇଛି । ସ୍ନାନଯାତ୍ରା ବେଳ କୌଣସି…

ଶ୍ରୀଜିଉଙ୍କ ସ୍ନାନ ଯାତ୍ରା ଆରମ୍ଭ, ଭୋର ୪ଟାରେ ସରିବ ପହଣ୍ଡି

ପୁରୀ: ଆରମ୍ଭ ହେଲା ଶ୍ରୀଜିଉଙ୍କ ସ୍ନାନ ଯାତ୍ରା । ସେବାୟତମାନେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ରତ୍ନ ସିଂହାସନରୁ ଧାଡି ପହଣ୍ଡିରେ ସ୍ନାନ ମଣ୍ଡପକୁ ଆଣୁଛନ୍ତି । ଭୋର ୪ଟା ସୁଦ୍ଧା ପହଣ୍ଡି ଶେଷ ହେବ । ଭୋର ସାଢେ ୪ଟାରେ ମଙ୍ଗଳ ଆରତି, ୪ଟା ୪୦ରେ ମଇଲମ ଓ ୫ଟାରେ ତଡପ ଲାଗି ହେବ । ସକାଳ ୬ଟାରେ…

ଦୂରଦର୍ଶନରେ ସିଧାପ୍ରସାରଣ ହେବ ଶ୍ରୀଜିଉଙ୍କ ସ୍ନାନଯାତ୍ରା

ଭୁବନେଶ୍ୱର: ଆଉ ଦିନକ ପରେ ବଡଠାକୁରଙ୍କ ସ୍ନାନଯାତ୍ରା । ତେବେ ଏଥର କିନ୍ତୁ ଭକ୍ତମାନେ ଶ୍ରୀମନ୍ଦିର ସାମ୍ନାରେ ଝିଡା ହୋଇ ଶ୍ରୀଜିଉଙ୍କ ସ୍ନାନଯାତ୍ରା ଦେଖିପରିବେନି । ଦୂରଦର୍ଶନରେ ମହାପ୍ରଭୁଙ୍କ ସ୍ନାନଯାତ୍ରାର ହେବ ସିଧାପ୍ରସାରଣ । ଘରେ ବସି ଭକ୍ତ ଦେଖିବେ ଶ୍ରୀଜିଉଙ୍କ ସ୍ନାନଯାତ୍ରା ।…