Latest Odisha News
Browsing Tag

Snana Purnima

ଦେବସ୍ନାନ ପୂର୍ଣ୍ଣିମାରେ ମହାପ୍ରଭୁଙ୍କ ଗଜାନନ ବେଶ ଏବଂ ଏହାର କିମ୍ଵଦନ୍ତୀ

- ଦେବଦତ୍ତ ରଥ ଶ୍ରୀମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରା ମଧ୍ୟରୁ ସ୍ନାନ ଯାତ୍ରା ଅନ୍ୟତମ । ଏହାକୁ ଦେବସ୍ନାନ ପୂର୍ଣ୍ଣିମା କୁହାଯାଏ। ପ୍ରତି ବର୍ଷ ଜ୍ୟୈଷ୍ଠ ମାସ ପୂର୍ଣ୍ଣିମା ତିଥିରେ ଏହା ପାଳିତ ହୋଇଥାଏ । ଏହି ଅବସରରେ ଚତୁର୍ଦ୍ଧାମୂର୍ତ୍ତି ପହଣ୍ଡି ବିଜେରେ ଆନନ୍ଦବଜାର ସ୍ଥିତ…

ସ୍ନାନବେଦୀରେ ଶ୍ରୀଜିଉ, ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବେ

ପୁରୀ: ଆଜି ଜ୍ୟେଷ୍ଠ ମାସର ପବିତ୍ର ପୂର୍ଣ୍ଣମୀ ତିଥି ।  ସ୍ନାନ ମଣ୍ଡପରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମହାବାହୁ । ଆଜି  ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବେ ଶ୍ରୀଜିଉ । ଏଥିପାଇଁ ବିଳମ୍ବିତ ରାତିରୁ ଆରମ୍ଭ ହୋଇଛି ସ୍ବତନ୍ତ୍ର ନୀତିକାନ୍ତି  । ରାତି ୩ଟା ୩୦ରୁ ମଙ୍ଗଳାର୍ପଣ ହୋଇ ୪ଟାରୁ…

ଦେବଙ୍କ ଗହଣେ ଦେବସ୍ନାନ

ପବିତ୍ର ଜ୍ୟେଷ୍ଠ ପୂର୍ଣ୍ଣିମା । ଶାସ୍ତ୍ରଜ୍ଞଙ୍କ ମତରେ ଏହି ପବିତ୍ର ତିଥି ଉଦୟା ପୂର୍ଣ୍ଣିମା ବା ଉଦୟବ୍ୟାପିନୀ ପୂର୍ଣ୍ଣିମା ଭାବେ ବି ପରିଚିତ । ତେବେ ଲୋକାଚାରରେ ଏବଂ ଧର୍ମାଚାରରେ ଏହି ପାବନ ଦିନଟି ଦେବସ୍ନାନ ପୂର୍ଣ୍ଣିମା ରୂପେ ଅତି ପ୍ରଚଳିତ । ଏହି ତିଥିଟି ଦେବତାମାନଙ୍କ ସ୍ନାନ…

ସ୍ନାନ ପୂର୍ଣ୍ଣିମା ଅବସରରେ ଲାଗୁ ହେବ ୧୪୪ ଧାରା

ପୁରୀ: ସ୍ନାନ ପୂର୍ଣ୍ଣିମା ଅବସରରେ ସହରର ବିଭିନ୍ନ ସ୍ଥାନରେ ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି। କରୋନା ମହାମାରୀକୁ ଦୃଷ୍ଟିରେ ରଖି ଜନ ସମାଗମକୁ ବାରଣ କରିବା ଉଦ୍ଦେଶ୍ୟରେ ପ୍ରଶାସନ ପକ୍ଷରୁ ଏହି କଟକଣା ଜାରି କରାଯାଇଛି । ଏହି କଟକଣା ଆସନ୍ତା ୨୩ ତାରିଖ ରାତ୍ର ୧୦ ଘଟିକାରୁ…

ଦେବସ୍ନାନ ପୂର୍ଣ୍ଣିମା: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜନ୍ମ ମହୋତ୍ସବ

(ଶ୍ରୀଜଗନ୍ନାଥଙ୍କ ଆଧ୍ୟାତ୍ମିକ ଅନୁଭୂତିକୁ ନେଇ କୁମାର ଭୀମସେନଙ୍କ ନିୟମିତ ସ୍ତମ୍ଭ: ଶ୍ରୀଜଗନ୍ନାଥ କଥାମୃତ) ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ବା ସ୍ନାନଯାତ୍ରା ସମୟରେ ଶ୍ରୀମନ୍ଦିରରେ ଦାରୁବ୍ରହ୍ମ ରୂପୀ ବଡ଼ଠାକୁର ଶ୍ରୀ ବଳଭଦ୍ର, ଜଗତର ନାଥ ଶ୍ରୀ ଜଗନ୍ନାଥ ଓ ଦେବୀ ସୁଭଦ୍ରାଙ୍କ ମହାସ୍ନାନ…