Latest Odisha News

BREAKING NEWS

Browsing Tag

SOA

ସେମିକଣ୍ଡକ୍ଟର୍ସ କ୍ଷେତ୍ରରେ ସହଯୋଗିତା ନେଇ ସୋଆ ଏବଂ ଭିଏସ୍‌ଆଇ ମଧ୍ୟରେ ବୁଝାମଣା

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍‌ଡ ଟୁ ବି ବିଶ୍ୱବିଦ୍ୟାଳୟ ଏବଂ ବେଙ୍ଗାଲୁରୁ ସ୍ଥିତ ଭେରି ଲାର୍ଜ ସ୍କେଲ୍ ଇନ୍‌ଟିଗ୍ରେସନ୍ ସୋସାଇଟି ଅଫ୍ ଇଣ୍ଡିଆ (ଭିଏସ୍‌ଆଇ) ମଧ୍ୟରେ ଶନିବାର ସେମିକଣ୍ଡକ୍ଟର୍ସ ଏବଂ ଭିଏଲ୍‌ଏସ୍‌ଆଇ ଡିଜାଇନ୍ କ୍ଷେତ୍ରରେ ଗବେଷଣା, ଷ୍ଟାର୍ଟଅପ୍‌ସ, ପ୍ରତିଭା…

ସମାଜର ଦୁର୍ବଳତାଗୁଡ଼ିକର ନିରାକରଣ ପାଇଁ ସାହିତ୍ୟ ଗୁରୁତ୍ୱପୂର୍ଣ୍ଣ : ୫ ଟି ଅଧ୍ୟକ୍ଷ

ଭୁବନେଶ୍ୱର : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଏବଂ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ଆୟୋଜିତ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିକୁ ନେଇ ଦୁଇ ଦିନିଆ ବିମର୍ଶ କାର୍ଯ୍ୟକ୍ରମର ଉଦ୍ଯାପନୀ ଉତ୍ସବରେ ୫ ଟି ଅଧ୍ୟକ୍ଷ ଭି. କେ ପାଣ୍ଡିଆନ ଅତିଥି ଭାବରେ ଯୋଗ ଦେଇଥିଲେ । ଏହି ଅବସରରେ ଶ୍ରୀ ପାଣ୍ଡିଆନ୍…

ଅଗଷ୍ଟ ୧୦ରୁ ସୋଆରେ ଆଇଇଇଇର ତୃତୀୟ ଆନ୍ତର୍ଜାତିକ ସମ୍ମିଳନୀ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଇଲେକ୍ଟ୍ରିକାଲ୍ ଆଣ୍ଡ ଇଲେକ୍ଟ୍ରୋନିକ୍ସ ଇଞ୍ଜିନିୟର୍ସ (ଆଇଇଇଇ) ପକ୍ଷରୁ ଗୁରୁବାର ଠାରୁ “ସଷ୍ଟେନେବଲ ଏନର୍ଜି ଆଣ୍ଡ ଫ୍ୟୁଚର ଇଲେକ୍ଟ୍ରିକ୍ ଟ୍ରାନ୍ସପୋର୍ଟେସନ୍ (ସେଫେଟ-୨୦୨୩)” ଶୀର୍ଷକ ୪ ଦିନିଆ ତୃତୀୟ ଆନ୍ତର୍ଜାତିକ…

ଗବେଷଣା ପ୍ରସ୍ତୁତିକୁ ନେଇ ଏନ୍‌ଆର୍‌ଡିସି ଟିମ୍‌ର ସୋଆ ପରିଦର୍ଶନ

ଭୁବନେଶ୍ୱର: ନିକଟରେ ତିନୋଟି ଗୁରୁତ୍ୱପୂର୍ଣ୍ଣ ଫାର୍ମାସ୍ୟୁଟିକାଲ୍ ପ୍ରସ୍ତୁତିକୁ ନେଇ ନୂଆଦିଲ୍ଲୀ ସ୍ଥିତ ନ୍ୟାସନାଲ ରିସର୍ଚ୍ଚ ଡେଭଲପ୍‌ମେଂଟ କର୍ପୋରେସନ୍ (ଏନ୍‌ଆର୍‌ଡିସି) ସହ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଏକ ଟେକ୍ନୋଲୋଜି ଲାଇସେନ୍ସିଂ ଏଗ୍ରିମେଂଟ ସ୍ୱାକ୍ଷରିତ ହୋଇଥିଲା । ଏହି…

ସୋଆ ପ୍ରତିଷ୍ଠାତା ସଭାପତିଙ୍କ ସହ ଆରଏସ୍‌ଏସ୍ ଅଖିଳ ଭାରତୀୟ ସମ୍ପର୍କ ପ୍ରମୁଖଙ୍କ ସୌଜନ୍ୟମୂଳକ ସାକ୍ଷାତ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକଙ୍କୁ ସୋମବାର ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ (ଆରଏସଏସ)ର ଅଖିଳ ଭାରତୀୟ ସମ୍ପର୍କ ପ୍ରମୁଖ ଶ୍ରୀଯୁକ୍ତ ରାମଲାଲ । ତାଙ୍କ ସହିତ ଆରଏସଏସର ପୂର୍ବ ଭାରତ…

ସୋଆ କୃଷି ମହାବିଦ୍ୟାଳୟରେ ମୋଲିକ୍ୟୁଲାର ବାୟୋଲୋଜି ଓ ବାୟୋଟେକ୍ନୋଲୋଜି ଲ୍ୟାବ ଉଦ୍‌ଘାଟିତ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍ (ଆଇଏଏସ୍‌)ରେ ଏକ ମୋଲିକ୍ୟୁଲାର ବାୟୋଲୋଜି ଓ ବାୟୋଟେକ୍ନୋଲୋଜି ଲ୍ୟାବ ଗତ ମଙ୍ଗଳବାର ଉଦ୍‌ଘାଟିତ ହୋଇଯାଇଛି । ସୋଆ କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଏହି ଉଦ୍‌ଘାଟନୀ…

ସୋଆରେ ବିଦେଶୀ ଛାତ୍ରଛାତ୍ରୀଙ୍କ ନିମନ୍ତେ ଗ୍ରାଜୁଏସନ୍ କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ(ସୋଆ) ଡିମ୍‌ଡ ଟୁ ବି ବିଶ୍ୱବିଦ୍ୟାଳୟରେ ବିଭିନ୍ନ ପାଠ୍ୟକ୍ରମରେ ଅଧ୍ୟୟନ କରି ଶିକ୍ଷା ସମାପ୍ତ କରିଥିବା ୧୭ ଜଣ ବିଦେଶୀ ଛାତ୍ରଛାତ୍ରୀଙ୍କୁ ଗୁରୁବାର ଏକ ବିଶେଷ କାର୍ଯ୍ୟକ୍ରମରେ ସ୍ନାତକ ଉପାଧି ପ୍ରଦାନ କରାଯାଇଛି । ସିରିଆ, ଇଥିଓପିଆ, ଭୁଟାନ ଓ…

ସୋଆ ପକ୍ଷରୁ ମେକାନିକାଲ୍ ଇଞ୍ଜିନିୟରିଂର ନୂତନ କ୍ଷେତ୍ର ସମ୍ପର୍କିତ ଆଲୋଚନା ନିମନ୍ତେ ଆନ୍ତର୍ଜାତୀୟ ସମ୍ମିଳନୀ

ଭୁବନେଶ୍ୱର: ମେକାନିକାଲ୍ ଇଞ୍ଜିନିୟରିଂ କ୍ଷେତ୍ରର ନୂତନ ଦିଗ ଯେପରିକି ଆଡଭାନ୍ସଡ ମାଟେରିଆଲ୍ ସାଇନ୍ସ ଇଞ୍ଜିନିୟରିଂ, ଆଡଭାନ୍ସମେଂଟ ଇନ୍ ସ୍ମାର୍ଟ ମାନୁଫ୍ୟାକ୍‌ଚରିଂ ଏବଂ ଆପ୍ଲିକେସନ୍ ଇନ୍ ଇଣ୍ଡଷ୍ଟ୍ରିଆଲ୍ ରୋବୋଟିକ୍ସ ସମ୍ପର୍କରେ ଆଲୋଚନା ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଠାରେ…

ସୋଆକୁ ଶ୍ରେଷ୍ଠ ଘରୋଇ ବହୁବିଧ ବିଶ୍ୱବିଦ୍ୟାଳୟ ସମ୍ମାନ

ଭୁବନେଶ୍ୱର: ଉଚ୍ଚଶିକ୍ଷା କ୍ଷେତ୍ରରେ ପ୍ରଭାବୀ ନେତୃତ୍ୱ ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକଙ୍କୁ ସମ୍ମାନିତ କରାଯାଇଛି । ଲିଙ୍କ୍‌ଡ ଇନ୍ ପକ୍ଷରୁ ଆୟୋଜିତ ତଥା ଅବ୍‌ଜରଭ୍ ନାଓ ମେଡିଆ ନେଟୱର୍କ ଓ ତେଲେଙ୍ଗାନା ସରକାରଙ୍କ…

ଦକ୍ଷତା ଏବଂ ଜ୍ଞାନ ବୃଦ୍ଧି ନିମନ୍ତେ ସୋଆରେ ଆରମ୍ଭ ହେବ ମାଇକ୍ରୋ କ୍ରେଡେନ୍ସିଆଲ୍ ପାଠ୍ୟକ୍ରମ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ୧୭ ବର୍ଷରେ ପାଦ ଥାପିଥିବା ବେଳେ ଦେଶର ଶ୍ରେଷ୍ଠ ୧୫ ତମ ବିଶ୍ୱବିଦ୍ୟାଳୟ ଭାବେ ନିଜକୁ ପ୍ରତିପାଦିତ କରିପାରିଛି । ଏହି ପରିପ୍ରେକ୍ଷୀରେ ଛାତ୍ରଛାତ୍ରୀମାନଙ୍କର ଦକ୍ଷତା ଓ ଜ୍ଞାନର ବୃଦ୍ଧି ନିମନ୍ତେ ମାଇକ୍ରୋ କ୍ରେଡେନ୍ସିଆଲ ପାଠ୍ୟକ୍ରମ ସୋଆରେ…