ସୋଆରେ ୭୩ ତମ ସାଧାରଣତନ୍ତ୍ର ଦିବସ ପାଳିତ
ଭୁବନେଶ୍ବର : ୨୦୨୨ ବର୍ଷ ଅନେକ ଦୃଷ୍ଟିରୁ ଗୁରୁତ୍ବପୂର୍ଣ୍ଣ ଓ ଶୁଭପ୍ରଦ । ଚଳିତ ବର୍ଷ ଦେଶ ୭୫ତମ ସ୍ବାଧୀନତାର ଅମୃତ ମହୋତ୍ସବ ପାଳନ କରିବା ସହ ୭୩ ତମ ଗଣତନ୍ତ୍ର ଦିବସ ମଧ୍ୟ ପାଳନ କରୁଛି । ସେହିପରି ଚଳିତ ବର୍ଷ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କର ୧୨୫ ତମ ଜନ୍ମ ବାର୍ଷିକୀ । ଏଥିସହିତ…