Latest Odisha News

BREAKING NEWS

Browsing Tag

SOA

ସମାଜର ଦୁର୍ବଳତାଗୁଡ଼ିକର ନିରାକରଣ ପାଇଁ ସାହିତ୍ୟ ଗୁରୁତ୍ୱପୂର୍ଣ୍ଣ : ୫ ଟି ଅଧ୍ୟକ୍ଷ

ଭୁବନେଶ୍ୱର : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଏବଂ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ଆୟୋଜିତ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିକୁ ନେଇ ଦୁଇ ଦିନିଆ ବିମର୍ଶ କାର୍ଯ୍ୟକ୍ରମର ଉଦ୍ଯାପନୀ ଉତ୍ସବରେ ୫ ଟି ଅଧ୍ୟକ୍ଷ ଭି. କେ ପାଣ୍ଡିଆନ ଅତିଥି ଭାବରେ ଯୋଗ ଦେଇଥିଲେ । ଏହି ଅବସରରେ ଶ୍ରୀ ପାଣ୍ଡିଆନ୍…

ଅଗଷ୍ଟ ୧୦ରୁ ସୋଆରେ ଆଇଇଇଇର ତୃତୀୟ ଆନ୍ତର୍ଜାତିକ ସମ୍ମିଳନୀ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଇଲେକ୍ଟ୍ରିକାଲ୍ ଆଣ୍ଡ ଇଲେକ୍ଟ୍ରୋନିକ୍ସ ଇଞ୍ଜିନିୟର୍ସ (ଆଇଇଇଇ) ପକ୍ଷରୁ ଗୁରୁବାର ଠାରୁ “ସଷ୍ଟେନେବଲ ଏନର୍ଜି ଆଣ୍ଡ ଫ୍ୟୁଚର ଇଲେକ୍ଟ୍ରିକ୍ ଟ୍ରାନ୍ସପୋର୍ଟେସନ୍ (ସେଫେଟ-୨୦୨୩)” ଶୀର୍ଷକ ୪ ଦିନିଆ ତୃତୀୟ ଆନ୍ତର୍ଜାତିକ…

ଗବେଷଣା ପ୍ରସ୍ତୁତିକୁ ନେଇ ଏନ୍‌ଆର୍‌ଡିସି ଟିମ୍‌ର ସୋଆ ପରିଦର୍ଶନ

ଭୁବନେଶ୍ୱର: ନିକଟରେ ତିନୋଟି ଗୁରୁତ୍ୱପୂର୍ଣ୍ଣ ଫାର୍ମାସ୍ୟୁଟିକାଲ୍ ପ୍ରସ୍ତୁତିକୁ ନେଇ ନୂଆଦିଲ୍ଲୀ ସ୍ଥିତ ନ୍ୟାସନାଲ ରିସର୍ଚ୍ଚ ଡେଭଲପ୍‌ମେଂଟ କର୍ପୋରେସନ୍ (ଏନ୍‌ଆର୍‌ଡିସି) ସହ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଏକ ଟେକ୍ନୋଲୋଜି ଲାଇସେନ୍ସିଂ ଏଗ୍ରିମେଂଟ ସ୍ୱାକ୍ଷରିତ ହୋଇଥିଲା । ଏହି…

ସୋଆ ପ୍ରତିଷ୍ଠାତା ସଭାପତିଙ୍କ ସହ ଆରଏସ୍‌ଏସ୍ ଅଖିଳ ଭାରତୀୟ ସମ୍ପର୍କ ପ୍ରମୁଖଙ୍କ ସୌଜନ୍ୟମୂଳକ ସାକ୍ଷାତ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକଙ୍କୁ ସୋମବାର ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ (ଆରଏସଏସ)ର ଅଖିଳ ଭାରତୀୟ ସମ୍ପର୍କ ପ୍ରମୁଖ ଶ୍ରୀଯୁକ୍ତ ରାମଲାଲ । ତାଙ୍କ ସହିତ ଆରଏସଏସର ପୂର୍ବ ଭାରତ…

ସୋଆ କୃଷି ମହାବିଦ୍ୟାଳୟରେ ମୋଲିକ୍ୟୁଲାର ବାୟୋଲୋଜି ଓ ବାୟୋଟେକ୍ନୋଲୋଜି ଲ୍ୟାବ ଉଦ୍‌ଘାଟିତ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍ (ଆଇଏଏସ୍‌)ରେ ଏକ ମୋଲିକ୍ୟୁଲାର ବାୟୋଲୋଜି ଓ ବାୟୋଟେକ୍ନୋଲୋଜି ଲ୍ୟାବ ଗତ ମଙ୍ଗଳବାର ଉଦ୍‌ଘାଟିତ ହୋଇଯାଇଛି । ସୋଆ କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଏହି ଉଦ୍‌ଘାଟନୀ…

ସୋଆରେ ବିଦେଶୀ ଛାତ୍ରଛାତ୍ରୀଙ୍କ ନିମନ୍ତେ ଗ୍ରାଜୁଏସନ୍ କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ(ସୋଆ) ଡିମ୍‌ଡ ଟୁ ବି ବିଶ୍ୱବିଦ୍ୟାଳୟରେ ବିଭିନ୍ନ ପାଠ୍ୟକ୍ରମରେ ଅଧ୍ୟୟନ କରି ଶିକ୍ଷା ସମାପ୍ତ କରିଥିବା ୧୭ ଜଣ ବିଦେଶୀ ଛାତ୍ରଛାତ୍ରୀଙ୍କୁ ଗୁରୁବାର ଏକ ବିଶେଷ କାର୍ଯ୍ୟକ୍ରମରେ ସ୍ନାତକ ଉପାଧି ପ୍ରଦାନ କରାଯାଇଛି । ସିରିଆ, ଇଥିଓପିଆ, ଭୁଟାନ ଓ…

ସୋଆ ପକ୍ଷରୁ ମେକାନିକାଲ୍ ଇଞ୍ଜିନିୟରିଂର ନୂତନ କ୍ଷେତ୍ର ସମ୍ପର୍କିତ ଆଲୋଚନା ନିମନ୍ତେ ଆନ୍ତର୍ଜାତୀୟ ସମ୍ମିଳନୀ

ଭୁବନେଶ୍ୱର: ମେକାନିକାଲ୍ ଇଞ୍ଜିନିୟରିଂ କ୍ଷେତ୍ରର ନୂତନ ଦିଗ ଯେପରିକି ଆଡଭାନ୍ସଡ ମାଟେରିଆଲ୍ ସାଇନ୍ସ ଇଞ୍ଜିନିୟରିଂ, ଆଡଭାନ୍ସମେଂଟ ଇନ୍ ସ୍ମାର୍ଟ ମାନୁଫ୍ୟାକ୍‌ଚରିଂ ଏବଂ ଆପ୍ଲିକେସନ୍ ଇନ୍ ଇଣ୍ଡଷ୍ଟ୍ରିଆଲ୍ ରୋବୋଟିକ୍ସ ସମ୍ପର୍କରେ ଆଲୋଚନା ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଠାରେ…

ସୋଆକୁ ଶ୍ରେଷ୍ଠ ଘରୋଇ ବହୁବିଧ ବିଶ୍ୱବିଦ୍ୟାଳୟ ସମ୍ମାନ

ଭୁବନେଶ୍ୱର: ଉଚ୍ଚଶିକ୍ଷା କ୍ଷେତ୍ରରେ ପ୍ରଭାବୀ ନେତୃତ୍ୱ ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକଙ୍କୁ ସମ୍ମାନିତ କରାଯାଇଛି । ଲିଙ୍କ୍‌ଡ ଇନ୍ ପକ୍ଷରୁ ଆୟୋଜିତ ତଥା ଅବ୍‌ଜରଭ୍ ନାଓ ମେଡିଆ ନେଟୱର୍କ ଓ ତେଲେଙ୍ଗାନା ସରକାରଙ୍କ…

ଦକ୍ଷତା ଏବଂ ଜ୍ଞାନ ବୃଦ୍ଧି ନିମନ୍ତେ ସୋଆରେ ଆରମ୍ଭ ହେବ ମାଇକ୍ରୋ କ୍ରେଡେନ୍ସିଆଲ୍ ପାଠ୍ୟକ୍ରମ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ୧୭ ବର୍ଷରେ ପାଦ ଥାପିଥିବା ବେଳେ ଦେଶର ଶ୍ରେଷ୍ଠ ୧୫ ତମ ବିଶ୍ୱବିଦ୍ୟାଳୟ ଭାବେ ନିଜକୁ ପ୍ରତିପାଦିତ କରିପାରିଛି । ଏହି ପରିପ୍ରେକ୍ଷୀରେ ଛାତ୍ରଛାତ୍ରୀମାନଙ୍କର ଦକ୍ଷତା ଓ ଜ୍ଞାନର ବୃଦ୍ଧି ନିମନ୍ତେ ମାଇକ୍ରୋ କ୍ରେଡେନ୍ସିଆଲ ପାଠ୍ୟକ୍ରମ ସୋଆରେ…

ଗବେଷଣା କ୍ଷେତ୍ରରେ ବିଶ୍ୱସ୍ତରୀୟ ସହଭାଗିତା ନେଇ ସୋଆ ଆଗ୍ରହୀ

ଭୁବନେଶ୍ୱର: ଜ୍ଞାନର ବିଭିନ୍ନ ଶାଖା ସମ୍ବନ୍ଧୀୟ କ୍ଷେତ୍ରକୁ ପରିବ୍ୟାପ୍ତ କରିବା ପାଇଁ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱ ସ୍ତରୀୟ ସହଭାଗିତା ନିମନ୍ତେ ଆଗ୍ରହୀ ବୋଲି ସୋମବାର ସୋଆ କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ କହିଛନ୍ତି । ଆମର ଅଭିନବ ଗବେଷଣା କାର୍ଯ୍ୟକୁ ସୁଦୃଢ଼ କରିବା…