Latest Odisha News

BREAKING NEWS

Browsing Tag

SOA

ଶିକ୍ଷା ଓ ଅନୁସନ୍ଧାନ- ଗୁଣାତ୍ମକ ଶିକ୍ଷା ଓ ଗବେଷଣା କ୍ଷେତ୍ରରେ ଆଗରେ

ଉଚ୍ଚଶିକ୍ଷା କ୍ଷେତ୍ରରେ ବୈପ୍ଳବିକ ପରିବର୍ତନ ଆଣିଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଭିନ୍ନ କ୍ଷେତ୍ରରେ ଓ ନୂତନ ସମସ୍ୟାକୁ ସାମ୍ନା କରିବା ନିମନ୍ତେ ଛାତ୍ରଛାତ୍ରୀମାନଙ୍କୁ ବୃତିଗତ ସ୍ତରରେ ପ୍ରସ୍ତୁତ କରିବାରେ ବ୍ୟସ୍ତ ରହିଛି । ସୋଆର ମୁଖ୍ୟ ଉଦେଶ୍ୟ ହେଉଛି ଛାତ୍ରଛାତ୍ରୀମାନଙ୍କୁ…

ଇନ୍‌ଷ୍ଟାଗ୍ରାମ୍ ଓ ୟୁଟ୍ୟୁବ ଛାଡ଼ି ଛାତ୍ରଛାତ୍ରୀ ନୂତନ ପ୍ରଯୁକ୍ତିବିଦ୍ୟାକୁ ଆପଣାନ୍ତୁ: ବିଶେଷଜ୍ଞ

ଭୁବନେଶ୍ୱର: ବର୍ତ୍ତମାନ ବିଶ୍ୱରେ ପ୍ରତ୍ୟେକ ୩ ମାସରେ ଥରେ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ପରିବର୍ତ୍ତନ ଘଟୁଛି । ଭବିଷ୍ୟତରେ ପ୍ରତ୍ୟେକ ୩ ସପ୍ତାହରେ ଥରେ ଏ କ୍ଷେତ୍ରରେ ପରିବର୍ତ୍ତନ ଘଟିବ । ତେଣୁ ଛାତ୍ରଛାତ୍ରୀମାନେ ଦ୍ରୁତ ଗତିରେ ପରିବର୍ତନ ଘଟୁଥିବା ଏହି ଜ୍ଞାନକୌଶଳକୁ ଆପଣାନ୍ତୁ ବୋଲି…

ମଣିଷର ଶ୍ରେଷ୍ଠ ବନ୍ଧୁକୁ ମଧ୍ୟ ହୃଦ୍‌ଘାତ ହୁଏ, କିନ୍ତୁ ନିରବରେ ସହିଯାଏ କଷ୍ଟ

ଭୁବନେଶ୍ୱର: ମଣିଷର ସବୁଠାରୁ ବିଶ୍ୱାସୀ ବନ୍ଧୁ କୁହାଯାଉଥିବା କୁକୁରମାନଙ୍କର ମଧ୍ୟ ହୃଦସମସ୍ୟା ହୋଇଥାଏ, କିନ୍ତୁ କଥା କହି ପାରୁନଥିବାରୁ ସେମାନେ ନୀରବରେ ଯନ୍ତ୍ରଣା ସହିଥାନ୍ତି । ଯଦିଓ ଅନେକ ଲୋକ ଘରେ ପୋଷା କୁକୁର ରଖିଥାନ୍ତି ସତ ମାତ୍ର ଜନ୍ତୁଟିର ହୃଦ୍ ସମସ୍ୟା ସମ୍ପର୍କରେ ଜାଣିପାରି…

ସୋଆ ସହିତ କ୍ୟାମେରୁନ୍ ଶିକ୍ଷାନୁଷ୍ଠାନର ବୁଝାମଣା ସ୍ୱାକ୍ଷରିତ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍‌ଡ ଟୁ ବି ବିଶ୍ୱବିଦ୍ୟାଳୟ ଆଫ୍ରିକାର କ୍ୟାମେରୁନ୍ ସ୍ଥିତ ହାନ୍‌ସିଆଟିକ୍ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି ଆଣ୍ଡ ଆପ୍ଲାଏଡ୍ ସାଇନ୍‌ସେସ୍ (ହିଟାସ୍‌) ସହିତ ଗତ ଜୁନ୍ ମାସ ଶେଷରେ ଏକ କାର୍ଯ୍ୟକାରୀ ବୁଝାମଣା ସ୍ୱାକ୍ଷରିତ ହୋଇଛି । ଜୁନ୍…

ସମ୍ ପ୍ରଫେସର ଡାକ୍ତର ସୂର୍ଯ୍ୟପ୍ରକାଶ ଚୌଧୁରୀଙ୍କୁ ଅନ୍ତରାଷ୍ଟ୍ରୀୟ ଫେଲୋସିପ୍ ସମ୍ମାନ

ଭୁବନେଶ୍ୱର: ଜୁନ୍ ୧୬ ରୁ ୧୮ ତାରିଖରେ ବାଙ୍ଗାଲୋରରେ ଅନୁଷ୍ଠିତ ହୋଇଥିବା ବିଶ୍ୱ ମୁଣ୍ଡବିନ୍ଧା ଓ ଅର୍ଦ୍ଧକପାଳୀ (ମାଇଗ୍ରେନ) ଗବେଷଣା ସମାଜର ଅନ୍ତରାଷ୍ଟ୍ରୀୟ ସମ୍ମିଳନୀରେ ବରିଷ୍ଠ ସ୍ନାୟୁରୋଗ ବିଶେଷଜ୍ଞ ପ୍ରଫେସର (ଡାକ୍ତର) ସୂର୍ଯ୍ୟପ୍ରକାଶ ଶିବନାରାୟଣ ଚୌଧୁରୀଙ୍କୁ ଫେଲୋସିପ ସମ୍ମାନରେ…

ଭାରତର ଶ୍ରେଷ୍ଠ ବୈଜ୍ଞାନିକଙ୍କ ମଧ୍ୟରେ ସୋଆର ଦୁଇ ଗବେଷକ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟରେ କାର୍ଯ୍ୟରତ ଦୁଇ ଜଣ ବରିଷ୍ଠ ବୈଜ୍ଞାନିକଙ୍କୁ ୨୦୨୩ ନିମନ୍ତେ ସେମାନଙ୍କ ନିଜ ଗବେଷଣା କ୍ଷେତ୍ରରେ ଭାରତର ସର୍ବୋଚ୍ଚ ୧୦ ଜଣ ଗବେଷକଙ୍କ ମଧ୍ୟରେ ସ୍ଥାନ ମିଳିଛି । ପ୍ରଫେସର ପ୍ରଦୀପ୍ତ କିଶୋର ଦାଶ ଓ ପ୍ରଫେସର କୁଳମଣି…

ସୋଆରେ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ

ଭୁବନେଶ୍ୱର: ଉତମ ଛାତ୍ର ହେବା ପାଇଁ ସୁସ୍ଥ ରହିବା ଆବଶ୍ୟକ । ସୁସ୍ଥ ଓ ନିରାମୟ ଜୀବନ ପାଇଁ ଯୋଗାଭ୍ୟାସର ଅନେକ ଆବଶ୍ୟକତା ରହିଛି ବୋଲି କହିଛନ୍ତି ବିଶିଷ୍ଟ ସ୍ନାୟୁଶଲ୍ୟ ବିଶେଷଜ୍ଞ ତଥା ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରମୁଖ ଉପଦେଷ୍ଟା (ସ୍ୱାସ୍ଥ୍ୟ ବିଜ୍ଞାନ) ପ୍ରଫେସର ଅଶୋକ କୁମାର…

କର୍କଟ ରୋଗର ମୁକାବିଲା ନିମନ୍ତେ ସୋଆରେ ନୂତନ ଡ୍ରଗ୍ ବିକାଶ ଦିଗରେ ଗବେଷଣା ଜାରି

ଭୁବନେଶ୍ୱର: କର୍କଟ ରୋଗର ମୁକାବିଲା ନିମନ୍ତେ ସ୍ଥାନୀୟ ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟର ଗବେଷକମାନେ ନୂତନ ଡ୍ରଗ୍ ଓ ଡାଏଗ୍ନୋଷ୍ଟିକ୍ ଟେକ୍ନିକ୍‌ସର ବିକାଶ କ୍ଷେତ୍ରରେ କାର୍ଯ୍ୟ କରୁଛନ୍ତି । ଏହି ଗବେଷଣା କାର୍ଯ୍ୟ ପାଇଁ କେନ୍ଦ୍ର ସରକାରଙ୍କ ବାୟୋଟେକ୍ନୋଲୋଜି ବିଭାଗ ପକ୍ଷରୁ…

ସୋଆକୁ ଏଜୁକେସନ୍ ୱାର୍ଲ୍ଡ ପକ୍ଷରୁ ବହୁବିଧ ବିଶ୍ୱବିଦ୍ୟାଳୟ ସମ୍ମାନ ପ୍ରଦାନ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟକୁ ବହୁବିଧ ବିଶ୍ୱବିଦ୍ୟାଳୟ ସମ୍ମାନରେ ସମ୍ମାନିତ କରାଯାଇଛି । ଗତ ଶନିବାର ଦିନ ନୂଆଦିଲ୍ଲୀ ଠାରେ ଏଜୁକେସନ୍ ୱାର୍ଲ୍ଡ ପକ୍ଷରୁ ଏକ ସ୍ୱତନ୍ତ୍ର ଉତ୍ସବରେ ଏହି ସମ୍ମାନ ପ୍ରଦାନ କରାଯାଇଛି । ପ୍ରଦାନ କରାଯାଇଥିବା ସମ୍ମାନ ଅନୁଯାୟୀ…

ସୋଆରେ ରାଜ୍ୟସ୍ତରୀୟ ଏନ୍‌ଏସ୍‌ଏସ୍ କଲ୍‌ଚରାଲ୍ ଫେଷ୍ଟ ଉଦ୍‌ଯାପିତ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିସରରେ ତିନି ଦିନ ଧରି ଚାଲିଥିବା ଏନ୍‌ଏସ୍‌ଏସ୍‌ର ରାଜ୍ୟସ୍ତରୀୟ କଲ୍‌ଚରାଲ୍ ଫେଷ୍ଟ କାର୍ଯ୍ୟକ୍ରମ ମଙ୍ଗଳବାର ଉଦ୍‌ଯାପିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା…