Latest Odisha News

BREAKING NEWS

Browsing Tag

SOA

ଜି-୨୦ ଜନ ଭାଗିଦାରୀ: ସୋଆରେ ମିନି ମାରାଥନ ଆୟୋଜିତ

ଭୁବନେଶ୍ୱର: ଓଡ଼ିଶାରେ ଭାରତର ଜି-୨୦ ଅଧ୍ୟକ୍ଷତା ପରିପ୍ରେକ୍ଷୀରେ ଆୟୋଜିତ ଜନ ଭାଗିଦାରୀ କାର୍ଯ୍ୟକ୍ରମ ଭିତିରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ରବିବାର ଦିନ ଏକ ମିନି ମାରାଥନ ଆୟୋଜିତ ହୋଇଯାଇଛି । ସୋଆରେ ବିଭିନ୍ନ ଅନୁଷ୍ଠାନର ଶହ ଶହ ଛାତ୍ରଛାତ୍ରୀ ଏହି ମାରାଥନରେ ଦୌଡି ଥିଲେ । ସୋଆ…

ସୋଆରେ ୮ ଦେଶର ପ୍ରତିନିଧିଙ୍କ ସମ୍ମିଳନୀ: ଭାରତୀୟ ଗଣତାନ୍ତ୍ରିକ ବ୍ୟବସ୍ଥାକୁ କଲେ ପ୍ରଶଂସା

ଭୁବନେଶ୍ୱର: ବିଶ୍ୱରେ ଏକ ଉଦାହରଣ ସୃଷ୍ଟି କରିଥିବା ଭାରତୀୟ ଗଣତାନ୍ତ୍ରିକ ଭାବଧାରା ସଂପର୍କରେ ଉପଲବ୍ଧି ନିମନ୍ତେ ଭାରତ ଗସ୍ତରେ ଆସିଥିବା ୮ଟି ଗଣତାନ୍ତ୍ରିକ ଦେଶର ପ୍ରତିନିଧିମାନେ ଶନିବାର ଉଚ୍ଚ ପ୍ରଶଂସା କରିଛନ୍ତି । ଭାରତ ବିଶ୍ୱର କେବଳ ସର୍ବ ପୁରାତନ ନୁହେଁ ବରଂ ସର୍ବୋତମ…

କୃଷି ବିଜ୍ଞାନ ଛାତ୍ରଛାତ୍ରୀ ହିଁ ଦେଶ ପ୍ରଗତିର ପୁରୋଧା

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍ (ଆଇଏଏସ୍‌) ପରିସରରେ ଜି-୨୦ଅଧ୍ୟକ୍ଷତା ପାଳନ ପରିପ୍ରେକ୍ଷୀରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି । ଏହି ଆଲୋଚନା ଚକ୍ରରେ ବରିଷ୍ଠ ପ୍ରଶାସକ ତଥା କେନ୍ଦ୍ର ମତ୍ସ୍ୟ, ପଶୁ ସମ୍ପଦ…

ସୋଆର ଗବେଷକ ପ୍ରଫେସର କୁଳମଣି ପରିଡ଼ାଙ୍କୁ ରାଜଧାନୀ ଗୌରବ ସମ୍ମାନ ପ୍ରଦାନ

ଭୁବନେଶ୍ୱର: ୭୫ତମ ରାଜଧାନୀ ପ୍ରତିଷ୍ଠା ଦିବସ (ହୀରକ ଜୟନ୍ତୀ) ପାଳନ ଅବସରରେ ବିଶିଷ୍ଟ ଗବେଷକ ତଥା ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ନାନୋ ସାଇନ୍ସ ଆଣ୍ଡ ନାନୋ ଟେକ୍ନୋଲୋଜି କେନ୍ଦ୍ରର ନିର୍ଦ୍ଦେଶକ ପ୍ରଫେସର କୁଳମଣି ପରିଡ଼ାଙ୍କୁ ବିଜ୍ଞାନ କ୍ଷେତ୍ରରେ ପାରଦର୍ଶିତା ତଥା ଗବେଷଣା କ୍ଷେତ୍ରରେ…

ଜି-୨୦ ଜନ ଭାଗିଦାରୀ: ସୋଆରେ ଫୁଡ୍ ଫେଷ୍ଟିଭାଲ୍ ଆୟୋଜିତ

ଭୁବନେଶ୍ୱର: ଓଡ଼ିଶାରେ ଭାରତର ଜି-୨୦ ଅଧ୍ୟକ୍ଷତା ପରିପ୍ରେକ୍ଷୀରେ ଆୟୋଜିତ ଜନ ଭାଗିଦାରୀ କାର୍ଯ୍ୟକ୍ରମ ଭିତିରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଶୁକ୍ରବାର ଦିନ ଏକ ଫୁଡ୍‌ଫେଷ୍ଟିଭାଲ୍ ଆୟୋଜିତ ହୋଇଯାଇଛି । ମହାବିଷୁବ ସଂକ୍ରାନ୍ତିରେ ସୋଆର ଛାତ୍ରଛାତ୍ରୀ ଓ ଫାକଲ୍ଟି ମାନଙ୍କ ଦ୍ୱାରା…

ସୋଆରେ ଗଣତାନ୍ତ୍ରିକ ପରମ୍ପରା ସମ୍ପର୍କିତ କର୍ମଶାଳା, ଯୋଗ ଦେବେ ୮ ଟି ଦେଶର ପ୍ରତିନିଧି

ଭୁବନେଶ୍ୱର: ଗଣତାନ୍ତ୍ରିକ ଶାସନ ବ୍ୟବସ୍ଥା ସମ୍ପର୍କରେ ଅଧିକ ଉପଲବ୍ଧି ନିମନ୍ତେ ଭାରତ ଗସ୍ତରେ ଆସିଥିବା ୮ଟି ବିଭିନ୍ନ ଦେଶର ପ୍ରତିନିଧିମାନେ ଏପ୍ରିଲ ୧୫ ତାରିଖରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଏ ସମ୍ପର୍କରେ ଆଲୋଚନା ନିମନ୍ତେ ଏକ କର୍ମଶାଳାରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।…

ସୋଆରେ ଜି-୨୦ ପ୍ରେସିଡେନ୍ସି ଅଧ୍ୟକ୍ଷତା ପାଳନ ପରିପ୍ରେକ୍ଷୀରେ ବୃକ୍ଷ ରୋପଣ

ଭୁବନେଶ୍ୱର: ଭାରତରେ ଜି-୨୦ ଅଧ୍ୟକ୍ଷତା ଉପଲକ୍ଷେ ଓଡ଼ିଶାରେ ଏକ ମାସ ଧରି କାର୍ଯ୍ୟକ୍ରମର ଆୟୋଜନ କରାଯିବା ପରିପ୍ରେକ୍ଷୀରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଶନିବାର ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ସୋଆ କ୍ୟାମ୍ପସ ୫ରେ ରୋଟାରୀ କ୍ଲବ ଖାରବେଳ-କଳିଙ୍ଗନଗର ଓ ସୋଆ ପକ୍ଷରୁ…

ଛାତ୍ରଛାତ୍ରୀଙ୍କ ପାଇଁ ଆଇନ୍ ଶିକ୍ଷା ବିସ୍ତୃତ ଭାବେ ପରିବ୍ୟାପ୍ତ

ଭୁବନେଶ୍ୱର: ଆଇନର ଅନେକ ପରିଭାଷା ରହିଛି ଏବଂ ଛାତ୍ରଛାତ୍ରୀଙ୍କ ପାଇଁ ଏହା ବିସ୍ତୃତ ଭାବେ ପରିବ୍ୟାପ୍ତ । ଆଇନଜୀବୀଙ୍କ ବୃତିରେ ଅନେକ ପରିବର୍ତ୍ତନ ଆସିଲାଣି ତେଣୁ ନୂଆ କରି ଏହି ବୃତିରେ ପ୍ରବେଶ କରୁଥିବା ଛାତ୍ରଛାତ୍ରୀମାନେ ସମୟର ସୁବିନିଯୋଗ କରନ୍ତୁ ବୋଲି କହିଛନ୍ତି ବରିଷ୍ଠ ଆଇନଜୀବୀ ତଥା…

ସୋଆରେ ଜି-୨୦ ପ୍ରେସିଡେନ୍ସି ପାଳନ ନେଇ ସଭା ଆୟୋଜିତ

ଭୁବନେଶ୍ୱର: ଭାରତର ଜି-୨୦ ଅଧ୍ୟକ୍ଷତା ଉପଲକ୍ଷେ ଓଡ଼ିଶାରେ ଏକ ମାସ ଧରି କାର୍ଯ୍ୟକ୍ରମର ଆୟୋଜନ କରାଯିବ । ଏଥି ନିମନ୍ତେ ଫ୍ୟାକଲ୍ଟି ଓ ଛାତ୍ରଛାତ୍ରୀମାନଙ୍କୁ ନେଇ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଠାରେ ଉତ୍କଳ ଦିବସ ଅବସରରେ ଏକ ସଭା ଆୟୋଜିତ ହୋଇଯାଇଛି । ଆସନ୍ତା ଏପ୍ରିଲ୍ ୨୭ରୁ ୨୯ ତାରିଖ…

ସୋଆର ନୂତନ କୁଳପତି ଭାବେ ଦାୟିତ୍ୱ ଗ୍ରହଣ କଲେ ପ୍ରଫେସର ପି.କେ. ନନ୍ଦ

ଭୁବନେଶ୍ୱର: ବିଶିଷ୍ଟ ଗବେଷକ ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟର ନୂତନ କୁଳପତି ଭାବେ ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି । ସୋଆର ପୂର୍ବତନ ଡିନ୍ (ରିସର୍ଚ୍ଚ ଆଣ୍ଡ ଡେଭ୍‌ଲପ୍‌ମେଣ୍ଟ) ଭାବେ କାର୍ଯ୍ୟ ତୁଲାଇଥିବା ପ୍ରଫେସର ନନ୍ଦ କୁଳପତି…