Latest Odisha News

BREAKING NEWS

Browsing Tag

SOA

ସୋଆରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ସୋମବାର ଦିନ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ କରାଯାଇଛି। ସୋଆ ଉପସଭାପତି ଶାସ୍ୱତୀ ଦାସଙ୍କ ଉପସ୍ଥିତିରେ କାର୍ଯ୍ୟରତ ମହିଳାମାନେ ଏହି ଦିବସକୁ ପାଳନ କରିଛନ୍ତି। ବିଶ୍ୱବିଦ୍ୟାଳୟର ମୁଖ୍ୟ କାର୍ଯ୍ୟାଳୟରେ ଏହି ଦିବସକୁ କେକ୍ କାଟି ପାଳନ…

ସୋଆ ପକ୍ଷରୁ ନେତାଜୀଙ୍କ ୧୨୫ତମ ଜନ୍ମ ଜୟନ୍ତୀ ପାଳିତ

ଭୁବନେଶ୍ଵର: ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କର ୧୨୫ ତମ ଜନ୍ମ ଜୟନ୍ତୀ ଶିକ୍ଷା ଓ ଅନୁସନ୍ଧାନ(ସୋଆ) ବିଶ୍ଵବିଦ୍ୟାଳୟ ପରିସରରେ ସୋଆ ଏନଏସଏସ ଓ ସୋଆ ୱେଲନେସ ସେଣ୍ଟରର ମିଳିତ ଆନୁକୂଲ୍ୟରେ ପାଳିତ ହୋଇଯାଇଛି। ଏହି ଉତ୍ସବରେ ଯୋଗ ଦେଇ ବିଶ୍ଵବିଦ୍ୟାଳୟର କୁଳପତି ପ୍ରଫେସର ଅଶୋକ କୁମାର…

ବିଶ୍ୱବ୍ୟାପୀ ପ୍ରଦୂଷଣ କମାଇବାରେ ସ୍ଲରି ପାଇପ୍‌ଲାଇନ୍ ସହାୟକ ହେଉଛି: ସୋଆ କର୍ମଶାଳା

ଭୁବନେଶ୍ୱର: ସ୍ଲରି ପାଇପ୍‌ଲାଇନ୍ ମାଧ୍ୟମରେ ଖଣିଜ ପଦାର୍ଥ ପରିବହନ ଦ୍ୱାରା ୯୭ ପ୍ରତିଶତ ପ୍ରଦୂଷଣ କମୁଛି ଏବଂ ୯୩ ପ୍ରତିଶତ ଶକ୍ତି ସଂରକ୍ଷଣ ହୋଇପାରୁଛି ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ କୁହାଯାଇଛି। ସୋଆର ପରିକଳ୍ପନା, ନିର୍ମାଣ ଏବଂ ପରିଚାଳନା ଦୃଷ୍ଟିରୁ ଦୂରଗାମୀ…

ସୋଆ ଏସ୍‌ଏଚ୍‌ଏମ୍‌ର ୧୧ ଦିନିଆ ଓରିଏନ୍‌ଟେସନ୍ କାର୍ଯ୍ୟକ୍ରମ ଉଦ୍‌ଯାପିତ

ଭୁବନେଶ୍ୱର: ମଣିଷ ନିମନ୍ତେ ବିକାଶ ଓ ଉନ୍ନତି ଜରୁରୀ ଅଟେ । କିନ୍ତୁ ଏହା ସହିତ ଆଧ୍ୟାତ୍ମିକତା ଏବଂ ମାନବିକତାକୁ ଯୋଗ କଲେ ହିଁ ସଫଳତା ହାସଲ ହୋଇପାରିବ ବୋଲି କହିଛନ୍ତି ଜୟପୁର ସ୍ଥିତ ଜଗନ୍ନାଥ ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ପ୍ରଫେସର (ଡଃ) ନବୀନ୍ ମାଥୁର । ତୁମର ଲକ୍ଷ୍ୟ,…

ସୋଆରେ ପୂର୍ବାଂଚଳ ପ୍ରାକ୍ ସାଧାରଣତନ୍ତ୍ର ଦିବସ ଏନ୍‌ଏସ୍‌ଏସ୍ ପ୍ୟାରେଡ କ୍ୟାମ୍ପ ଉଦ୍‌ଯାପିତ 

ଭୁବନେଶ୍ୱର: ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ସାଧାରଣତନ୍ତ୍ର ଦିବସ ପ୍ୟାରେଡ ନିମନ୍ତେ ନ୍ୟାସ୍‌ନାଲ୍ ସର୍ଭିସ ସ୍କିମ୍ (ଏନ୍‌ଏସ୍‌ଏସ୍‌)ର କଂଟିଜେଂଟ ଚୟନ ନିମନ୍ତେ ଆୟୋଜିତ ୧୦ ଦିନିଆ ପୂର୍ବାଂଚଳ ପ୍ରି ରିପବ୍ଲିକ୍ ଡେ କ୍ୟାମ୍ପ ଉଦ୍‌ଯାପିତ ହୋଇଯାଇଛି । ନଭେମ୍ବର ୨୨ ତାରିଖରୁ ଶିକ୍ଷା…

ଭାରତରେ ଗଣତନ୍ତ୍ର ସୁଦୃଢ଼ ହେବା ନିମନ୍ତେ ନ୍ୟାୟପାଳିକାକୁ ଶ୍ରେୟ ଦିଆଯିବା ଉଚିତ୍ : ଜଷ୍ଟିସ୍ ନାଇଡୁ

ଭୁବନେଶ୍ୱର: ଭାରତର ପଡୋଶୀ ଦେଶଗୁଡ଼ିକରେ ଗଣତନ୍ତ୍ର ବ୍ୟବସ୍ଥା ଉଧେଇ ନ ପାରିବା ସ୍ଥଳେ ଭାରତରେ ଏହା ବେଶ ସୁଦୃଢ଼ ହୋଇପାରିଛି । ଏଥି ନିମନ୍ତେ ଦେଶର ନ୍ୟାୟପାଳିକାଙ୍କୁ ଶ୍ରେୟ ଦିଆଯିବା ଉଚିତ୍ ବୋଲି ଓଡ଼ିଶା ହାଇକୋର୍ଟର ପୂର୍ବତନ ବିଚାରପତି ନ୍ୟାୟମୂର୍ତୀ ଏ.ଏସ୍‌. ନାଇଡୁ କହିଛନ୍ତି ।…

କ୍ୟୁଏସ୍ ଏସିଆ ୟୁନିଭର୍ସିଟି ର‌୍ୟାଙ୍କିଙ୍ଗ୍‌ରେ ପୁଣି ଥରେ ଆଗରେ ସୋଆ

ଭୁବନେଶ୍ୱର: ସମ୍ମାନଜନକ କ୍ୟୁଏସ୍ ଏସିଆ ୟୁନିଭର୍ସିଟି ୨୦୨୧ ର‌୍ୟାଙ୍କିଙ୍ଗ୍‌ରେ ନିଜ ସ୍ଥିତିକୁ ସୁଦୃଢ଼ କରିଛି ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି) । ବୁଧବାର ଏହି ର‌୍ୟାଙ୍କିଙ୍ଗ ପ୍ରକାଶ ପାଇଥିବା ବେଳେ ସୋଆ ଏଥିରେ ଉଚ୍ଚତର ମାନ୍ୟତା ପାଇଛି । ଗତବର୍ଷ ଏହି…

ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ସୋଆରେ ଆୟୋଜିତ ହେବ ପ୍ୟାରେଡ କ୍ୟାମ୍ପ: ଯୋଗ ଦେବେ ୧୦ ରାଜ୍ୟର ଏନ୍‌ଏସ୍‌ଏସ୍…

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି)ରେ ରବିବାର ଠାରୁ ଆରମ୍ଭ ହେବ ୧୦ ଦିନିଆ ସାଧାରଣତନ୍ତ୍ର ଦିବସ ପୂର୍ବବର୍ତୀ ପ୍ୟାରେଡ କ୍ୟାମ୍ପ । ଏହି କ୍ୟାମ୍ପରେ ପୂର୍ବାଂଚଳ ଏବଂ ଉତର ପୂର୍ବାଂଚଳ ରାଜ୍ୟରୁ ୨୦୦ ଜଣ ଏନ୍‌ଏସ୍‌ଏସ୍ ସ୍ୱେଚ୍ଛାସେବୀ ଯୋଗ ଦେବେ । କେନ୍ଦ୍ର…

ସୋଆ ଏନ୍‌ଏସ୍‌ଏସ୍‌ର ଉନ୍ନତ ଭାରତ ଅଭିଯାନ ଅନୁଷ୍ଠିତ 

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି) ର ଏନ୍‌ଏସ୍‌ଏସ୍ ପକ୍ଷରୁ ଉନ୍ନତ ଭାରତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସୋଆ ଏନ୍‌ଏସ୍‌ଏସ୍‌ର ସ୍ୱେଚ୍ଛାସେବୀମାନେ ଭୁବନେଶ୍ୱର ଉପକଣ୍ଠ ଜାମୁଝରି ଗାଁର ଗୁପ୍ତପଡ଼ା, ଛତାବର, କୁଜିମହଲ, ପାତ୍ରପଡା…

ଷ୍ଟାନ୍‌ଫୋର୍ଡ ବିଶ୍ୱ ଶ୍ରେଷ୍ଠ ବୈଜ୍ଞାନିକ ତାଲିକାରେ ସ୍ଥାନ ପାଇଲେ ସୋଆର ୭ ଗବେଷକ

ଭୁବନେଶ୍ୱର: ବିଶ୍ୱର ଶ୍ରେଷ୍ଠ ବୈଜ୍ଞାନିକ ତାଲିକାରେ ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି)ର ୭ ଜଣ ବିଶିଷ୍ଟ ଗବେଷକଙ୍କ ନାମ ସ୍ଥାନ ପାଇଛି। ୟୁଏସ୍‌ଏର ଷ୍ଟାନ୍‌ଫୋର୍ଡ ବିଶ୍ୱବିଦ୍ୟାଳୟ ଦ୍ୱାରା ବିଶ୍ୱର ଶ୍ରେଷ୍ଠ ୨ ପ୍ରତିଶତ  ବୈଜ୍ଞାନିକଙ୍କ ତାଲିକା ପ୍ରସ୍ତୁତ…