Latest Odisha News

BREAKING NEWS

Browsing Tag

SOA

ସୋଆ ପକ୍ଷରୁ ନେତାଜୀଙ୍କ ୧୨୫ତମ ଜନ୍ମ ଜୟନ୍ତୀ ପାଳିତ

ଭୁବନେଶ୍ଵର: ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କର ୧୨୫ ତମ ଜନ୍ମ ଜୟନ୍ତୀ ଶିକ୍ଷା ଓ ଅନୁସନ୍ଧାନ(ସୋଆ) ବିଶ୍ଵବିଦ୍ୟାଳୟ ପରିସରରେ ସୋଆ ଏନଏସଏସ ଓ ସୋଆ ୱେଲନେସ ସେଣ୍ଟରର ମିଳିତ ଆନୁକୂଲ୍ୟରେ ପାଳିତ ହୋଇଯାଇଛି। ଏହି ଉତ୍ସବରେ ଯୋଗ ଦେଇ ବିଶ୍ଵବିଦ୍ୟାଳୟର କୁଳପତି ପ୍ରଫେସର ଅଶୋକ କୁମାର…

ବିଶ୍ୱବ୍ୟାପୀ ପ୍ରଦୂଷଣ କମାଇବାରେ ସ୍ଲରି ପାଇପ୍‌ଲାଇନ୍ ସହାୟକ ହେଉଛି: ସୋଆ କର୍ମଶାଳା

ଭୁବନେଶ୍ୱର: ସ୍ଲରି ପାଇପ୍‌ଲାଇନ୍ ମାଧ୍ୟମରେ ଖଣିଜ ପଦାର୍ଥ ପରିବହନ ଦ୍ୱାରା ୯୭ ପ୍ରତିଶତ ପ୍ରଦୂଷଣ କମୁଛି ଏବଂ ୯୩ ପ୍ରତିଶତ ଶକ୍ତି ସଂରକ୍ଷଣ ହୋଇପାରୁଛି ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ କୁହାଯାଇଛି। ସୋଆର ପରିକଳ୍ପନା, ନିର୍ମାଣ ଏବଂ ପରିଚାଳନା ଦୃଷ୍ଟିରୁ ଦୂରଗାମୀ…

ସୋଆ ଏସ୍‌ଏଚ୍‌ଏମ୍‌ର ୧୧ ଦିନିଆ ଓରିଏନ୍‌ଟେସନ୍ କାର୍ଯ୍ୟକ୍ରମ ଉଦ୍‌ଯାପିତ

ଭୁବନେଶ୍ୱର: ମଣିଷ ନିମନ୍ତେ ବିକାଶ ଓ ଉନ୍ନତି ଜରୁରୀ ଅଟେ । କିନ୍ତୁ ଏହା ସହିତ ଆଧ୍ୟାତ୍ମିକତା ଏବଂ ମାନବିକତାକୁ ଯୋଗ କଲେ ହିଁ ସଫଳତା ହାସଲ ହୋଇପାରିବ ବୋଲି କହିଛନ୍ତି ଜୟପୁର ସ୍ଥିତ ଜଗନ୍ନାଥ ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ପ୍ରଫେସର (ଡଃ) ନବୀନ୍ ମାଥୁର । ତୁମର ଲକ୍ଷ୍ୟ,…

ସୋଆରେ ପୂର୍ବାଂଚଳ ପ୍ରାକ୍ ସାଧାରଣତନ୍ତ୍ର ଦିବସ ଏନ୍‌ଏସ୍‌ଏସ୍ ପ୍ୟାରେଡ କ୍ୟାମ୍ପ ଉଦ୍‌ଯାପିତ 

ଭୁବନେଶ୍ୱର: ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ସାଧାରଣତନ୍ତ୍ର ଦିବସ ପ୍ୟାରେଡ ନିମନ୍ତେ ନ୍ୟାସ୍‌ନାଲ୍ ସର୍ଭିସ ସ୍କିମ୍ (ଏନ୍‌ଏସ୍‌ଏସ୍‌)ର କଂଟିଜେଂଟ ଚୟନ ନିମନ୍ତେ ଆୟୋଜିତ ୧୦ ଦିନିଆ ପୂର୍ବାଂଚଳ ପ୍ରି ରିପବ୍ଲିକ୍ ଡେ କ୍ୟାମ୍ପ ଉଦ୍‌ଯାପିତ ହୋଇଯାଇଛି । ନଭେମ୍ବର ୨୨ ତାରିଖରୁ ଶିକ୍ଷା…

ଭାରତରେ ଗଣତନ୍ତ୍ର ସୁଦୃଢ଼ ହେବା ନିମନ୍ତେ ନ୍ୟାୟପାଳିକାକୁ ଶ୍ରେୟ ଦିଆଯିବା ଉଚିତ୍ : ଜଷ୍ଟିସ୍ ନାଇଡୁ

ଭୁବନେଶ୍ୱର: ଭାରତର ପଡୋଶୀ ଦେଶଗୁଡ଼ିକରେ ଗଣତନ୍ତ୍ର ବ୍ୟବସ୍ଥା ଉଧେଇ ନ ପାରିବା ସ୍ଥଳେ ଭାରତରେ ଏହା ବେଶ ସୁଦୃଢ଼ ହୋଇପାରିଛି । ଏଥି ନିମନ୍ତେ ଦେଶର ନ୍ୟାୟପାଳିକାଙ୍କୁ ଶ୍ରେୟ ଦିଆଯିବା ଉଚିତ୍ ବୋଲି ଓଡ଼ିଶା ହାଇକୋର୍ଟର ପୂର୍ବତନ ବିଚାରପତି ନ୍ୟାୟମୂର୍ତୀ ଏ.ଏସ୍‌. ନାଇଡୁ କହିଛନ୍ତି ।…

କ୍ୟୁଏସ୍ ଏସିଆ ୟୁନିଭର୍ସିଟି ର‌୍ୟାଙ୍କିଙ୍ଗ୍‌ରେ ପୁଣି ଥରେ ଆଗରେ ସୋଆ

ଭୁବନେଶ୍ୱର: ସମ୍ମାନଜନକ କ୍ୟୁଏସ୍ ଏସିଆ ୟୁନିଭର୍ସିଟି ୨୦୨୧ ର‌୍ୟାଙ୍କିଙ୍ଗ୍‌ରେ ନିଜ ସ୍ଥିତିକୁ ସୁଦୃଢ଼ କରିଛି ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି) । ବୁଧବାର ଏହି ର‌୍ୟାଙ୍କିଙ୍ଗ ପ୍ରକାଶ ପାଇଥିବା ବେଳେ ସୋଆ ଏଥିରେ ଉଚ୍ଚତର ମାନ୍ୟତା ପାଇଛି । ଗତବର୍ଷ ଏହି…

ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ସୋଆରେ ଆୟୋଜିତ ହେବ ପ୍ୟାରେଡ କ୍ୟାମ୍ପ: ଯୋଗ ଦେବେ ୧୦ ରାଜ୍ୟର ଏନ୍‌ଏସ୍‌ଏସ୍…

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି)ରେ ରବିବାର ଠାରୁ ଆରମ୍ଭ ହେବ ୧୦ ଦିନିଆ ସାଧାରଣତନ୍ତ୍ର ଦିବସ ପୂର୍ବବର୍ତୀ ପ୍ୟାରେଡ କ୍ୟାମ୍ପ । ଏହି କ୍ୟାମ୍ପରେ ପୂର୍ବାଂଚଳ ଏବଂ ଉତର ପୂର୍ବାଂଚଳ ରାଜ୍ୟରୁ ୨୦୦ ଜଣ ଏନ୍‌ଏସ୍‌ଏସ୍ ସ୍ୱେଚ୍ଛାସେବୀ ଯୋଗ ଦେବେ । କେନ୍ଦ୍ର…

ସୋଆ ଏନ୍‌ଏସ୍‌ଏସ୍‌ର ଉନ୍ନତ ଭାରତ ଅଭିଯାନ ଅନୁଷ୍ଠିତ 

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି) ର ଏନ୍‌ଏସ୍‌ଏସ୍ ପକ୍ଷରୁ ଉନ୍ନତ ଭାରତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସୋଆ ଏନ୍‌ଏସ୍‌ଏସ୍‌ର ସ୍ୱେଚ୍ଛାସେବୀମାନେ ଭୁବନେଶ୍ୱର ଉପକଣ୍ଠ ଜାମୁଝରି ଗାଁର ଗୁପ୍ତପଡ଼ା, ଛତାବର, କୁଜିମହଲ, ପାତ୍ରପଡା…

ଷ୍ଟାନ୍‌ଫୋର୍ଡ ବିଶ୍ୱ ଶ୍ରେଷ୍ଠ ବୈଜ୍ଞାନିକ ତାଲିକାରେ ସ୍ଥାନ ପାଇଲେ ସୋଆର ୭ ଗବେଷକ

ଭୁବନେଶ୍ୱର: ବିଶ୍ୱର ଶ୍ରେଷ୍ଠ ବୈଜ୍ଞାନିକ ତାଲିକାରେ ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି)ର ୭ ଜଣ ବିଶିଷ୍ଟ ଗବେଷକଙ୍କ ନାମ ସ୍ଥାନ ପାଇଛି। ୟୁଏସ୍‌ଏର ଷ୍ଟାନ୍‌ଫୋର୍ଡ ବିଶ୍ୱବିଦ୍ୟାଳୟ ଦ୍ୱାରା ବିଶ୍ୱର ଶ୍ରେଷ୍ଠ ୨ ପ୍ରତିଶତ  ବୈଜ୍ଞାନିକଙ୍କ ତାଲିକା ପ୍ରସ୍ତୁତ…

ସୋଆ ବିଶ୍ୱବିଦ୍ୟାଳୟରେ ରାଷ୍ଟ୍ରୀୟ ଏକତା ଦିବସ

ଭୁବନେଶ୍ୱର: ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ୍‌ଙ୍କ ଜନ୍ମ ବାର୍ଷିକି ଅବସରରେ ରାଷ୍ଟ୍ରୀୟ ଏକତା ଦିବସ ପାଳନ କରାଯାଉଥିବା ବେଳେ ଏହି ଅବସରରେ ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି)ର ଏନଏସଏସ ଶାଖା ଆନୁକୂଲ୍ୟରେ ଏହି ସ୍ୱତନ୍ତ୍ର ଦିବସ ପାଳନ କରାଯାଇଛି। ସୋଆ କୁଳପତି…