୨ ହଜାର ଟଙ୍କିଆ ନୋଟ୍ ବଦଳକୁ ନେଇ ୨୦ ଲକ୍ଷ ଠକେଇ ମାମଲା, ଆଉ ୨ ଗିରଫ
ସୋନପୁର: ୨ ହଜାର ଟଙ୍କିଆ ନୋଟ୍ ବଦଳକୁ ନେଇ ୨୦ ଲକ୍ଷ ଠକେଇ ମାମଲାରେ ସୋନପୁର ପୋଲିସ ଆଉ ୨ ଜଣଙ୍କୁ ଗିରଫ କରିଛି । ଏହି ମାମଲାରେ ପୋଲିସ ପୂର୍ବରୁ ୩ ଜଣଙ୍କୁ ଗିରଫ କରିଥିଲା । ଏବେ ଗିରଫଦାରୀ ସଂଖ୍ୟା ୫କୁ ବୃଦ୍ଧି ପାଇଛି ।
ସୂଚନା ଅନୁସାରେ, ସୋନପୁର ସହରରେ ଗତ ଜୁଲାଇ ୩୦ ତାରିଖରେ ୨୦୦୦…