Latest Odisha News

BREAKING NEWS

Browsing Tag

sonepur

ରାତି ଅଧରେ ପଞ୍ଚାୟତ ଅଫିସରୁ ଚୋରି କରୁଥିଲେ ପିଡିଏସ୍ ଚାଉଳ, ମାଡ଼ି ବସିଲେ ଗାଁ ଲୋକ

ସୋନପୁର: ଗରିବ ଗୁରୁବାଙ୍କୁ ବାଣ୍ଟିବା ପାଇଁ ସରକାର ସାଧାରଣ ବଣ୍ଟନ ବ୍ୟବସ୍ଥାରେ ଚାଉଳ ଯୋଗାଇ ଦେଉଛନ୍ତି । ଆଉ ଉକ୍ତ ଚାଉଳକୁ ଚୋରି କରୁଥିବା ବେଳେ ସରପଞ୍ଚ ଓ ଗ୍ରାମବାସୀଙ୍କ ହାତରେ ୨ ଜଣ ଧରା ପଡ଼ିଛନ୍ତି । ଏଭଳି ଘଟଣା ଘଟିଛି ସୋନପୁର ଜିଲ୍ଲା ତରଭା ଥାନା ପାଇକବାହାଲ ପଞ୍ଚାୟତରେ ।…

ସୁବର୍ଣ୍ଣପୁର ମୃତ ଛାତ୍ରଙ୍କ ପରିବାରକୁ ୩ ଲକ୍ଷ ଅର୍ଥରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ସୁବର୍ଣ୍ଣପୁର: କାର୍‌ ଧକ୍କାରେ ୩ ଜଣ ଛାତ୍ର ପ୍ରାଣ ହରାଇଥିଲେ।ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ଅନୁକମ୍ପାମୂଳକ ସହାୟତାରାଶି ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁବର୍ଣ୍ଣପୁରର ଶୋକ ସନ୍ତପ୍ତ ପରିବାରକୁ ଗଭୀର ସମବେଦନା ଜଣାଇବା ସହ ମୃତ…

ସ୍କୁଲ୍ ପିଲାଙ୍କୁ ଧକ୍କା ଦେଲା ଇନୋଭା, ଚାଲିଗଲା ୩ ଛାତ୍ରଙ୍କ ଜୀବନ

ସୁବର୍ଣ୍ଣପୁର: ଶରଧାପାଲି ବିଦ୍ୟାଳୟ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଇନୋଭା ଗାଡ଼ି ଧକ୍କାରେ ୩ ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ବେଳେ ଦୁଇ ଛାତ୍ର ଗୁରୁତର ଅଛନ୍ତି । ସୂଚନା ଅନୁଯାୟୀ, ବିଦ୍ୟାଳୟରୁ ପରୀକ୍ଷା ଦେଇ ଛାତ୍ରଛାତ୍ରୀ ମାନେ ବାହୁାରୁଥିବା ବେଳେ ମୁଖ୍ୟ ଫାଟକ ସମ୍ମୁଖରେ…

ଦେଶଫାଲ ଲୋକକଳା ମହୋତ୍ସବରେ ଦୁଲୁକୁଛି ମଞ୍ଚ

ସୁବର୍ଣ୍ଣପୁର : ମଞ୍ଚ ଉପରେ ଭଳିକି ଭଳି ଲୋକ ନୃତ୍ୟର ମାହୋଲ । ମନ ଭରି ଉପଭୋଗ କରୁଛନ୍ତି ଦର୍ଶକ । ତିନି ଦିନ ଧରି ହେବାକୁ ଥିବା ଦେଶଫାଲ ଲୋକକଳା ମହୋତ୍ସବରେ ଜିଲ୍ଲା ତଥା ଜିଲ୍ଲା ବାହାରର କଳାକାରମାନେ ଯୋଗ ଦେଇ ନିଜ ନିଜର ଲୋକନୃତ୍ୟ ପ୍ରଦର୍ଶନ କରିଥାନ୍ତି । ଏହା କେବଳ ମନୋରଞ୍ଜନ ନୁହେଁ…

ବନ୍ଧାହେଲେ ନାବାଳିକାଙ୍କୁ ଅପହରଣ କରି ନେଇଥିବା ଶଳା, ଭିଣୋଇ

ସୁବର୍ଣ୍ଣପୁର: ନାବାଳିକା ଅପହରଣ ମାମଲାରେ ଗିରଫ ହେଲେ ଶଳା, ଭିଣୋଇ । ସୁବର୍ଣ୍ଣପୁର ଜିଲ୍ଲା ତରଭା ପୋଲିସ ସମ୍ପର୍କରେ ଶଳା, ଭିଣୋଇଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଗିରଫ ଅଭିଯୁକ୍ତ ତରଭା ଥାନା ଦେଉଳପଦର ଗାଁର ବିନୟ ବାଗ ଓ ଭିଣୋଇ ବୌଦ୍ଧ ମନମୁଣ୍ଡା ଥାନା ଅନ୍ତର୍ଗତ ବିଶ୍ୱଜିତ୍…

ଆମ୍ବୁଲାନ୍ସ ଗାଡ଼ିରେ ଚାଲିଥିଲା ଗଞ୍ଜେଇ ଚାଲାଣ, ମାଡ଼ି ବସିଲା ଅବକାରୀ ବିଭାଗ

ସୁବର୍ଣ୍ଣପୁର : ଆମ୍ବୁଲାନ୍ସ ଗାଡ଼ିରେ ହେଉଥିଲା ଗଞ୍ଜେଇ ଚାଲାଣ  । ମାଡ଼ି ବସିଲା ଅବକାରୀ ବିଭାଗ  ।  ଗଞ୍ଜେଇ ଚୋରାଚାଳଣ କରୁଥିବା ବେଳେ ସୁବର୍ଣ୍ଣପୁର ଜିଲ୍ଲା ଅବକାରି ବିଭାଗ ଧରିବାରେ ସଫଳ ହୋଇଛି । ସୂଚନା ଅନୁଯାୟୀ, ଆଜି ସକାଳୁ ଅବକାରୀ ବିଭାଗ ପେଟ୍ରୋଲିଙ୍ଗ କରୁଥିବା ବେଳେ ବୌଦ୍ଧ…

ପୋଖରି ଖୋଳାକୁ ନେଇ ବିବାଦ, ପିଟି ପିଟି ଯୁବକଙ୍କୁ ମାରିଦେଲେ

ସୁବର୍ଣ୍ଣପୁର: ଜମିବାଡ଼ି ବିବାଦରୁ ଗଡ଼ିଲା ମୁଣ୍ଡ । ସୁବର୍ଣ୍ଣପୁର ଜିଲ୍ଲା ସୁବଳୟା ଥାନା କମିରା ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି । ସରକାରୀ ଜମିରେ ପୋଖରି ଖୋଳାକୁ ନେଇ ଦୁଇ ପରିବାର ମଧ୍ୟରେ ଉପୁଜି ଥିବା ବିବାଦ ପାଇଁ ମୁଣ୍ଡ ଗଡ଼ିଛି । ଠେଙ୍ଗା ମାଡ଼ ପରେ କାଠ ଗଣ୍ଡିରେ ଛେଚି ଜଣଙ୍କୁ…

ମିଳିଛି ପଟ୍ଟା ହେଲେ ହଜିଯାଇଛି ଜମି

ସୁବର୍ଣ୍ଣପୁର : ବିସ୍ଥାପିତଙ୍କ ଜମି ଚିହ୍ନଟ ହେଉନଥିବା ଅଭିଯୋଗ । ୨୦୧୩ରେ ବିସ୍ତଥାପିତଙ୍କୁ ମିଳିଥିଲା ପଟ୍ଟା  । ହେଲେ ଆଜିଯାଏଁ ଚିହ୍ନଟ ହୋଇନି ଜମି  । ତେଣୁ ଆଜି କହସିଲଦାରଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଛନ୍ତି ଗାଁ ଲୋକେ  । ସରକାର ଗରିବ, ବିସ୍ଥାପିତ ଓ ଭୂମିହୀନ…

ଡକାୟତି ଅଭିଯୋଗରେ୨ କଲେଜ ଛାତ୍ର ଗିରଫ

ସୁବର୍ଣ୍ଣପୁର : ଧରାପଡ଼ିଲେ ଡକାୟତି ଦଳ  । ଉଲୁଣ୍ଡା ଥାନା ଅନ୍ତର୍ଗତ ଚଡେଇପଙ୍କ ଛକ ଠାରେ ଏକ ବାଲି ବୋଝେଇ ହାଇଓ୍ବାର ଚାଳକ ଓ ହେଲପରକୁ ବନ୍ଧୁକ ଦେଖାଇ ଟଙ୍କା ଓ ମୋବାଇଲ ଲୁଟ କରିଥିବା ଅଭିଯୋଗ ହୋଇଥିଲା । ଏହି ଘଟଣାରେ ଦୁଇ ନାବାଳକ ସମେତ ୪ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ଦୁଇଜଣଙ୍କୁ…

ସାଂସ୍କୃତିକ କାର୍ଯ୍ୟକ୍ରମରେ ଝଲସୁଛି ସୁବର୍ଣ୍ଣ ଲୋକ ମହୋତ୍ସବ

ସୁବର୍ଣ୍ଣପୁର : ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟରେ ଉଦଘାଟିତ ହୋଇଯାଇଛି ସୁବର୍ଣ୍ଣ ଲୋକ ମହୋତ୍ସବ । ନାଚ ଗୀତରେ ପୂରି ଉଠୁଛି ସୁବର୍ଣ୍ଣପୁର । ଏହି ମହୋତ୍ସବ ଅର୍ଥ ମନ୍ତ୍ରୀ ନିରଞ୍ଜନ ପୁଜାରୀ ଶୁଭ ଉଦ୍‌ଘାଟନ କରିଥିଲେ । କରୋନା କଟକଣା ଯୋଗୁଁ ଦୀର୍ଘ ତିନି ବର୍ଷ ହେଲା ଲୋକ…