ଆଜି ପୁଣି ଇଡିରେ ହାଜର ହେବେ ସୋନିଆ ଗାନ୍ଧୀ
ନୂଆଦିଲ୍ଲୀ: ଆଜି ପୁଣି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଇଡି କାର୍ଯ୍ୟାଳୟରେ ହାଜର ହେବେ । ସକାଳ ୧୧ଟା ୩୦ରେ ହାଜର ହେବେ ବୋଲି ଜଣାପଡ଼ିଛି । ତେବେ ଏହାକୁ ନେଇ କଂଗ୍ରେସ ପକ୍ଷରୁ ବିରୋଧ ଆରମ୍ଭ ହୋଇଛି । ସୋନିଆ ଇଡିରେ ହାଜର ହେବାକୁ ନେଇ କଂଗ୍ରେସ ପକ୍ଷରୁ କଡ଼ା ବିରୋଧ କରାଯାଇଛି । …