Latest Odisha News

BREAKING NEWS

Browsing Tag

Sonia gandhi

ହସ୍ପିଟାଲରୁ ଘରକୁ ଫେରିଲେ ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ: କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ହସ୍ପିଟାଲରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସୋମବାର ସୋନିଆ ଦିଲ୍ଲୀ ସ୍ଥିତ ଗଙ୍ଗାରାମ ହସ୍ପିଟାଲରୁ ତାଙ୍କ ବାସ ଭବନକୁ ଫେରିଛନ୍ତି । ତେବେ ସେ ସଂପୂର୍ଣ୍ଣ ସୁସ୍ଥ ହୋଇନାହାନ୍ତି । ଘରେ ରହି ମଧ୍ୟ ତାଙ୍କର ଚିକିତ୍ସା ଜାରି ରହିବ । କୋଭିଡ…

ଇଡିରେ ହାଜର ହେବା ପାଇଁ ତିନି ସପ୍ତାହ ସମୟ ମାଗିଲେ ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ: ନେଶନାଲ ହେରାଲ୍ଡ ମାମଲାରେ କଂଗ୍ରେସ ମୁଖ୍ୟ ସୋନିଆ ଗାନ୍ଧୀ ଇଡି ନିକଟରେ ହାଜର ହେବା ପାଇଁ ଆହୁରି ତିନି ସପ୍ତାହ ସମୟ ମାଗିଛନ୍ତି । କୋଭିଡ ଆକ୍ରାନ୍ତ ଦର୍ଶାଇ ସେ ଅଧିକ ସମୟ ମାଗିଛନ୍ତି ବୋଲି ଏନଡିଟିଭି ଖବର ପ୍ରକାଶ କରିଛି । ନେଶନାଲ ହେରାଲ୍ଡ ମାମଲାରେ ସୋନିଆ ଗାନ୍ଧୀ ଓ…

ସୋନିଆ ଓ ରାହୁଲ ଗାନ୍ଧୀଙ୍କୁ ଇଡି ସମନ; ନେଶନାଲ ହେରାଲ୍ଡ ମାମଲାରେ ହେବ ତଦନ୍ତ

ଭୁବନେଶ୍ୱର: ନେଶନାଲ ହେରାଲ୍ଡ ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଏବଂ ପୁଅ ତଥା ସାଂସଦ ରାହୁଲ ଗାନ୍ଧୀଙ୍କୁ ଜେରା କରିବା ପାଇଁ ସମନ ଜାରି କରିଛି । ସୋନିଆଙ୍କୁ ଜୁନ୍ ୮ ଏବଂ ରାହୁଲଙ୍କୁ ଜୁନ୍ ୨ରେ ଇଡି କାର୍ଯ୍ୟାଳୟରେ ହାଜର ହେବା…

ସୋନିଆ, ରାହୁଲ ଦଳୀୟ ପଦବୀରୁ ଇସ୍ତଫା ଦେବେ ? ଜବାବ ରଖିଲେ କଂଗ୍ରେସ ମୁଖପାତ୍ର

ନୂଆଦିଲ୍ଲୀ: ଆସନ୍ତାକାଲି କଂଗ୍ରେସ କାର୍ଯ୍ୟକାରିଣୀ ବୈଠକ ବସିବ । ଏହା ପୂର୍ବରୁ କିନ୍ତୁ ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ ଦଳୀୟ ପଦବୀରୁ ଇସ୍ତଫା ଦେବେ ବୋଲି ଚର୍ଚ୍ଚା ସୃଷ୍ଟି ହୋଇଥିଲା । ଜାତୀୟ ଗଣମାଧ୍ୟମ ଏଡିଟିଭିର ଏକ ରିପୋର୍ଟ ପ୍ରକାଶ ପାଇଥିଲା। ଏହାକୁ ନେଇ ବିଭିନ୍ନ ମିଡିଆ,…

ହାତ ଛାଡ଼ିଲେ ସୁସ୍ମିତା ଦେବ, ସୋନିଆ ଗାନ୍ଧିଙ୍କ ପାଖକୁ ପଠାଇଲେ ଇସ୍ତଫା

ନୂଆଦିଲ୍ଲୀ: ହାତ ସହ ସମ୍ପର୍କ ଛିନ୍ନ କରିଛନ୍ତି ପୂର୍ବତନ ସାଂସଦ ତଥା ମହିଳା କଂଗ୍ରେସ ସଭାନେତ୍ରୀ ସୁସ୍ମିତା ଦେବ । ସେ କଂଗ୍ରେସରୁ ଇସ୍ତଫା ଦେଇଛନ୍ତି । ଇସ୍ତଫାପତ୍ର କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧିଙ୍କ ପାଖକୁ ପଠାଇ ଦେଇଛନ୍ତି । ତେବେ ହଠାତ୍ ସେ କାହିଁକି ଦଳ ଛାଡ଼ିଲେ ସେନେଇ ସ୍ପଷ୍ଟ…

ତୈଳ ଦର ବୃଦ୍ଧି ନେଇ ପ୍ରଧାନମନ୍ତ୍ରୀଙ୍କୁ ସୋନିଆ ଗାନ୍ଧୀଙ୍କ ପତ୍ର

ନୂଆଦିଲ୍ଲୀ: ଦେଶରେ ତୈଳ ଦର କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଚିନ୍ତା ଜାହିର କରିଛନ୍ତି ।  ପେଟ୍ରୋଲ-ଡିଜେଲ୍‌ ଦର ବୃଦ୍ଧିକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ପତ୍ର ଲେଖିଛନ୍ତି ସୋନିଆ ଗାନ୍ଧୀ । ସେ ଲେଖିଛନ୍ତି ଦର ବୃଦ୍ଧି ଐତିହାସିକ ଏବଂ ଅବ୍ୟବହାରିକ ।  ଏହାସହ…

ମେ ୧୫ରୁ ୩୦ ମଧ୍ୟରେ ହୋଇପାରେ କଂଗ୍ରେସର ସାଙ୍ଗଠନିକ ନିର୍ବାଚନ

ନୂଆଦିଲ୍ଲୀ: କଂଗ୍ରେସ କାର୍ଯ୍ୟକାରୀ କମିଟି (CWC) ବୈଠକ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଚାଲିଛି । ସୂତ୍ରରୁ ମିଳିଥିବା ସୂଚନା ମୁତାବକ ବହୁ ପ୍ରତୀକ୍ଷିତ କଂଗ୍ରେସର ସାଙ୍ଗଠନିକ ନିର୍ବାଚନ ମେ ମାସରେ ହେବ । ମେ ୧୫ରୁ ମେ ୩୦ ମଧ୍ୟରେ ହେବାକୁ ଥିବା ସାଙ୍ଗଠନିକ ନିର୍ବାଚନରେ କଂଗ୍ରେସ ବାଛିବ…

ଆଭ୍ୟନ୍ତରୀଣ କନ୍ଦଳ ଓ ସଂକଟ ଦୂର କରିବାରୁ କଂଗ୍ରେସର ଅସନ୍ତୁଷ୍ଟ ନେତାଙ୍କ ସହ ସୋନିଆଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ: କଂଗ୍ରେସ ଭିତରେ ଗୋଷ୍ଠୀ କନ୍ଦଳ ଦୂର ସହ ସଂଗଠନକୁ ସୁଦୃଢ଼ କରିବା ନେଇ ସୋନିଆ ଗାନ୍ଧିଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ । ଦିଲ୍ଲୀ ୧୦ ଜନପଥ ସ୍ଥିତ ସୋନିଆ ଗାନ୍ଧିଙ୍କ ବାସଭବନରେ ଅନୁଷ୍ଠିତ ହୋଇଛି ଏହି ବୈଠକ । ଏଥିରେ ଅସନ୍ତୁଷ୍ଟ ୨୩ ଜଣ ବରିଷ୍ଠ ନେତାଙ୍କ ସହ ବିଭିନନ୍ ପ୍ରସଙ୍ଗରେ…

ଜାନୁଆରୀ ତୃତୀୟ ସପ୍ତାହରେ ଓଡ଼ିଶା ଆସିପାରନ୍ତି ସୋନିଆ ଗାନ୍ଧି

ଭୁବନେଶ୍ବର: ଆସନ୍ତା ଜାନୁଆରୀ ତୃତୀୟ ସପ୍ତାହରେ କଂଗ୍ରେସ ସଭାପତି ସୋନିଆ ଗାନ୍ଧି ଓଡ଼ିଶା ଗସ୍ତ କରିବାର ସମ୍ଭାବନା ରହିଛି । ରାଜ୍ୟ କଂଗ୍ରେସ ନେତାଙ୍କ ଅନୁଯାୟୀ ସୋନିଆ ଗାନ୍ଧି ଏକ ସାଧାରଣ ସଭାକୁ ସମ୍ବୋଧନ କରିପାରନ୍ତି । ହେଲେ ସୋନିଆ ଗାନ୍ଧିଙ୍କ ଗସ୍ତ ନେଇ ଏପର୍ଯ୍ୟନ୍ତ କୌଣସି ଚୂଡାନ୍ତ…

ସୋନିଆ ଗାନ୍ଧି ଡାକିଲେ ଜରୁରୀ ବୈଠକ: ୧୯ରେ ବରିଷ୍ଠ ନେତାଙ୍କ ସହ ଆଲୋଚନା

ନୂଆଦିଲ୍ଲୀ: କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧି ଦଳର ବରିଷ୍ଠ ନେତାଙ୍କ ଏକ ବୈଠକ ଡାକିଛନ୍ତି । ଆସନ୍ତା ୧୯ ତାରିଖରେ ସୋନିଆ ବରିଷ୍ଠ ନେତାଙ୍କ ସହ ଆଲୋଚନା କରିବେ । କଂଗ୍ରେସରେ ଅସନ୍ତୁଷ୍ଟ ଥିବା ଏହି ନେତାଙ୍କ ସହ ବୈଠକ କରିବେ । ଏହି ନେତାମାନେ କିଛି ଦିନ ତଳେ ସୋନିଆ ଗାନ୍ଧିଙ୍କୁ ଚିଠି…