Latest Odisha News

BREAKING NEWS

Browsing Tag

Sonia gandhi

ପ୍ରଣବଙ୍କ ପୁସ୍ତକରେ କଂଗ୍ରେସ ଭିତିରି କଥା: ୨୦୧୪ ନିର୍ବାଚନ ପରାଜୟ ପାଇଁ ସୋନିଆ ଓ ମନମୋହନ ଦାୟୀ

ନୂଆଦିଲ୍ଲୀ: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ପୁସ୍ତକରେ ଉଲ୍ଲେଖ ରହିଛି କଂଗ୍ରେସର ଗୁମର । ୨୦୧୪ ସାଧାରଣ ନିର୍ବାଚନରେ କଂଗ୍ରେସର ପରାଜୟ ପାଇଁ ସୋନିଆ ଗାନ୍ଧି ଓ ପୂର୍ବତନ ପରଧାନମନ୍ତ୍ରୀ ମନମୋହନ ସିଂହ ଦାୟୀ । ଏକଥା ଲେଖିଛନ୍ତି ପ୍ରଣବ ମୁଖାର୍ଜୀ । ସେ ତାଙ୍କ ଅନୁଭୂତିର ପୁସ୍ତକ…

ଟୁଇଟ୍ କରି ସୋନିଆଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପିଏମ୍‌ ମୋଦୀ

ନୂଆଦିଲ୍ଲୀ: ଆଜି କଂଗ୍ରେସ ସଭାପତି ସୋନିଆ ଗାନ୍ଧୀଙ୍କ ଜନ୍ମଦିନ। ଦଳର ନେତାଙ୍କ ଠାରୁ ଆରମ୍ଭ କରି ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି କଂଗ୍ରେସ ନେତାଙ୍କୁ ତାଙ୍କ ଜନ୍ମଦିନରେ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ସୋନିଆ ଗାନ୍ଧୀଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇଛନ୍ତି।…

ଏଥର ଜନ୍ମଦିନ ପାଳିବେନି ସୋନିଆ

ନୂଆଦିଲ୍ଲୀ: କଂଗ୍ରେସର ଅଧ୍ୟକ୍ଷା ସୋନିଆ ଗାନ୍ଧୀ ତାଙ୍କ ଜନ୍ମଦିନ ୯ ଡିସେମ୍ବରରେ ପାଳନ କରିବେ ନାହିଁ। କୃଷି ଆଇନ ଏବଂ ଦେଶରେ କରୋନା ଭୂତାଣୁ ପରିସ୍ଥିତିକୁ ଦୃଷ୍ଟିରେ ରଖି ସେ ଏହି ନିଷ୍ପତ୍ତି ନେଇଛନ୍ତି। ଗତ ତିନି ଦିନ ଧରି ଦେଶର ତିନୋଟି କୃଷି ନିୟମକୁ ବିରୋଧ କରିଆସୁଥିବା କୃଷକମାନେ…

ସରିଲା ହାଇଡ୍ରାମା: ସୋନିଆ ରହିଲେ ଅନ୍ତରୀଣ ଅଧ୍ୟକ୍ଷା

ନୂଆଦିଲ୍ଲୀ: କଂଗ୍ରେସ ମୁଖିଆ କିଏ ହେବ । ତାକୁ ନେଇ ଆସି କଂଗ୍ରେସର କାର୍ଯ୍ୟକାରଣୀ ବୈଠକରେ ଚାଲିଥିବା ଦିନ ତମାମ ହାଇଡ୍ରାମା । ଆରୋପ ପ୍ରତ୍ୟାରୋପ ମଧ୍ୟ ହେଲା । ବେଶ୍ ମାନସମନ୍ଥନ ହେଲା କିନ୍ତୁ କିଛି ବଦଳିଲାନି । ଶେଷରେ ସୋନିଆ ଗାନ୍ଧୀ ହିଁ ରହିଲେ ଦଳର ଅନ୍ତରୀଣ ଅଧ୍ୟକ୍ଷା । ବର୍ତ୍ତମନା…

କଂଗ୍ରେସ ସଭାପତି ପଦ ଛାଡିବେ ସୋନିଆ !

ନୂଆଦିଲ୍ଲୀ: କଂଗ୍ରେସର ଅନ୍ତରୀଣ ସଭାପତି ପଦ ଛାଡିବେ ସୋନିଆ ଗାନ୍ଧୀ । ଇଣ୍ଡିଆ ଟୁଡେର ସୂତ୍ର ଅନୁଯାୟୀ ସୋନିଆ ଗାନ୍ଧୀ ପାର୍ଟି ସହଯୋଗୀଙ୍କୁ କହିଛନ୍ତ ସେ ଅନ୍ତରୀଣ ସଭାପତି ଭାବେ ନିଜର ଏକ ବର୍ଷ କାର୍ଯ୍ୟକାଳ ପୂରଣ କରିଛନ୍ତି। ତାଙ୍କୁ ପାର୍ଟିର ସଭାପତି ପଦରୁ ହଟିବା ଉଚିତ୍ ଏବଂ ପାର୍ଟିକୁ…

ହସ୍ପିଟାଲରେ ଭର୍ତ୍ତି ହେଲେ ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ: ୟୁପିଏ ଅଧ୍ୟକ୍ଷା ସୋନିଆ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ତାଙ୍କୁ ଦିଲ୍ଲୀ ସାର୍ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ରୁଟିନ୍ ଚେକ୍ ଅପ୍ ପାଇଁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି । ହସ୍ପିଟାଲର ନିର୍ଦ୍ଦେଶକ ଡାକ୍ତର ଡିଏସ ରାନା…

ପ୍ରବାସୀ ଶ୍ରମିକଙ୍କ ଦୁଃଖ ବୁଝିପାରୁନି ବିଜେପି: ସୋନିଆ

ନୂଆଦିଲ୍ଲୀ: ଦୁନିଆ ଦେଖିଲାଣି ପ୍ରବାସୀଙ୍କ ଦୁଃଖ । ସେମାନଙ୍କ ଭୟ, ସେମାନଙ୍କ କାତର ସ୍ୱର, ସେମାନଙ୍କ ଯନ୍ତ୍ରଣା, ଦେଶରେ ସମସ୍ତେ ଶୁଣିଲେଣି । ହେଲେ ବିଜେପି ସରକାରଙ୍କ କାନକୁ କିନ୍ତୁ ଏହା ଶୁଣାଯାଉନି । ସମସ୍ତେ ପ୍ରବାସୀଙ୍କୁ ଦୁଃଖ ଅନୁଭବ କରୁଛନ୍ତି କିନ୍ତୁ ବିଜେପି ଏହାକୁ ଦେଖି…

ରୋଜଗାର ହରାଇଥିବା ଲୋକଙ୍କୁ ସାହାଯ୍ୟ କରନ୍ତୁ ସରକାର: ସୋନିଆ

ନୂଆଦିଲ୍ଲୀ: କରୋନା ସଂକଟ ଉପରେ ଆଜି ଭିଡିଓ କନଫରେନ୍ସିଂରେ କଂଗ୍ରେସ ୱାର୍କିଂ କମିଟର ବୈଠକ ହୋଇଛି । ଏଥିରେ କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷ ସୋନିଆ ଗାନ୍ଧୀ ଲକଡାଉନ ସମୟରେ ବେକାର ଥିବା ଲୋକ ତଥା ଚାକିରୀ ହରାଇଥିବା ଲୋକଙ୍କ ସମ୍ପର୍କରେ ଆଲୋଚନା କରିଛନ୍ତି । ସେ କହିଛନ୍ତି ଯେ, ସରକାର…