ଶ୍ରୀମନ୍ଦିର ପାଇଁ ନୂଆ ଗାଇଡଲାଇନ୍, ରବିବାର ଜଗା ଦର୍ଶନ ବନ୍ଦ
ପୁରୀ : ରାଜ୍ୟରେ କରୋନା ସଂକ୍ରମଣ ବଢୁଥିବା ବେଳେ ଶ୍ରୀମନ୍ଦିର ପାଇଁ ନୂଆ ଗାଇଡଲାଇନ୍ ଜାରି କରିଛନ୍ତି ଶ୍ରୀମନ୍ଦିର ପ୍ରଶାସନ । ଆସନ୍ତାକାଲିଠାରୁ ସବୁ ରବିବାର ବନ୍ଦ ରହିବ ଶ୍ରୀମନ୍ଦିର । କୌଣସି ଭକ୍ତ ଶ୍ରୀମନ୍ଦିର ଭିତରେ ପ୍ରବେଶ କରିବେ ନାହିଁ । ସାନିଟାଇଜ୍ ପାଇଁ ଶ୍ରୀମନ୍ଦିରକୁ ପ୍ରତି…