Latest Odisha News

BREAKING NEWS

Browsing Tag

Soro Accident

[ଭିଡ଼ିଓ] ସୋର ବସ୍ ଦୁର୍ଘଟଣାରେ ୮ମୃତ, ମୃତକଙ୍କ ପରିବାରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଦୁଇ ଲକ୍ଷ ସହାୟତା ଘୋଷଣା

ଭୁବନେଶ୍ୱର: ବାଲେଶ୍ୱର ଜିଲ୍ଲାରେ ବଡ ଧରଣର ବସ ଦୁର୍ଘଟଣା । ସୋର ଥାନା ଅନ୍ତର୍ଗତ ୧୬ନଂ ଜାତୀୟ ରାଜପଥ ବିଦୁ ଛକ ନିକଟରେ  ମର୍ମନ୍ତୁଦ ବସ ଦୁର୍ଘଟଣା । ଦୁର୍ଘଟଣାରେ ୮ଜଣ ଯାତ୍ରୀ ପ୍ରାଣ ହରାଇଛନ୍ତି । ଏଥିରେ ୨୦ରୁ ଉର୍ଦ୍ଧ୍ୱ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି । ପରିବାର ବର୍ଗଙ୍କୁ ଗଭୀର…

ସାଙ୍ଗକୁ ଆଣିବାକୁ ଯାଇଥିବା ବେଳେ ଦୁର୍ଘଟଣା ନେଲା ଜୀବନ, ୨ ଜଣ ଆହତ

ବାଲେଶ୍ୱର: କଟକରୁ ସାଙ୍ଗ ଗାଁକୁ ଫେରୁଥିଲା । ଆଉ ଦୁଇ ଜଣ ସାଙ୍ଗ ତାକୁ ଆଣିବା ପାଇଁ ବାଇକ ଯୋଗେ ବସ ପାଖକୁ ଯାଇଥିଲେ । ଫେରିବା ବାଟରେ ଛକି ରହିଥିଲା ମୃତ୍ୟୁ । ଏକ କାର ସହ ବାଇକର ଧକ୍କା ହୋଇଥିଲା । ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଦୁଇ ଜଣ ଆହତ ହୋଇଛନ୍ତି । ବାଲେଶ୍ୱର…

ରାସ୍ତାରେ ଠିଆ ହୋଇଥିବା ଟ୍ରକ୍‌କୁ ପଛରୁ ଧକ୍କା ଦେଲା ବସ୍, ୫ ଯାତ୍ରୀ ଗୁରୁତର

ସୋର (ବାଲେଶ୍ୱର): ଠିଆ ହୋଇଥିବା ଟ୍ରକ୍‌କୁ ପଛ ପଟରୁ ଧକ୍କା ଦେଲା ଯାତ୍ରୀବାହୀ ବସ୍ । ଦୁର୍ଘଟଣାରେ ୫ ଜଣ ବସ୍ ଯାତ୍ରୀ ଆହତ ହୋଇଛନ୍ତି । ବାଲେଶ୍ୱର ଜିଲ୍ଲା ସୋର ଅନ୍ତର୍ଗତ ୧୬ ନମ୍ୱର ଜାତୀୟ ରାଜପଥର ଛୋପଲିଆ ନିକଟରେ ଏହି ଦୁର୍ଘଟଣା ଘଟିଛି । ଆହତମାନଙ୍କୁ ସୋର ସୋର ମେଡିକାଲରେ ଭର୍ତ୍ତି…

ଅଜଣା ଗାଡ଼ି ଧକ୍କାରେ ମାଆ ଓ ପୁଅ ମୃତ, ବାପା ଗୁରୁତର

ବାଲେଶ୍ୱର: ଅଜଣା ଗାଡି ଧକ୍କାରେ ମାଆ ଓ ପୁଅଙ୍କ ମୃତ୍ୟୁ । ବାପା ଗୁରୁତର ହୋଇଛନ୍ତି । ବାଲେଶ୍ୱର ଜିଲ୍ଲା ୧୬ ନମ୍ୱର ଜାତୀୟ ରାଜପଥର ଖନ୍ତପଡ଼ା ଅନ୍ତର୍ଗତ ଓଳିଆପାଟଣା ପେଟ୍ରୋଲ ପମ୍ପ ନିକଟରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ସ୍କୁଟିକୁ ଅଜଣା ଗାଡ଼ି ଧକ୍କା ଦେଇ ପଳାଇ ଯାଇଛି ।…