Latest Odisha News

BREAKING NEWS

Browsing Tag

Soro

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ ପରେ ପୋଲ ତଳେ ଫିଙ୍ଗିଦେଲେ

ସୋର: ବାଲେଶ୍ୱର ଜିଲ୍ଲା ବାହାନଗା ବ୍ଲକ୍‌ କଲ୍ୟାଣୀ ହାଟୁଆଣୀ ଛକରେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଛି । ୪ରୁ ୫ଜଣ ଦୁର୍ବୃତ୍ତ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିବା ପରେ ଯୁବକଙ୍କୁ ପୋଲ ତଳେ ଫିଙ୍ଗି ଦେଇଥିଲେ । ଗୁରୁତର ଯୁବକଙ୍କୁ ପୋଲିସ ଉଦ୍ଧାର କରି ବାଲେଶ୍ୱର ହସ୍ପିଟାଲରେ ଭର୍ତ୍ତି…

ସୋରରୁ ନିଖୋଜ ସୁନା ବ୍ୟବସାୟୀ ଖୋର୍ଦ୍ଧାରୁ ଉଦ୍ଧାର

ସୋର: ଉଦ୍ଧାର ହେଲେ ନିଖୋଜ ଗହଣ ବ୍ୟବସାୟୀ । ସୋର-କୁପାରୀ ରାସ୍ତାରୁ ଗୁରୁବାର ରାତିରୁ ନିଖୋଜ ସୁନା ବ୍ୟବସାୟୀଙ୍କୁ ପୋଲିସ ଉଦ୍ଧାର କରିଛି । ଖୋର୍ଦ୍ଧା ସହରରୁ ବିଳମ୍ବିତ ରାତିରେ ନିଖୋଜ ସୁନା ବ୍ୟବସାୟୀଙ୍କୁ ଉଦ୍ଧାର କରିଛି ସୋର ଥାନା ପୋଲିସ । ଅପହରଣ ଅଭିଯୋଗରେ ପୋଲିସ ଜଣଙ୍କୁ ଅଟକ ରଖି…

ସୋରରୁ ସୁନା ବ୍ୟବସାୟୀ ନିଖୋଜ, ଥାନାରେ ଏତଲା

ସୋର: ବାଲେଶ୍ୱର ଜିଲ୍ଲା ସୋର ଅଞ୍ଚଳରୁ ଜଣେ ଗହଣା ଦୋକନ ମାଲିକ ନିଖୋଜ ହୋଇ ଯାଇଛନ୍ତି । ଅଭିଯୋଗ ଅନୁସାରେ ବ୍ୟବସାୟୀ ଜଣଙ୍କୁ ସୋର-କୁପାରୀ ରାସ୍ତାରୁ ଗୁରୁବାର ରାତିରେ କେହି ଅପହରଣ କରି ନେଇଛନ୍ତି । ସୂଚନା ଅନୁସାରେ, ଆତପୁରର ଗହଣା ଦୋକାନୀ ପ୍ରହଲ୍ଲାଦ ବେହେରାଙ୍କୁ ସୁନା କିଣିବା ଲାଗି ଏକ…

ପିଲା ଚୋର ସନ୍ଦେହରେ ମାଡ଼ 

ସୋର : ଅଜଣା ବ୍ୟକ୍ତିଙ୍କୁ ଗଛରେ ବାନ୍ଧି ନିର୍ଦ୍ଧୁମ ଛେଚିଲେ ଗାଁ ଲୋକ । ପିଲା ଚୋର ସନ୍ଦେହରେ ଲୋକେ ମାଡ଼ ମାରିଥିବା ଜଣାପଡିଛି । ବାଲେଶ୍ବର ଜିଲ୍ଲା  ସିମୁଳିଆ ଥାନା ବେତଡ଼ା ଥାନା ସଜନାପୁର ଛକ ନିକଟରେ ଘଟିଛି ଘଟଣା । ଖବର ଅନୁଯାୟୀ, ବେତଡା ପାହିତୋରଣା ଅଞ୍ଚଳର ନିରଞନ ଦାସଙ୍କ…