Latest Odisha News
Browsing Tag

South Africa

୨୦୨୩ FIH ପୁରୁଷ ବିଶ୍ୱକପ୍ ହକି ଖେଳସୂଚୀ, ରାଉରକେଲାରେ ଖେଳାଯିବ ୨୦ଟି ମ୍ୟାଚ୍

ଭୁବନେଶ୍ୱର: ହକିରେ ମତୁଆଲା ହେବ ଓଡ଼ିଶା । ୨୦୨୩ FIH ପୁରୁଷ ବିଶ୍ୱକପ୍ ହକି ଲାଗି ଖେଳସୂଚୀ ପ୍ରକାଶ ପାଇଛି । ୨୦୨୩ ଜାନୁଆରୀ ୧୩ରୁ ଆରମ୍ଭ ହେବାକୁ ଥିବା FIH ପୁରୁଷ ବିଶ୍ୱକପ୍ ହକି ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ୍ ସହ ରାଉରକେଲାର ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଖେଳାଯିବ । ଉଦଘାଟନୀ…

8 ମାସରେ 6 କ୍ୟାପ୍ଟେନ୍ ଏକ ଚ୍ୟାଲେଞ୍ଜ୍ : ଦ୍ରାବିଡ

ବାଙ୍ଗାଲୋର:  ଭାରତୀୟ କ୍ରିକେଟ ଟିମରେ 8 ମାସରେ 6 ଜଣ କ୍ୟାପ୍ଟେନ ଦେଖିବାକୁ ମିଳିଲାଣି । ବିରାଟ କୋହଲିଙ୍କ ପରେ ଏହି ପରିବର୍ତ୍ତନ ଜାରି ରହିଛି । ନୂଆ କ୍ୟାପ୍ଟେନ ମଧ୍ୟ ନିଜର ନେତୃତ୍ବର ପରିଚୟ ଦେଇଛନ୍ତି ।  ଭାରତରେ କ୍ରିକେଟ ପାଇଁ ଏହା ଭଲ ଖବର ଏବଂ  ଅତ୍ୟନ୍ତ ରୋମାଞ୍ଚକର ବୋଲି…

ଚହଲ ଏବଂ ପଟେଲଙ୍କ ଦମଦାର ବୋଲିଂ, ବିଶାଖପାଟଣାରେ ବାଜି ମାରିଲା ଭାରତ

ଅମରାବତୀ: ଭାରତ-ଦକ୍ଷିଣ ଆଫ୍ରିକା ଶୃଙ୍ଖଳାର ତୃତୀୟ ମ୍ୟାଚରେ ଭାରତ ବିଜୟୀ ହୋଇଛି । ବିଶାଖପାଟଣାରେ ଖେଳାଯାଉଥିବା ଏହି ମ୍ୟାଚକୁ ଭାରତ ୪୮ ରନରେ ବିଜୟ ହାସଲ କରିଛି। ପୂର୍ବରୁ ଦିଲ୍ଲୀ ଏବଂ ବାରବାଟୀରେ ଦକ୍ଷିଣ ଆଫ୍ରିକା ଘରୋଇ ଟିମ୍ ବିପକ୍ଷରେ ବିଜୟୀ ହୋଇ ୨-୦ରେ ଅଗ୍ରଣୀ ଥିଲା। ଏବେ ୫ଟି…

ଟସ୍ ଜିତି ଫିଲ୍ଡିଂ ନିଷ୍ପତ୍ତି ନେଲା ଦକ୍ଷିଣ ଆଫ୍ରିକା, ବ୍ୟାଟିଂ କରିବ ଭାରତ

କଟକ: ବାରବାଟିରେ ଆଜି ଖେଳା ଯାଉଛି ଭାରତ-ଦକ୍ଷିଣ ଆଫ୍ରିକା ଟି-ଟ୍ୱେଣ୍ଟି । ପ୍ରଥମେ ଟସ୍ ଜିତି ଭ୍ରମଣକାରୀ ଦଳ ଫିଲ୍ଡିଂ ନିଷ୍ପତ୍ତି ନେଇଛି । ପ୍ରଥମେ ଭାରତୀୟ ଦଳ ବ୍ୟାଟିଂ କରିବ । ଘରୋଇ ପିଚରେ ଭାରତକୁ ସମର୍ଥନ ପାଇଁ ବାରବାଟିରେ ବେଶ୍ ଭିଡ଼ ଜମିଛି । ଚୂଡ଼ାନ୍ତ ଏକାଦଶରେ ଭାରତୀୟ ଦଳରେ…

ଇଣ୍ଡିଆ ଟିମକୁ ଘାଇଲା କରିବେ କି ରାବଡା ?

ନୂଆଦିଲ୍ଲୀ: ଆଉ ଦୁଇ ଦିନ ପରେ ଭାରତ –ଦକ୍ଷିଣ ଆଫ୍ରିକା ମଧ୍ୟରେ ମଇଦାନରେ ହେବ ଲଢ଼େଇ ।  ଦିଲ୍ଲୀର ଅୁରଣ ଜେଟଲି ଷ୍ଟାଡିୟମରେ ଦୁଇ ଦଳ ମଧ୍ୟରେ  ପୁଣି ଚାଲିକ କ୍ରିକେଟ ଟକ୍କର ।  କେ.ଏଲ୍ ରାହୁଲଙ୍କ ଅଧିନାୟକତ୍ୱରେ ଭାରତୀୟ ଟି -20 ଦଳ ଦକ୍ଷିଣ ଆଫ୍ରିକା ସହ  ଖେଳିବ ପ୍ରଥମ ମ୍ୟାଚ ।  ପାଞ୍ଚ…

ଦକ୍ଷିଣ ଆଫ୍ରିକାରେ ବର୍ଣ୍ଣ ବୈଷମ୍ୟ: କଳା ଛାତ୍ରଙ୍କ ପୋଷାକରେ ପରିସ୍ରା କଲେ ଗୋରା ସହପାଠୀ

ଭୁବନେଶ୍ୱର: ଦକ୍ଷିଣ ଆଫ୍ରିକାରେ ବର୍ଣ୍ଣ ବୈଷମ୍ୟ ଯୋଗୁଁ କ୍ରିକେଟ ଦଳ ଉପରେ ଦୁଇ ଦଶନ୍ଧି ଧରି ପ୍ରତିବନ୍ଧକ ଲାଗିବା ଘଟଣା ବିଷୟରେ ସମସ୍ତେ ଜ୍ଞାତ । ସମୟାନୁସାରେ ଏଥିରେ ସଂସ୍କାର ଆସିବା ଏବଂ ପ୍ରତିବନ୍ଧକ ଉଠିଯାଇଛି । ହେଲେ ଏବେ ବି ଏଠାରେ ଦେଖିବାକୁ ମିଳୁଛି ଏପରି ନୀଚ ଚିନ୍ତାଧାରା ।…

ଦକ୍ଷିଣ ଆଫ୍ରିକା ହିଂସାରେ ଟାର୍ଗେଟ ହେଉଛନ୍ତି ଭାରତୀୟ ବଂଶୋଦ୍ଭବ !

କେପଟାଉନ: ଦକ୍ଷିଣଆଫ୍ରିକା ହିଂସା ନେଇ ଚିନ୍ତାଜନକ ତଥ୍ୟ ସାମ୍ନା ଆସିଛି । ପୂର୍ବତନ ରାଷ୍ଟ୍ରପତି ଜ୍ୟାକବ ଜୁମାଙ୍କୁ ଜେଲ ଦଣ୍ଡାଦେଶ ମିଳିବା ପରେ ଦେଶରେ ଏହାକୁ ବିରୋଧ କରି ତାଙ୍କ ସମର୍ଥକମାନେ ହିଂସାକାଣ୍ଡ ରଚୁଛନ୍ତି । ସେମାନେ ବିଶେଷ କରି ଭାରତୀୟ ବଂଶୋଦ୍ଭବଙ୍କୁ ଟାର୍ଗେଟ କରିଛନ୍ତି ।…

ଭାରତରେ କରୋନାର ନୂଆ ଷ୍ଟ୍ରେନ୍, ଜାଣନ୍ତୁ କେତେ ମାରାତ୍ମକ…

ନୂଆଦିଲ୍ଲୀ: କରୋନା ଭାଇରସ୍ ସଂକ୍ରମଣ ହ୍ରାସ ପାଉଥିବା ବେଳେ ଭୂତାଣୁର ନୂଆ ରୂପ ସାମ୍ନାକୁ ଆସିଛି । କରୋନାର ନୂଆ ଷ୍ଟ୍ରେନ୍ ଦକ୍ଷିଣ ଆଫ୍ରିକା ଓ ବ୍ରାଜିଲରୁ ଫେରିଥିବା ଲୋକଙ୍କ ଠାରେ ଚିହ୍ନଟ ହୋଇଛି । ୪ ଜଣଙ୍କ ଠାରେ ଦକ୍ଷିଣ ଆଫ୍ରିକା ଓ ଜଣଙ୍କ ଠାରେ ବ୍ରାଜିଲ୍ ଭାରିଆଣ୍ଟ ମିଳିଛି ।…