Latest Odisha News

BREAKING NEWS

Browsing Tag

South-West Monsoon

ଆଗାମୀ ୪୮ ଘଣ୍ଟାରେ ମୌସୁମୀ ଓଡ଼ିଶା ଛୁଇଁବା ସମ୍ଭାବନା

ଭୁବନେଶ୍ୱର: ଅନୁକୂଳ ହେଉଛି ପାଗ । ଆଗାମୀ ୪୮ ଘଣ୍ଟାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁବା ସମ୍ଭାବନା । ଏବେ ଦକ୍ଷିଣ ଓଡ଼ିଶାରେ କିଛି ଅଞ୍ଚଳରେ ପ୍ରାକ୍-ମୌସୁମୀ ବର୍ଷା ଆରମ୍ଭ ହୋଇଛି । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ପ୍ରବେଶ କରିବା ପାଇଁ ପାଗ ଅନୁକୂଳ ଥିବା ଟ୍ୱିଟ୍…

ଗୁଳୁଗୁଳିରୁ ମିଳିବ ଆଶ୍ୱସ୍ତି, ରଜରେ ଓଡ଼ିଶା ଛୁଇଁବ ମୌସୁମୀ !

ଭୁବନେଶ୍ୱର: ରଜରେ ଓଡ଼ିଶା ଛୁଇପାରେ ମୌସୁମୀ । ମୌସୁମୀ ଓଡ଼ିଶା ଛୁଇଁବା ପାଇଁ ଧିରେ ଧିରେ ପାଗ ଅନୁକୂଳ ହେଉଛି । ଆସନ୍ତା ୪ରୁ ୫ ଦିନ ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ପହଞ୍ଚିବା ନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ରଜରେ ଓଡ଼ିଶା ମୌସୁମୀ ବର୍ଷାରେ…

ଜୁନ୍ ୬ କିମ୍ବା ୭ ତାରିଖ ବେଳକୁ ଓଡିଶା ଛୁଇଁପାରେ ମୌସୁମୀ ବାୟୁ

ଭୁବନେଶ୍ୱର: ଏବର୍ଷ ଶୀଘ୍ର ଆସିପାରେ ମୌସୁମୀ ବାୟୁ । ଆସନ୍ତା ୨୪ ଘଣ୍ଟାରେ ଦକ୍ଷିଣ ଆଣ୍ଡାମାନ ସାଗର, ନିକୋବର ଦ୍ୱୀପ ଓ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ହେବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଆସନ୍ତା ୧୭ ତାରିଖ ସୁଦ୍ଧା କେରଳରେ ପହଞ୍ଚିପାରେ । ପାଗ ଅନୁକୂଳ ଓ ସବୁ ଠିକଠାକ୍…

କେରଳ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ, ଏହି ଦିନ ପହଞ୍ଚିବ ଓଡ଼ିଶାରେ

ନୂଆଦିଲ୍ଲୀ: ଦେଶରେ ପାଦ ଥାପିଛି ମୌସୁମୀ । ଆଜି କେରଳ ଛୁଇଁଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । କେରଳର ଦକ୍ଷିଣାଞ୍ଚଳରେ ମୌସୁମୀ ବାୟୁ ପ୍ରବେଶ କରିଛି । ଖୁବ ଶୀଘ୍ର ସମଗ୍ର ଅଞ୍ଚଳକୁ ଛୁଇଁବ । ଏହାର ପ୍ରଭାବରେ କେରଳରେ ବର୍ଷା…

ଓଡିଶା ଛାଡୁଛି ଦକ୍ଷିଣ-ପଶ୍ଚିମ ମୌସୁମୀ

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡିଶା ଛାଡୁଥିବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ମଙ୍ଗଳବାର ଦିନ ଜାରି ହୋଇଥିବା ଏକ ବୁଲେଟିନରୁ ଜଣାପଡିଛି । ପାଣିପାଗ ବିଭାଗ ଅନୁଯାୟୀ ମୌସୁମୀ ବାୟୁ ସୋମବାର ଦିନ ସୁନ୍ଦରଗଡ, ସମ୍ବଲପୁର, କେନ୍ଦୁଝର ଓ ମୟୁରଭଞ୍ଜ ଭଳି…