କାଲିଠୁ ଗଡ଼ିବ ୬ଟି ସ୍ପେଶାଲ୍ ଟ୍ରେନ୍
ଭୁବନେଶ୍ୱର: ଆସନ୍ତାକାଲିଠୁ ରାଜ୍ୟ ଭିତରେ ୬ଟି ସ୍ପେଶାଲ ଟ୍ରେନ୍ ଗଡ଼ିବ । ଭୁବନେଶ୍ୱରରୁ ବଲାଙ୍ଗିର, ଭଦ୍ରକ, ବ୍ରହ୍ମପୁର, କୋରାପୁଟ ଓ ରାଉରକେଲାକୁ ଏବଂ ସମ୍ବଲପୁରରୁ ଖୋର୍ଦ୍ଧା ରୋଡ୍ ଷ୍ଟେସନ୍ ମଧ୍ୟରେ ଏହି ୬ଟି ସ୍ୱତନ୍ତ୍ର ଟ୍ରେନ୍ ଚାଲିବ।
ଭୁବନେଶ୍ୱର-କୋରାପୁଟ ସ୍ପେଶାଲ ଟ୍ରେନ୍ଟି…