Latest Odisha News

BREAKING NEWS

Browsing Tag

Special Economic Package

କରୋନାକୁ ସାଙ୍ଗରେ ନେଇ ଚାଲିବାକୁ ପଡିବ : ମୋଦି

ନୂଆଦିଲ୍ଲୀ : ଦେଶବାସୀଙ୍କୁ ସମ୍ବୋଧନ କରିବା ଅବସରରେ କରୋନା ସଂକ୍ରମଣର ଭୟାବହତା ଏବଂ ସରକାରଙ୍କ ପକ୍ଷରୁ ନିଆଯାଉଥିବା ପଦକ୍ଷେପ ନେଇ ସୂଚନା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବିଶେଷଜ୍ଞ ଓ ବୈଜ୍ଞାନିକମାନେ ଏହି ମାରାତ୍ମକ କରୋନା ଭୂତାଣୁ ଦୀର୍ଘ ସମୟ ପାଇଁ ଆମ ସାଙ୍ଗରେ ରହିବ…

ମୋଦିଙ୍କ ମନ୍ତ୍ର ‘ସ୍ଥାନୀୟ ହିଁ ଗୁରୁତ୍ୱପୂର୍ଣ୍ଣ’, ଲୋକାଲ ବ୍ରାଣ୍ଡ୍‌କୁ ଗ୍ଲୋବାଲ କରିବା ପାଇଁ ଦେଲେ ଆହ୍ୱାନ

ନୂଆଦିଲ୍ଲୀ: କରୋନା ସଂକ୍ରମଣ ଓ ଲକ୍ ଡାଉନ ନେଇ ଦେଶବାସୀଙ୍କୁ ସମ୍ବୋଧନ କରିବା ଅବସରରେ ପ୍ରଧାନମନ୍ତ୍ରୀ ମୋଦି ଆଜି ସ୍ଥାନୀୟ ହିଁ ଗୁରୁତ୍ୱପୂର୍ଣ୍ଣ ବୋଲି କହିଛନ୍ତି । କରୋନା ବିପର୍ଯ୍ୟୟ ସମୟ ଆମକୁ ଏହି ଶିକ୍ଷା ଦେଇଛି ବୋଲି ସେ କହିଛନ୍ତି । ସ୍ଥାନୀୟ ଦୋକାନଠୁ ଆରମ୍ଭ କରି ସ୍ଥାନୀୟ…

ଆତ୍ମନିର୍ଭର ଭାରତ ପାଇଁ ପ୍ରଧାନମନ୍ତ୍ରୀଙ୍କ ୨୦ ଲକ୍ଷ କୋଟି ଟଙ୍କାର ଅର୍ଥନୈତିକ ପ୍ୟାକେଜ ଘୋଷଣା

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀଙ୍କ ଅର୍ଥନୈତିକ ପ୍ୟାକେଜ ଘୋଷଣା । ଆତ୍ମନିର୍ଭର ଭାରତ ପାଇଁ ୨୦ ଲକ୍ଷ କୋଟି ଟଙ୍କାର ଅର୍ଥନୈତିକ ପ୍ୟାକେଜ ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଚାଷୀ, ଶ୍ରମିକ, କୁଟୀର ଶିଳ୍ପ, ଏମଏସଏମଇ, ମଧ୍ୟମ ବର୍ଗଙ୍କ ପାଇଁ ଏଥିରେ ସ୍ୱତନ୍ତ୍ର ପ୍ୟାକେଜ…