Latest Odisha News

BREAKING NEWS

Browsing Tag

Sports

ଭାରତ-ପାକିସ୍ତାନ ମ୍ୟାଚକୁ ନେଇ ରୋହିତ ଶର୍ମାଙ୍କୁ ବାବର୍ ଆଜାମଙ୍କ ଓପନ୍ ଚ୍ୟାଲେଞ୍ଜ୍

ନୂଆଦିଲ୍ଲୀ: ଏସିଆ କପରେ ଯେଉଁ ମ୍ୟାଚ୍ ପାଇଁ ସମସ୍ତେ ଉତ୍ସାହର ସହିତ ଅପେକ୍ଷା କରିଥିଲେ, ସେହି ମୁହୂର୍ତ୍ତ ଏବେ ଆସିଯାଇଛି । ଆଜ୍ଞା ହଁ, ଆମେ ଭାରତ-ପାକିସ୍ତାନ ମ୍ୟାଚ୍ ବିଷୟରେ କହୁଛୁ । ବର୍ତ୍ତମାନ ଏସିଆ କପରେ ସୁପର-୪ ମୁକାବିଲା ଚାଲିଛି । ଏହି ସମୟରେ ଟିମ୍ ଇଣ୍ଡିଆ ଏବଂ ପାକିସ୍ତାନ…

କ୍ରିକେଟ୍ ଜଗତର ଭଗବାନ ସଚିନ୍ ତେନ୍ଦୁଲକର ଅଲ୍କାରାଜଙ୍କ ଖେଳକୁ ପ୍ରଶଂସା କରି କହିଲେ ଏମିତି

ନୁଆଦିଲ୍ଳୀ: ଗଡ୍ ଅଫ୍ ଦି କ୍ରିକେଟ୍ ଭାବରେ ଜଣାଶୁଣା ସଚିନ୍ ତେନ୍ଦୁଲକର ନୂତନ ୱିମ୍ବଲଡନ୍ ବିଜେତା କାର୍ଲୋସ୍ ଅଲ୍କାରାଜଙ୍କ ଖେଳକୁ ସାବାସି ଦେଇ ସୋସିଆଲ ମିଡିଆରେ ଏକ ପୋଷ୍ଟ ସେୟାର କରିଥିଲେ । ଯେଉଁଥିରେ ତେନ୍ଦୁଲକର ଅଲ୍କାରାଜଙ୍କୁ ବେଶ୍ ପ୍ରଶଂସା କରିବା ସହିତ ଶୁଭେଛା ଜଣାଇଥିଲେ ।…

ଏସିଆ କପରେ ପୁଣି ଥରେ ଭାରତ-ପାକିସ୍ତାନ ମୁହାଁମୁହିଁ

ନୂଆଦିଲ୍ଲୀ: ଏସିଆ କପ୍ କ୍ରିକେଟ୍ ମହାସଂଗ୍ରାମରେ ଅଂଶଗ୍ରହଣ କରିଥିବା ସବୁ ଦଳ ନିଜ ନିଜର ଉତ୍ତମ ପ୍ରଦର୍ଶନ କରିବା ପାଇଁ ଲକ୍ଷ ରଖିଛନ୍ତି। କିନ୍ତୁ ସେଥି ମଧ୍ୟରୁ ୨ଟି ଦଳ ଉପରେ ସମସ୍ତଙ୍କର ବିଶେଷ ନଜର ରହିଛି। ଶ୍ରୀଲଙ୍କାରେ ଅନୁଷ୍ଠିତ ହୋଇଥିବା ବିଗତ ମ୍ୟାଚ୍ ଗୁଡ଼ିକରେ ବର୍ଷା ଏକ ବିରାଟ…

ପୁରୀ ବକ୍ସିଂ ଏକାଡେମୀ ତରଫରୁ ଅନ୍ତର୍ଜାତୀୟ  ମୁଷ୍ଟିଯୁଦ୍ଧ ଦିବସ ପାଳିତ

ପୁରୀ: ସ୍ଥାନୀୟ ତାଳବଣିଆ ଷ୍ଟାଡିୟମ ଠାରେ ପୁରୀ ବକ୍ସିଂ ଏକାଡେମୀ ତରଫରୁ ଅନ୍ତର୍ଜାତୀୟ  ମୁଷ୍ଟିଯୁଦ୍ଧ ଦିବସ ପାଳନ କରାଯାଇଛି। ପ୍ରଥମେ ଶ୍ରୀମନ୍ଦିର ଠାରେ  ଦ୍ୱୀପ  ପ୍ରଜ୍ଜ୍ୱଳନ କରି ଖେଳାଳୀ ମାନେ ସହର ପରିକ୍ରମା ଶେଷ କରି ପୁରୀ ଷ୍ଟାଡିୟମରେ ପହଁଚିଥିଲେ। ଏହା ପରେ ଆନୁଷ୍ଠାନିକ ଭାବେ ସଭା…

ଓଡ଼ିଶାକୁ ମିଳିଲା ସ୍ପୋର୍ଟସ ଷ୍ଟାର ଆୱାର୍ଡ, କ୍ରୀଡ଼ା ପ୍ରୋତ୍ସାହନରେ ଶ୍ରେଷ୍ଠ ରାଜ୍ୟ

ଭୁବନେଶ୍ୱର: କ୍ରୀଡ଼ା ପ୍ରୋତ୍ସାହନ କ୍ଷେତ୍ରରେ ଓଡ଼ିଶାକୁ ଶ୍ରେଷ୍ଠ ରାଜ୍ୟ ଭାବେ ପୁରସ୍କାର ମିଳିଛି । ପ୍ରସିଦ୍ଧ କ୍ରୀଡ଼ା ପତ୍ରିକା ସ୍ପୋର୍ଟସ ଷ୍ଟାର ପକ୍ଷରୁ ଏହି ପୁରସ୍କାର ଦିଆଯାଇଛି । ଆଜି ମୁମ୍ବାଇରେ ଆୟୋଜିତ ‘Sportstar Aces-2023 Awards’ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ…

କିଟ୍‍-କିସରେ ପ୍ରତିଭାଙ୍କ ନାମରେ କ୍ରୀଡ଼ା ଭିତ୍ତିଭୂମି ଓ ଷ୍ଟାଡିୟମ୍‍ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କିସ୍‍ ବିଶ୍ୱବିଦ୍ୟାଳୟ ୨ୟ କ୍ୟାମ୍ପସ୍‍ ତଥା କିସ୍‍-ଭୁବନେଶ୍ୱରର ୪ର୍ଥ କ୍ୟାମ୍ପସ୍‍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଉଦ୍‍ଘାଟନ କରିଛନ୍ତି । ଏଥିସହ ଭାରତର ବିଶିଷ୍ଟ କ୍ରୀଡ଼ା ପ୍ରତିଭା ଓ ବ୍ୟକ୍ତିବିଶେଷଙ୍କ ନାମରେ ନାମିତ କିଟ୍‍ର ବିଭିନ୍ନ ଷ୍ଟାଡିୟମ୍‍ ଓ…

ଆନ୍ଦୋଳନରତ ରେସଲରଙ୍କୁ ଭେଟିଲେ ଅନୁରାଗ ଠାକୁର

ନୂଆଦିଲ୍ଲୀ: ଦେଶ ଲାଗି ଗର୍ବ ଆଣିଥିବା କୁସ୍ତିଯୋଦ୍ଧା ନ୍ୟାୟ ଲାଗି ଦିଲ୍ଲୀ ଜନ୍ତରମନ୍ତରରେ ଧାରଣା ଦେବା ପରେ ସାରା ଦେଶରେ ସୃଷ୍ଟି ହୋଇଛି ପ୍ରତିକ୍ରିୟା । ରେସଲରଙ୍କୁ ଭେଟିଛନ୍ତି ଅନୁରାଗ ଠାକୁର । ମି-ଠୁ ଅଭିଯୋଗ ଅତି ସାଂଘାତିକ ବୋଲି କହିଛନ୍ତି କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ । ଇସ୍ତଫା…

କଳା ଓ କ୍ରୀଡ଼ା ଶିକ୍ଷକଙ୍କ ଆନ୍ଦୋଳନ ସ୍ଥଗିତ

ଭୁବନେଶ୍ୱର: ଉଚ୍ଚ ପ୍ରାଥମିକ ବିଦ୍ୟାଳୟମାନଙ୍କରେ ୨୦୧୩ ମସିହାରୁ ନିଯୁକ୍ତି ପାଇଥିବା ପାର୍ଟ ଟାଇମ କଳା ଓ କ୍ରୀଡ଼ା ଶିକ୍ଷକମାନଙ୍କୁ ନେଇ ଗଠିତ ଓଡ଼ିଶା କଳା ଓ କ୍ରୀଡ଼ା ଶିକ୍ଷକ ମହାସଂଘ ସ୍ଥାୟୀ ନିଯୁକ୍ତି ଦାବି ନେଇ ଡିସେମ୍ବର ୫ ତାରିଖରୁ ଦୀର୍ଘ ୩୭ ଦିନ ଧରି ବିଧାନସଭା ସମ୍ମୁଖରେ ଆନ୍ଦୋଳନରେ…

[ଦେଖନ୍ତୁ ଭିଡିଓ] ୨୨ ବର୍ଷର କ୍ୟାରିୟରରେ ୪୦୦ରୁ ଅଧିକ ଗୋଲ୍, ଏମିତି ଥିଲେ ହକିର ଯାଦୁଗର

ନୂଆଦିଲ୍ଲୀ: ହକିର ଯାଦୁଗର ମେଜର ଧ୍ୟାନ ଚାନ୍ଦ । ଖାଲି ଭାରତ କାହିଁକି ଦୁନିଆ ତାଙ୍କୁ ହକିର ଯାଦୁଗର କୁହେ । ୨୨ ବର୍ଷର ଲମ୍ବା ହକି କ୍ୟାରିୟରରେ ୪ ଶହରୁ ଅଧିକ ଗୋଲ୍ କରିଥିବା ମେଜର ଧ୍ୟାନ ଚାନ୍ଦ ଆଜି ବି କୋଟି କୋଟି ଭାରତୀୟଙ୍କ ହୃଦୟରେ ରାଜ କରୁଛନ୍ତି । ତାଙ୍କ ଜନ୍ମଦିନକୁ ମନେ ପକାଇ…

୨୦୨୩ ହକି ବିଶ୍ୱକପ ପାଇଁ ପ୍ରସ୍ତୁତି ବୈଠକ

ପୁରୁଷ ହକି ବିଶ୍ୱକପ ପାଇଁ ପ୍ରସ୍ତୁତି ବୈଠକ । 2023 ରେ ଅନୁଷ୍ଠିତ ହେବ ହକି ବିଶ୍ବକପ୍ । ସେନେଇ ରାଜ୍ୟ ସରକାର ଆଲୋଚନା କରିଛନ୍ତି ।  କ୍ରମାଗତ ଦ୍ୱିତୀୟଥର ପାଇଁ ଏଭଳି ବିଶ୍ୱସ୍ତରୀୟ ଟୁର୍ଣ୍ଣାମେଣ୍ଟ ଆୟୋଜନ କରିବାକୁ ଯାଉଛନ୍ତି ରାଜ୍ୟ ସରକାର । ପୂର୍ବ ସଂସ୍କରଣଠାରୁ ଏଥର ଆହୁରି ବଡ ଭାବେ…